-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଜିଲ୍ଲା

ଜିଲ୍ଳା ଆଦିବାସୀ କଲ୍ୟାଣ ସଂଘ ଲୋଇସିଂହା ଶାଖା ଏବଂ ଆଗଲପୁର ବ୍ଲକ ମିଳିତ ଆନୁକୂଲ୍ୟରେ ସ୍ୱାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

10-Jul-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଆଜି ଲୋଇସିଂହା ଆଦିବାସୀ ଭଵନ ଠାରେ ଜିଲ୍ଳା ଆଦିବାସୀ କଲ୍ୟାଣ ସଂଘ ଲୋଇସିଂହା ଶାଖା ଏବଂ ଆଗଲପୁର ବ୍ଲକ ମିଳିତ ଆନୁକୂଲ୍ୟରେ ବ୍ଲକ ସଭାପତି ଦଶରଥ ଛତ୍ରିଆ ଙ୍କ ସଭାପତୀତ୍ଵ ରେ ସ୍ୱାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇ ନୂତନ ଭାବରେ ମନୋନୀତ ହୋଇଥବା ବଲାଙ୍ଗୀର ଜିଲ୍ଳା ଆଦିବାସୀ କଲ୍ୟାଣ ସଂଘ ସଭାପତି ଭାବରେ ଶ୍ରୀଯୁକ୍ତ ଶ୍ୟାମସୁନ୍ଦର ଭୋଇଙ୍କୁ ପୁଷ୍ପ ମାଲ୍ୟ, ପୁଷ୍ପ ଗୁଛ ଓ ଉପଢୌକନ ଦେଇ ସ୍ୱାଗତ କରାଗଲା l ଉକ୍ତ ବୈଠକ ରେ ସଭାପତି ଙ୍କ ଅଭିଭାଷଣ ରେ କାଲିଠୁ ସେ ଜିଲ୍ଲା ସଭାପତି, ଆଦିବାସୀ ଭାଇମାନେ ସବୁବେଳେ ସପୋର୍ଟ କରିଛନ୍ତି, ସାମ୍ବାଦିକ, ଓକିଲ, ନେତା ଙ୍କ ସହ ସୁସମ୍ପର୍କ, ଜଙ୍ଗଲ ଜମି ଅଧିକାର, ନକଲି ସାର୍ଟିଫିକେଟ ଉପରେ ଆବାଜ ଉଠାଇଛନ୍ତି, ଆଗାମୀ ଦିନରେ ପ୍ରତ୍ୟକ ବ୍ଲକ ରେ ଏକଲବ୍ୟ ସ୍କୁଲ ପ୍ରତିଷ୍ଠା ପାଇଁ ପ୍ରୟାସ ଜାରି, ପ୍ରତି ବ୍ଲକ ରୁ ଯେଉଁ ଦଳରେ ଥାଅନ୍ତୁ ସମସ୍ତେ ସଂଘ ରେ ଯୋଗଦାନ କରିବା l ଏହାସହ ହୁମାନ ରାଇଟ ଆଧାରରେ
ଜମି ଜଙ୍ଗଲ ଅଧିକାର ଓ ଶିକ୍ଷା,
ସଂସ୍କୃତି କୁ ବଜାୟ ରଖିବା ଭଳି ଅନେକ ଗୁଡିଏ ବିଷୟ ଆଲୋଚନା ହୋଇଥିଲା l

ଉକ୍ତ ସଭାରେ ଲୋଇସିଂହା ଓ ଆଗଲପୁର ବ୍ଲକ ର ଆଦିବାସୀ କର୍ମକର୍ତା ଯଥା ଶ୍ରୀ ଗୋପଳ ପଧାନ ସମ୍ପାଦକ, ଆଗଲପୁର କାର୍ଯ୍ୟକାରୀ ସଭାପତି ଭୁବନେଶ୍ୱର ଧରୁଆ, ସମ୍ପାଦକ ଅଶ୍ୱିନୀ ରାୟ, ରୁକ୍ମଣ ଧରୁଆ, ମାଧବ ଭୋଇ, ଦେବାଶିଷ ବିଶୋଇ, ଲଳିତ ମୋହନ ପୁଟା, ପୂର୍ଣ୍ଣଚନ୍ଦ୍ର ଭୋଇ, ପ୍ରଶାନ୍ତ କହେଣ୍ଡା, ରାଜେଶ ଭୋଇ, ନେପାଲ ବର୍ଗେ, ଫକୀର ପଧାନ, ଗୋପାଳ ଧରୁଆ, ଶ୍ରୀକର ଭୋଇ, ସଦାନନ୍ଦ ଧରୁଆ, ଅଶୋକ ରାୟ, କୁମର ସଲତର, ତରୁଣ ଧରୁଆ, ଦୁଃଖିଶ୍ୟାମ ଧରୁଆ, ଗୋବର୍ଦ୍ଧନ ଧରୁଆ, ପଳେଶ୍ୱର ପୁଟା, ଗୋବିନ୍ଦ ପୁଟା, ଚନ୍ଦ୍ରଶେଖର କୂଅଁର, କେଶରୀ କୁଅଁର, ଗଣ୍ଡାରାମ ପଧାନ ଉକ୍ତ ସଭା ରେ ଉପସ୍ଥିତ ଥିଲେ l ସଭା ପରିଚାଳନା କରିଥିଲେ ବିନୋଦ ବିହାରୀ ମଲ୍ଲିକ, ଶେଷରେ ପବିତ୍ର ଧରୁଆ ଧନ୍ୟବାଦ ଜ୍ଞାପନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like