-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

କେଲିଆ ଶିବମନ୍ଦିର ଠାରେ ଶ୍ରାବଣ ପ୍ରଥମ ସୋମବାର ରେ ଶିବଙ୍କୁ ଜଳ ଅଭିଷେକ କଲେ ଶତାଧିକ ଶିବ ଭକ୍ତ

11-Jul-2023



ନବରଙ୍ଗପୁର:-(ମିହିର ଶଙ୍କର ପାତ୍ର)
କେଲିଆ ଶିବମନ୍ଦିର ଠାରେ ଶ୍ରାବଣ ଶେଷ ସୋମବାର ରେ ଶିବଙ୍କୁ ଜଳ ଅଭିଷେକ କଲେ ଶତାଧିକ ଶିବ ଭକ୍ତ । ଏଭଳି ଆଜି ଡାବୁଗାଁ ବ୍ଲକର ବାଘବେଡା ଶିବମନ୍ଦିର,ଜୁନାପାଣି ଧବଳେଶ୍ବର ମନ୍ଦିର ,ଦବୁଗାଁ ସଦର ମହକୁମା ସ୍ଥିତ ଶିବମନ୍ଦିର ସହ ବିଭିନ୍ନ ଶିବ ମନ୍ଦିର ଠାରେ ଜଳାଭିଷେକ କଲେ ଶିବଭକ୍ତ।ହିନ୍ଦୁ ଧର୍ମ ଶାସ୍ତ୍ର ଅନୁସାରେ ଶ୍ରାବଣ ମାସର ବିଶେଷ ମହପ୍ତ ରହିଛି ! ଶ୍ରାବଣ ମାସ ଭଗବାନ ଶିବଙ୍କର ଅତିପ୍ରିୟ ମାସ ! ଧାର୍ମିକ ମାନ୍ୟତାନୁସାରେ ଏହି ମାସରେ ଭଗବାନ ଶିବଙ୍କ ଅଭିଷେକ କରିବା ଖୁବ ଫଳଦାୟୀ ହୋଇଥାଏ ! ସେଥିପାଇଁ ଏହି ମାସରେ ଲୋକେ ରୁଦ୍ରାଭିଷେକ କରିଥାନ୍ତି ! ଏହି ମାସରେ ପୂଜାପାଠ ଦାନ ଧର୍ମ ଓ ପ୍ରାପ୍ତସାନ୍ନ ଆଦି କଲେ ଭଗବାନ ଶିବଙ୍କ କୃପା ପ୍ରାପ୍ତ ହୋଇଥାଏ ବୋଲି ବିଶ୍ୱାସ ରହିଛି ! ଗୋଟିଏ ମାସ ପୁରା ବୋଲବମ ନାରାରେ ସାରା ବିଶ୍ୱ କମ୍ପି ଉଠିଲା ! ଶିବ ମନ୍ଦିର ଗୁଡିକରେ ରେ ଭକ୍ତ ଙ୍କ ଗହଳି ପୁରା ମାସସରା ଚାଲିଛି ଏହା ରାକ୍ଷୀ ପୂର୍ଣ୍ଣିମା ପର୍ଯନ୍ତ  ଏଭଳି ଚାଲିବ । ଦୂରଦୂରାନ୍ତ କୁ ବୋଲବମ ଭକ୍ତ ମାନେ ଆସି ପାଣି ନେଇ ପଦ ଯାତ୍ରା କରି ଶିବ ମନ୍ଦିର ପରିସରକୁ ଆଶୀ ଜଳ ଅର୍ପଣ କରୁଛନ୍ତି ମହାଦେବଙ୍କୁ ! ଯୁଆଡେ ଗଲେ ବୋଲବମ ବୋଲବମ ନାରା ରେ ସାରା ସହର କମ୍ପି ଉଠିବ !


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like