-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

କୋଶଳ ଆବାସିକ ବିଦ୍ୟାଳୟରେ ସ୍ୱାଗତ ସମାରୋହ ଉତ୍ସବ ପାଳିତ

11-Jul-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ଆଜି ସୁବର୍ଣ୍ଣପୁର ଜିଲ୍ଲା ସଦର ପଟାଭାଡି ଠାରେ ଗଢ଼ିଉଠିଥିବା କୋଶଳ ଆବିସିକ ଉଚ୍ଚ ବିଦ୍ୟାଳୟରେ ସ୍ୱାଗତ ସମାରୋହ ଉତ୍ସବ ପାଳିତ ହୋଇ ଯାଇଛି l ଏହି ସ୍ୱାଗତ ସମାରୋହ କାର୍ଯ୍ୟକ୍ରମ ରେ ନବlଗତ ଛାତ୍ର ଛାତ୍ରୀ ଙ୍କୁ ସ୍ୱାଗତ କରାଯାଇଥିଲା l ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ସୋନପୁର ଟାଉନ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀମତୀ ପଦ୍ମାସିନୀ ମେହେର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ପାଠ ପଢିବା ଲକ୍ଷ୍ୟ କେବଳ ଚାକିରୀ ନୁହେଁ, ଏହା ସହିତ ଜଣେ ଜଣେ ଭଲ ମଣିଷ ହୋଇ ଭଲ ସମାଜ ଟିଏ ଗଢିବା ଲକ୍ଷ୍ୟ ହେବା ଜରୁରୀ ଅଟେ ବୋଲି କହିଥିଲେ l ସମ୍ମାନିତ ଅତିଥି ଭାବେ କୃଷି ବିଭାଗ ର ବରିଷ୍ଠ କର୍ମଚାରୀ ଶ୍ରୀ ପଠାନ କୁମାର ପଣ୍ଡା, ବିଶିଷ୍ଟ ସମାଜସେବୀ ଶ୍ରୀବତ୍ସ ମଲ୍ଲିକ,ବିଦ୍ୟାଳୟର ସଭାପତି ଉପସ୍ଥିତ ରହି ନବାଗତ ଛାତ୍ର ଛାତ୍ରୀ ଙ୍କୁ ଶୁଭେଚ୍ଛା ଜଣାଇ ଉଜ୍ବଳ ଭବିଷ୍ୟତ କାମନା କରି ଥିଲେ | ବିଦ୍ୟାଳୟର ସମ୍ପାଦକ ଶ୍ରୀଯୁକ୍ତ ସଞ୍ଜୟ କୁମାର ସାହୁ ଉତ୍ସବ ର ଉଦ୍ଦେଶ୍ୟ ଜ୍ଞାପନ କରିଥିବାବେଳେ ପ୍ରଧାନ ଶିକ୍ଷକ ପରମା ନାଏକ ଅତିଥିଙ୍କ ଉଦ୍ଧେଶ୍ୟରେ ସ୍ୱାଗତ ଅଭିଭାଷଣ ରଖି ପରିଚୟ ପ୍ରଦାନ କରିଥିଲେ || ବିଦ୍ୟାଳୟର ସ୍ମିତା ଗୁରୁମା ମଞ୍ଚ ପରିଚାଳନା କରିବା ସହ ସରିତା ଗୁରୁମା ସଂଗୀତା ଗୁରୁମା ସାଂସ୍କୃତିକ କାର୍ଯ୍ୟକ୍ରମ ପରିଚାଳନା କରି ଶିଶୁଙ୍କ ମନୋରଞ୍ଜନ କରାଇ ଥିଲେ | ଉକ୍ତ କାର୍ଯ୍ୟକ୍ରମରେ ସୁଜିତ ଗୁରୁଜୀ, ମଳୟ ଗୁରୁଜୀ, ଅବିନାଶ ଗୁରୁଜୀ ଖାନ ଗୁରୁଜୀ, ପ୍ରମୋଦ ଗୁରୁଜୀ, ରିଙ୍କୁ ଗୁରୁଜୀ, ଦୀପ୍ତି ଗୁରୁମା, ରୀନା ଗୁରୁମା, ଲିପି ଗୁରୁମା, ସାଗରୀ ଗୁରୁମା, ଯଶୋବନ୍ତି ଗୁରୁମା ଓ ଅନ୍ୟାନ୍ୟ ଛାତ୍ରଛାତ୍ରୀ ଉପସ୍ଥିତ ରହି କାର୍ଯ୍ୟକ୍ରମ ତୁଲାଇଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like