-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀରରେ ଜନସଂଖ୍ୟା ଫାଉଣ୍ଡେସନର କାର‌୍ୟ୍ୟକାରିଣୀ ବୈଠକ, ୟୁସିସିକୁ ସମର୍ଥନ ଓ ୨ଟିସନ୍ତାନ ନୀୟମପାଇଁ ଦାବୀ

10-Jul-2023



ବଲାଙ୍ଗୀର(ପ୍ରେରଣା ଖବର) ଗତକାଲି ସ୍ଥାନୀୟ ସାମ୍ବାଦିକ ଭବନଠାରେ ଜନସଂଖ୍ୟା ସମାଧାନ ଫାଉଣ୍ଡେସନର ଜିଲ୍ଲାକାର‌୍ୟ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଫାଉଣ୍ଡେସନର ବଲାଙ୍ଗୀର ଜିଲ୍ଲାସଭାପତି ଶ୍ରୀମତୀ ପ୍ରେମମଞ୍ଜରୀ ସିଂଦେଓଙ୍କ ସଭାପତିତ୍ୱ ଓ  ରାଜ୍ୟ ସଂଯୋଜକ ବଳଦେବପ୍ରସାଦ ବେଦବାକଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର‌୍ୟ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ଚିତ୍ରକୁଟର ରାଷ୍ଟ୍ରୀୟବାଦ ପ୍ରଚାରକ ସ୍ୱାମୀ ସୀତାରାମ ଶରଣ , ସମ୍ମାନୀତ ଅତିଥି ଭାବରେ ଜନସଂଖ୍ୟା ସମାଧାନ ଫାଉଣ୍ଡେସନର ରାଜ୍ୟସଭାପତି ବିପିନ ବିହାରୀ ଦାସ,ବରିଷ୍ଠ ବିଜେପି ନେତା ଅନନ୍ତ ଦାସ, ବଳରାମସିଂ ଯାଦବ,ରାଜ୍ୟ ମହିଳା ମୋର୍ଚ୍ଚା ସଭାନେତ୍ରୀ ଶ୍ରଦ୍ଧାଞ୍ଜଳି ମିଶ୍ର ପ୍ରମୁଖ ଯୋଗଦେଇଥିଲେ । ସଂପ୍ରତି ଦେଶରେ ସମାନସଂଘିତା(ୟୁସିସି)ବିଲକୁ ନେଇ ଯେଉଁ ଆଲୋଚନା ଆରମ୍ଭ ହୋଇଛି ତାହାକୁ ବୈଠକରେ ସମର୍ଥନ କରାଯାଇଥିଲା । ଏହା ଫଳରେ ଦେଶରେ ସମସ୍ତେ ସମାନ ସାମ୍ବିଧାନିକ ଅଧିକାର ପାଇବେ ବୋଲି ମତପ୍ରକାଶ ପାଇଥିଲା । ସେହିପରି ଆସନ୍ତା ବିଶ୍ୱଜନସଂଖ୍ୟା ଦିବସରେ ଦେଶରେ ସମସ୍ତେ ଜାତିଧର୍ମ,ବର୍ଣ୍ଣ ନିର୍ବିଶେଷରେ ଦୁଇଟି ସନ୍ତାନ ପଲିସି ନୀୟମ ଲାଗୁକରିବାକୁ ଦାବି କରାଯାଇଥିଲା । ଏହି ନୀୟମ ଲାଗୁକରୁବାକୁ ପ୍ରଧାନମନ୍ତ୍ରୀଙ୍କ ପାଖକୁ ଫାଉଣ୍ଡେସନ ତରଫରୁ ୫କୋଟି ଦସ୍ତଖତ ସମ୍ବଳିତ ଏକ ଦାବିପତ୍ର ପ୍ରେରଣ କରିବାକୁ ଆଲୋଚନା କରାଯାଇଥିଲା । ସ୍ୱାମୀଜୀ ତାଙ୍କ ବକ୍ତବ୍ୟରେ ଭାରତରେ ହିନ୍ଦୁତ୍ୱର ସୁରକ୍ଷା କରିବା ତଥା ସମସ୍ତଙ୍କ ପାଇଁ ସମାନ ଆଇନ ବ୍ୟବସ୍ଥା କରିବାକୁ ସମସ୍ତେ ସହ ଯୋଗ କରିବାର ଆବଶ୍ୟକତା ରହିଛି ବୋଲି କହିଥିଲେ । ଏହି ବୈଠକରେ ଧର୍ମନିରଂଜନ ପଣ୍ଡା,ସୋନପୁର ଜିଲ୍ଲା ସଂଯୋଜକ କେଦାର ଦାସ,ଅନୀଳ ପାଣିଗ୍ରାହୀ,ବ୍ୟସଦେବ ମିଶ୍ର,ସୁରେଶ ପାତ୍ର,ସୋନପୁର ମହିଳାମୋର୍ଚ୍ଚା ସଭନେତ୍ରୀ ପୂର୍ଣ୍ଣିମା ସା,ରାଜ୍ୟ ମହିଳା ସଂପାଦିକା ସୁନନ୍ଦା ସାହୁ,ବଲାଙ୍ଗୀର ଜିଲ୍ଲା ସୋସିଆଲମିଡିଆର ସମରେଶ ମିଶ୍ର,ଜିଲ୍ଲା ସଂପାଦକ ରାଜୁ ଜୟସ୍ୱାଲ,ଅନିରୁଦ୍ଧ ଦଳବେହେରା,ବରଗଡର ରାଧେଶ୍ୟାମ ଦଣ୍ଡସେନା,ପଦ୍ମପୁର ସାଂଗଠିନିକ ଜିଲ୍ଲା ସଭାପତି କେସବଚନ୍ଦ୍ର ଜାଲ,ସଂପାଦକ ରହିମ ମେହେର ପ୍ରମୁଖଙ୍କ ସହ ଶତାଧିକ କର୍ମୀ ଯୋଗଦେଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like