-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ଜିଲ୍ଲା

ଖଗେଶ୍ଵର ସାହିତ୍ୟ କଳା ପରିଷଦର ବୈଠକ

10-Jul-2023



ବରଗଡ଼:-ବରଗଡ ଜିଲ୍ଲା ବିଜେପୁର ବ୍ଲକର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଖଗେଶ୍ୱର ସାହିତ୍ୟ କଲା ପରିଷଦର ବୈଠକ ସଭାପତି ମୋହନସିଂ କହ୍ନେଇଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବାର୍ଷିକ ସମଲପୁରୀ ସାହିତ୍ୟ ପତ୍ରିକା ମହକେଲ ଆଗାମୀ ଗଙ୍ଗାଧର ଜୟନ୍ତୀ ସମାରୋହରେ ପ୍ରକାଶନ ନିମିତ୍ତ ମତପ୍ରକାଶ ପାଇଥିଲା। ତେଣୁ ଲେଖକଗଣ ନିଜର ଅପ୍ରକାଶିତ ସମ୍ବଲପୁରୀ ସ୍ରୁଜନାତ୍ମକ ଲେଖା ସଂପାଦକ ଖଗେଶ୍ୱର ସାହିତ୍ୟ କଲା ପରିଷଦ ବିଜେପୁର ଠିକଣାରେ ପ୍ରେରଣ କରିବାକୁ ବୈଠକରେ ଅନୁରୋଧ କରଯାଇଛି। ଅପରପକ୍ଷରେ ପ୍ରତିବର୍ଷ ଭଳି ଗଙ୍ଗାଧର ଜୟନ୍ତୀ ପୂର୍ବରୁ ଅନୁଷ୍ଠିତ ହେଉଥିବା ହାଇସ୍କୁଲ, କଲେଜ ସ୍ତରୀୟ ପ୍ରବନ୍ଧ ଲିଖନ, ବକ୍ତ୍ରୁତା, ତର୍କ ପ୍ରତିଯୋଗିତା ଆୟୋଜନ କରାଯିବାକୁ ପ୍ରସ୍ତାବ ହୋଇଛି। ବିଜେପୁର ବ୍ଲକରେ ଅଧ୍ୟୟନରତ କିମ୍ବା ଏହି ଅଞ୍ଚଳର ଛାତ୍ରଛାତ୍ରୀ ଅନ୍ୟତ୍ର ପାଠ ପଢୁଥିଲେ ମଧ୍ଯ ଏଥିରେ ସାମିଲ ହୋଇପାରିବେ ବୋଲି ନିୟମ ରଖାଯାଇଛି। ଉକ୍ତ ପ୍ରତିଯୋଗିତା ଚଳିତମାସ ୨୮ ଶୁକ୍ରବାର ଦିନ ବିଜେପୁର ରେଡିଏନ୍ସ କଲେଜ ପରିସରରେ ଅନୁଷ୍ଠିତ ହେବାକୁ ନିଷ୍ପତ୍ତି ହୋଇଛି। ଏଥିରେ ଅଂଶ ଗ୍ରହଣ କରିବାକୁ ପ୍ରତିଯୋଗୀଗଣ ଜୁଲାଇ ୨୫ ସୁଦ୍ଧା ସଂପାଦକ ଖଗେଶ୍ୱର ସାହିତ୍ୟ କଲା ପରିଷଦ ବିଜେପୁର ମୋ ୭୬୦୮୦୮୦୯୦୯ରେ ପଞ୍ଜିକରଣ କରିବାକୁ ନିବେଦନ କରାଯାଇଛି। ଅଧ୍ୟାପକ ଡ.ପ୍ରଦୀପ କୁମାର ପଧାନ,ଉପସଭାପତି ଦିଲ୍ଲୀପ  କୁମାର ଦେବତା,କ୍ରାନ୍ତିକବି ହରିଲାଲ ସାହୁ, ସାବିତ୍ରୀ ମେହେର, କରାଟ କଳାପଟା ସାହିତ୍ଯର ସଂପାଦକ ମକରଧ୍ୱଜ ସାହୁ, ଯୁବକବି ଦିଲେଶ ମେହେର, ସଂଗଠକ ପାଣ୍ଡବ ପଧାନ, ସଂପାଦକ ରାଜେଶ୍ବର ବେହେରା ପ୍ରମୁଖ ଯୋଗଦେଇ ଆଲୋଚନାରେ ସାମିଲ ହୋଇଥିଲେ। କୋଷାଧ୍ୟକ୍ଷ ଦେବାଶିଷ ମେହେର ଧନ୍ଯବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like