-+91-9937148622 |

prerana_bgr@rediffmail.com |

  Thursday 16th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଟାପାଲି ଡିଗ୍ରୀ ମହାବିଦ୍ୟାଳୟ ରେ ଶକ୍ତି ଶ୍ରୀ କାର୍ଯ୍ୟକ୍ରମ   (16-Jul-2026)       ||      *ଡାବୁଗାଁ ରେ ପାଳିତ ହେଲା ଜଗନ୍ନାଥ ରଥଯାତ୍ରା*   (16-Jul-2026)       ||      ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନ ସାମିଲ   (16-Jul-2026)       ||      *ଆର୍ ଏମ୍ ଡିଜିଟାଲ ଟିଭି ଉନ୍ମୋଚିତ*-   (16-Jul-2026)       ||      ଦିଗଶିରା ହାଇସ୍କୁଲରେ ନୂତନ ପରିଚାଳନା କମିଟି ଗଠିତ   (16-Jul-2026)       ||      ଲୋଇସିଂହା ଠାରେ ବିଜେପି 34 ନମ୍ବର ଜୋନ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ l    (16-Jul-2026)       ||      ଉତ୍କଳମଣି ଗୋପବନ୍ଧୁଙ୍କ ଶ୍ରାଦ୍ଧ ଦିବସ ପାଳିତ   (15-Jul-2026)       ||      ଗଜବନ୍ଧରେ ମଦ ମୃତ୍ୟୁ ! ଦୁଇ ଭାଇଙ୍କ ମୃତ୍ୟୁ   (15-Jul-2026)       ||      ନୂଆପଡ଼ା ଜିଲ୍ଲା ବର୍ଷୀୟାନ ଜନନାୟକ ସ୍ୱର୍ଗୀୟ ଘାସିରାମ ମାଝୀଙ୍କ ଜନ୍ମ ଜୟନ୍ତୀ ପାଳିତ   (15-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ଜନ ସଂଖ୍ୟା ଦିବସ ପାଳିତ* -   (15-Jul-2026)       ||      ତେନ୍ତୁଳିଖୁଣ୍ଟି ବିଦ୍ୟାଳୟରେ ପରିଚାଳନା କମିଟି ଗଠନ   (15-Jul-2026)       ||      ଜନ୍ମଦିନରେ ସମର୍ଥକ କଲେ ରକ୍ତଦାନ ଶିବିର, ନେତା କଲେ ରୋଗୀଙ୍କୁ ଫଳ ବଣ୍ଟନ।   (15-Jul-2026)       ||      *ନବରଙ୍ଗପୁର ଜିଲ୍ଲା ରେ ସାମ୍ବାଦିକ ପରିଚୟ ଦେଇ ଚାନ୍ଦା ଆଦାୟ ଅଭିଯୋଗ*   (15-Jul-2026)       ||      ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ, ପାରମ୍ପରିକ ଲୋକକଳା ପ୍ରଦର୍ଶନ, ସିଧା ପ୍ରସାରଣ ତଥା ଏଲଇଡି ସ୍କ୍ରିନ/ଡିସପ୍ଲେ ମାଧ୍ୟମରେ ଅଧିକରୁ ଅଧିକସଂଖ୍ୟକ ଜଗନ୍ନାଥପ୍ରେମୀଙ୍କ ନିକଟରେ ପହଞ୍ଚିବା ଉପରେ ଗୁରୁତ୍ୱାରୋପ   (15-Jul-2026)       ||      *କୁକୁଡ଼ା ଗାଲିରେ ଚଢ଼ଉ..୧୦ ବାଇକ୍ ଜବତ, ୬ ଗିରଫ*   (15-Jul-2026)       ||      ଜଗନ୍ନାଥଙ୍କ ନେତ୍ରୋସବ ଓ ନବଜୀବନ ଦର୍ଶନ   (15-Jul-2026)       ||      ୨୦୨୩ ବ୍ୟାଚ ଓଏଏସ୍ ପ୍ରଶିକ୍ଷାର୍ଥୀଙ୍କ ସହିତ ଭାବ ବିନିମୟ କଲେ ରାଜ୍ୟପାଳ♦️କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କଲ୍ୟାଣକାରୀ ଯୋଜନାଗୁଡ଼ିକ ସମ୍ପର୍କରେ ଜ୍ଞାନ ହାସଲ କରିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (15-Jul-2026)       ||      ସଇଁତଲା ବ୍ଲକସ୍ତରୀୟ ଖେଳ କୁଦ, କାର୍ଯ୍ୟକାରୀ କମିଟିର ବୈଠକ    (15-Jul-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ପାଳିତ ହେଲା ନେତ୍ର ଉତ୍ସବ*   (15-Jul-2026)       ||      କନ୍ଧମାଳ ଜିଲ୍ଲା ସାମ୍ବାଦିକ ସଂଘର ୪୧ତମ ବାର୍ଷିକ ଉତ୍ସବ ଓ ରାଜ୍ୟ ସ୍ତରୀୟ ସାମ୍ବାଦିକ ସମାବେଶ   (15-Jul-2026)       ||     

HOME   ଜିଲ୍ଲା

ଲେପ୍ରା ସୋସାଇଟି ଠାରେ ସ୍ୱଚ୍ଛ ଭାରତ ପକ୍ଷ ବୃକ୍ଷ ରୋପଣ ଓ ସଚେତନ କାର୍ଯ୍ୟକ୍ରମ

10-Jul-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ଆଜି ସୁବର୍ଣ୍ଣପୁର ର ସର୍ବ ପୁରାତନ ଅନୁଷ୍ଠାନ ଲେପ୍ରା ସୋସାଇଟି ଠାରେ ସ୍ୱଚ୍ଛ ଭାରତ ସଂଗଠନ ପକ୍ଷ ରୁ  ବୃକ୍ଷରୋପଣ ସହ ପରିବେଶ ସ -ଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି l ଏହି କାର୍ଯ୍ୟକ୍ରମ ରେ  ସୁବର୍ଣ୍ଣପୁର ର ଅବସରପ୍ରାପ୍ତ  ନେଭି କୋମଡର ମେଜର ମଧୁସୁଦନ ପୁଜାହାରୀ ଅତିଥି ଭାବେ ଯୋଗ ଦେଇ "ସେବୀ

ତବ୍ୟୋ ମହା ବୃକ୍ଷହଃ"  " ଫଳ ଛାୟା ସମ୍ମନ୍ୱିତେ"ଯଦି ଦେବା ଫଳମ ନାସ୍ଥି"  ଛାୟା କେନ ନିବାର୍ଯ୍ୟତେ " ଯଦି ଗୋଟେ ବଡ଼ ଗଛ  କୌଣସି ଦୁର୍ବିପାକ କାରଣ ରୁ ଫଳ ନ ଦେଲେ ଵି ହଜାର ଲୋକ ଙ୍କୁ ଛାୟା ପ୍ରଦାନ କରି ଥାଏ ବୋଲି ଚାଣକ୍ୟ ର ଉକ୍ତି କୁ ମତ ଦେଇଥିଲେ l ଫରେଷ୍ଟର ଭକ୍ତବନ୍ଧୁ  ମିଶ୍ର ଯୋଗ ଦେଇ   ପରିବେଶ ସୁରକ୍ଷl ଉପରେ ସଚେତନ କରିଥିଲେ l ମାନବ ସମ୍ବଳ ର ସୁରକ୍ଷl ପାଇଁ ପର୍ଯ୍ୟlବରଣ ର ସୁରକ୍ଷା ଅତ୍ୟନ୍ତ ଜରୁରୀ ବୋଲି ମଧ୍ୟ ଅତିଥି ମାନେ  ମତ ଦେଇଥିଲେ l ଏଣୁ ପ୍ରତ୍ୟୋକ ବ୍ୟକ୍ତି ଗୋଟେ ଗଛ ଲଗାଇ  ତାକୁ ଯତ୍ନ ନେବାକୁ ପରାମର୍ଶ ଜରିଥିଲେ l  ନିମ୍ବ, ଆମ୍ବ, ଜାମୁ, ଅଁଳା ପ୍ରମୁଖ

ଔଷଧୀୟ ଅନେକ ଗଛ ସବୁ  ଏହି  କ୍ୟାମ୍ପାସରେ ଲଗାଯାଇଛି l ଏହି କାର୍ଯ୍ୟକ୍ରମ ରେ  ସ୍ୱଚ୍ଛ ଭାରତ  ସଂଗଠନ ଉଦ୍ୟୋକ୍ତl ସୟଦ ଅଲିମୁଲ ଇସଲାମ, ଗରିବ ଲୋଇ, ଇନ୍ଦୁମତୀ ପୁରୋହିତ, ବୈକୁଣ୍ଠ ଶତପଥୀ, ପ୍ରହଲ୍ଲାଦ ମିଶ୍ର,  ତରଣୀ ମେହେର, ପ୍ରମୋଦ ସାହୁ, ଦିଲ୍ଲୀପ ଭୁକ୍ତl, ଗୋକୁଳ ଠାକୁର, ମନୋଜ ପଣ୍ଡା, ମନୋରଞ୍ଜନ ତ୍ରିପାଠୀ, ଲେପ୍ରା ସୋସାଇଟି ର ନୃସିହଁ ମିଶ୍ର  ଓ  କର୍ମଚାରିଙ୍କ ସମେତ  ସ୍ୱଚ୍ଛ ଭାରତ କର୍ମକର୍ତ୍ତା ଯୋଗ ଦେଇଥିଲେ l ପ୍ରକାଶ ଥାଉ କି ଯେ ୨୦୧୫-୧୬  ରେ ଅବହେଳିତ ହୋଇ ପଡି ରହିଥିବା ସୋନପୁର ଫରେଷ୍ଟ ପାର୍କ ର ୫୦୦ ରୁ ଉର୍ଧ୍ଵ ଗଛ ସବୁ କୁ ପ୍ରଚଣ୍ଡ ରୌଦ୍ର ତାପ ବେଳେ ନଳ କୂପ  ପାଣି ଦେଇ  ଏଇ ସଂଗଠନ ମର୍ନିଙ୍ଗ ୱlକରଙ୍କୁ ସାମିଲ କରି ଗଛ ସବୁ କୁ ପୁନର୍ଜନମ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟାପାଲି ଡିଗ୍ରୀ ମହାବିଦ୍ୟାଳୟ ରେ ଶକ୍ତି ଶ୍ରୀ କାର୍ଯ୍ୟକ୍ରମ   16-Jul-2026
  ଜିଲ୍ଲା  
*ଡାବୁଗାଁ ରେ ପାଳିତ ହେଲା ଜଗନ୍ନାଥ ରଥଯାତ୍ରା*   16-Jul-2026
  ଜିଲ୍ଲା  
ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନ ସାମିଲ   16-Jul-2026
  ଜିଲ୍ଲା  
*ଆର୍ ଏମ୍ ଡିଜିଟାଲ ଟିଭି ଉନ୍ମୋଚିତ*-   16-Jul-2026
  ଜିଲ୍ଲା  
ଦିଗଶିରା ହାଇସ୍କୁଲରେ ନୂତନ ପରିଚାଳନା କମିଟି ଗଠିତ   16-Jul-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି 34 ନମ୍ବର ଜୋନ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ l   16-Jul-2026
  ଜିଲ୍ଲା  
ଉତ୍କଳମଣି ଗୋପବନ୍ଧୁଙ୍କ ଶ୍ରାଦ୍ଧ ଦିବସ ପାଳିତ   15-Jul-2026
  ଜିଲ୍ଲା  
ଗଜବନ୍ଧରେ ମଦ ମୃତ୍ୟୁ ! ଦୁଇ ଭାଇଙ୍କ ମୃତ୍ୟୁ   15-Jul-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ବର୍ଷୀୟାନ ଜନନାୟକ ସ୍ୱର୍ଗୀୟ ଘାସିରାମ ମାଝୀଙ୍କ ଜନ୍ମ ଜୟନ୍ତୀ ପାଳିତ   15-Jul-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ଜନ ସଂଖ୍ୟା ଦିବସ ପାଳିତ* -   15-Jul-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବିଦ୍ୟାଳୟରେ ପରିଚାଳନା କମିଟି ଗଠନ   15-Jul-2026
  ଜିଲ୍ଲା  
ଜନ୍ମଦିନରେ ସମର୍ଥକ କଲେ ରକ୍ତଦାନ ଶିବିର, ନେତା କଲେ ରୋଗୀଙ୍କୁ ଫଳ ବଣ୍ଟନ।   15-Jul-2026

You Might Also Like