-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ବିଜେପୁର ଡାକ୍ତରଖାନାରେ ବିଶ୍ୱ ଜନସଂଖ୍ୟା ପକ୍ଷ -୨୦୨୩ ପାଳନ

11-Jul-2023



ବରଗଡ଼(ନିରଞ୍ଜନ ତ୍ରିପାଠୀ ): ବିଶ୍ୱରେ ଜନସଂଖ୍ୟା ହୁହୁ ହୋଇ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି।ଏହାର ଆଧାରରେ ପ୍ରତିବର୍ଷ ଏଇଦିନ କୁ ବିଶ୍ୱାସାରା ବିଶ୍ୱ ଜନସଂଖ୍ୟା ଦିବସ ଭାବେ ପାଳନ କରି ଆସୁଛି। ବରଗଡ଼ ଜିଲ୍ଲା ବିଜେପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଗତ ବୁଧବାର ଦିନ ତା୦୬.୦୭.୨୦୨୩ ଦିନ ଏକ ସଚେତନତା ରଥ ବାହାର କରି ଗୋଷ୍ଠୀ ଅଧିନରେ ଥିବା ସମସ୍ତ ଗ୍ରାମ ଗୁଡ଼ିକୁ ଯାଇ ଲୋକଙ୍କ ପାଖରେ ଜନସଂଖ୍ୟା ସ୍ଥିରତା ପାଇଁ ସଚେତନତାର ବାର୍ତ୍ତା ପହଞ୍ଚାଇଥିଲା।ରଥ ପରିକ୍ରମା ପୂର୍ବରୁ ସବୁଜ ରଙ୍ଗର ପତାକା ଦେଖାଇ ଗୋଷ୍ଠୀ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସୁଶାନ୍ତ ମେହେର ଶୁଭାରମ୍ଭ କରିଥିଲେ । ଆଜି ତା ୧୧.୦୭.୨୦୨୩ରିଖ ଦିନ ବିଶ୍ୱ ଜନସଂଖ୍ୟା ପକ୍ଷ ପାଳନ ଅବସରରେ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଥିବା ଅସ୍ତ୍ରୋପଚାର କକ୍ଷରେ ଜନ୍ମନିୟନ୍ତ୍ରଣ ଅସ୍ତ୍ରୋପଚାର ପୂର୍ବରୁ ଜନସ୍ୱାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ସୁଦାମ ଚରଣ

ପାଣିଗ୍ରାହୀଙ୍କ ପୁରୋହିତ୍ୟରେ ଏଠାରେ କାର୍ଯ୍ୟରତ ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ଡାକ୍ତର ପୂର୍ଣ୍ଣ ଶଙ୍କର ମେହେର ପୂଜାଅର୍ଚ୍ଚନା କରି ବିଶ୍ୱ ଜନସଂଖ୍ୟା ପକ୍ଷକୁ ଉଦଘାଟନ କରିଥିଲେ।ପରେ ଡାକ୍ତର ମେହେର ଅସ୍ତ୍ରୋପଚାର କକ୍ଷକୁ ପ୍ରବେଶ କରିଥିଲେ।ଏହାପରେ ବିଭିନ୍ନ ଗ୍ରାମରୁ ଆସିଥିବା ମହିଳାଙ୍କୁ ସ୍ତ୍ରୀ ବନ୍ଧ୍ୟାକରଣ ଅସ୍ତ୍ରୋପଚାର କରାଯାଇଥିଲା।ପ୍ରଥମ ଦିବସରେ ସ୍ୱାସ୍ଥ୍ୟ ଉପକେନ୍ଦ୍ର ଜାରିଂ, ସ୍ୱାସ୍ଥ୍ୟ ଉପକେନ୍ଦ୍ର

ମନୋହରପାଲି, ସ୍ୱାସ୍ଥ୍ୟ ଉପକେନ୍ଦ୍ର ଚାରପାଲି ରୁ ସମୁଦାୟ ୫ ଜଣ ମହିଳା ଜନ୍ମନିୟନ୍ତ୍ରଣ ଅସ୍ତ୍ରୋପଚାରକୁ ଆପଣାଇଥିଲେ।ଏହି କାର୍ଯ୍ୟକ୍ରମରେ ଷ୍ଟାପନର୍ସ କମଳିନୀ ସାହୁ,ଏଟେଣ୍ଡାଣ୍ଟ ରାକେଶ ଷାଣ୍ଢ ସାହାର୍ଯ୍ୟ କରିଥିବାବେଳେ,ବିଜେପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଗୋଷ୍ଠୀ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସୁଶାନ୍ତ ମେହେର,ମହିଳା ସ୍ୱାସ୍ଥ୍ୟପରିଦର୍ଶିକା ସଂଯୁକ୍ତା ଷଡ଼ଙ୍ଗୀ,କବିତାଞ୍ଜଳୀ ଦାଶ,ସ୍ୱାସ୍ଥ୍ୟ ପରିଦର୍ଶକ ରଣଜିତ ବେହେରା,ଆଶାକର୍ମୀ କଲ୍ୟାଣୀ ପଧାନ,ନିରୁପମା ସାହୁ,ସୁଜାତା ସୁନା ପ୍ରମୁଖ ସହଯୋଗ କରିଥିଲେ ।ଶେଷରେ ଡାକ୍ତର ସୁଶାନ୍ତ ମେହେର ଆଶାକର୍ମୀ ମାନଙ୍କୁ ନିଜ ନିଜ ଗ୍ରାମରେ ବିଶ୍ୱ ଜନସଂଖ୍ୟା ସ୍ଥିରତା ଉପରେ ଦମ୍ପତି ମାନଙ୍କୁ ସତେତନ କରାଇବା ପ୍ରୟାସ ଜାରି ରଖିବାକୁ ନିର୍ଦ୍ଦେଶ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like