-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ୬୬୨ କଲେଜର କାର୍ଯ୍ୟକାରିଣୀ ବୈଠକ

10-Jul-2023



ବଲାଙ୍ଗିର(ପ୍ରେରଣା ଖବର) ଆଜି  ବଲାଙ୍ଗୀର ଜିଲ୍ଲା ୬୬୨ କଲେଜର ଜିଲ୍ଲା ସଭାପତି ତଥା ରାଜ୍ୟ ଉପସଭାପତି ପ୍ରଣବ କୁମାର କୁଅଁରଙ୍କ ଅଧ୍ୟକ୍ଷତାରେ ବଲାଙ୍ଗିର ଜିଲ୍ଲା ଅଙ୍ଗୋଲିଆ (୬୬୨ ଯୁକ୍ତ ଦୁଇ ଓ ଯୁକ୍ତ ୩) ମହାବିଦ୍ୟାଳୟ ଶିକ୍ଷକ ଅଣଶିକ୍ଷକ କର୍ମଚାରୀଙ୍କ ଏକ ଜରୁରୀ ବୈଠକ ଶ୍ରୀ ଲୋକନାଥ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ଆଜକୁ ପ୍ରାୟ ଦୀର୍ଘ ୧୫୫ ଦିନ ରାଜଧାନୀର ରାଜରାସ୍ତାରେ ଖରାବର୍ଷାକୁ ଖାତିର ନ କରି ନିଜର ନ୍ୟର୍ଯ୍ୟଦାବୀ ହାସଲ ପାଇଂ ଅଧ୍ୟାପକ କର୍ମଚାରୀ ଆନ୍ଦୋଳନରତ ଥିଲେ ସୁଦ୍ଧା ସରକାରଙ୍କ କୁମ୍ଭକଣ୍‌ର୍ ନିଦ୍ରା ଆଜି ପର୍ଯ୍ୟନ୍ତ ଭଙ୍ଗ ହୋଇନାହିଁ । ତେଣୁ ରାଜ୍ୟ ସଂଗଠନର ଆହ୍ୱାନକ୍ରମେ ଆସନ୍ତା ତା.୧୨.୦୭.୨୦୨୩ ରିଖ ଦିନ ୧୧ ଟା ସମୟରେ ସରକାରଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିବା ପାଇଁ ସ୍ଥିର କରାଯାଇଛି । ଏଥିରେ ବହୁ ସଂଖ୍ୟାରେ ଜିଲ୍ଲା ଅଧ୍ୟାପକ କର୍ମଚାରୀବୃନ୍ଦ ବହୁ ସଂଖ୍ୟାରେ ଯୋଗଦାନ କରିବା ପାଇଁ ଅନୁରୋଧ କରାଯାଇଛି । ଉକ୍ତ ବୈଠକରେ ରାଜେଶ ମିଶ୍ର, କାର୍ତ୍ତିକେଶ୍ୱର ଷଡଙ୍ଗୀ, ଶାନ୍ତନୁ ପାତ୍ର, ଅମିତାଭ ଠାକୁର, ଅଜିତ ଭୋଇ, ସୁରେଶ ଷଡଙ୍ଗୀ, ସଞ୍ଜୟ ସିଂ, କବିରାଜ ଭୋଇ ଉପସ୍ଥିତ ରହି ସକ୍ରିୟ ଅଂଶଗ୍ରହଣ କରିଥିଲେ । ଶେଷରେ ସଂପାଦକ ଛବିଳ ବଗର୍ତ୍ତି ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like