-+91-9937148622 |

prerana_bgr@rediffmail.com |

  Wednesday 15th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତ୍ୟାଧୁନିକ ବିଶ୍ବନାଥ ପଣ୍ଡିତ ପାଠାଗାର ଲୋକାର୍ପିତ   (15-Jul-2026)       ||      ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   (14-Jul-2026)       ||      ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   (14-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର    (14-Jul-2026)       ||      ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ    (14-Jul-2026)       ||      ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   (14-Jul-2026)       ||      ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   (14-Jul-2026)       ||      ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||     

HOME   ଜିଲ୍ଲା

ମୁରିବାହାଲ ଏକ୍ସ କେଡର ଶିକ୍ଷକ ସଂଘ ର ବୈଠକ।

11-Jul-2023



ମୁରିବାହାଲ (ପ୍ରେରଣା ଖବର)
 ମୁରିବାହାଲ ବ୍ଲକ ସ୍ତରୀୟ ଏକ୍ସ କେଡର ଶିକ୍ଷକ ସଂଘ ର ଏକ ଜରୁରୀ କାଳୀନ ବୈଠକ ମୁରିବାହାଲ ଶନିବାର ସାପ୍ତାହିକ ବଜାର ପରିସରରେ ସଭାପତି ଉମେଶ କୁମାର ଖମାରି ଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ NPS କର୍ତନ, ବାକି ରହିଥିବା ଇଂକରିମେଣ୍ଟ ପ୍ରଦାନ, ଏକ୍ସ କେଡର ଉଛେଦ, ଲେଫ୍ଟ ଆଉଟ ଗଣ ଶିକ୍ଷକ ଙ୍କୁ ରେଗୁଲାର କରିବା ଏସବୁ ବିଷୟରେ  ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇ ସରକାର ଙ୍କୁ ଦାବି  କରାଯିବା ନେଇ ବିଷଦ ଆଲୋଚନା କରାଗଲା, ଉକ୍ତ ବୈଠକରେ ସଂଘ ସମ୍ପାଦକ ସଞ୍ଜୟ ରାଓ, କୋଷାଧକ୍ଷ ତୁଳସୀ ହାତୀ, ଉପଦେଷ୍ଟା ବିଶ୍ୱଜିତ ମିଶ୍ର, ଅଶୋକ ପାଢ଼ୀ, ତରଣୀ ସେନ ଭୋଇ, ସଂଜୀବ ମେହେର, ରାଜୀବ ଲୋଚନ ରାଓ, ନୀଳ ପାତ୍ର, ମନୋରଞ୍ଜନ ଖମାରି, ସନ୍ୟାସୀ ପରାଭୋଇ, ଲକ୍ସମନ ସାହୁ, ତ୍ରିବାନ ତାଣ୍ଡି, କାଳିଆ ମହାନନ୍ଦ, ଗୁପ୍ତେଶ୍ୱର ବାଗ, ଚୁଡା ସାହୁ, ରାଜୁ ବେହେରା , ତୁଲେଶ୍ୱର ସାହୁ, ଶଶୀ ଭୂଷଣ ବାଗ, ପୂରନ୍ଦର ହଂସ ପ୍ରମୁଖ ଉପସ୍ଥିତ ରହି ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତ୍ୟାଧୁନିକ ବିଶ୍ବନାଥ ପଣ୍ଡିତ ପାଠାଗାର ଲୋକାର୍ପିତ   15-Jul-2026
  ଜିଲ୍ଲା  
ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   14-Jul-2026
ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   14-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର   14-Jul-2026
  ଜିଲ୍ଲା  
ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ   14-Jul-2026
  ଜିଲ୍ଲା  
ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   14-Jul-2026
  ଜିଲ୍ଲା  
ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   14-Jul-2026
  ଜିଲ୍ଲା  
ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   14-Jul-2026
  ଜିଲ୍ଲା  
ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   14-Jul-2026
  ଜିଲ୍ଲା  
ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   14-Jul-2026
  ରାଜ୍ୟ  
୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   14-Jul-2026
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026

You Might Also Like