-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ପ୍ରତାପପୁର ଉପ୍ରା ବିଦ୍ୟାଳୟରେ ୭୪ତମ ବନମହୋତ୍ସବ ପାଳିତ

12-Jul-2023



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସଦର ବ୍ଳକ୍ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରତାପପୁରର ଜୁନିଅର ରେଡ କ୍ରସ୍‌ ୟୁନିଟ ଆନୁକୁଲ୍ୟରେ ୭୪ ତମ ବନମହୋତ୍ସବ ପାଳିତ ହୋଇ ଯାଇଛି । ପ୍ରଧାନ ଶିକ୍ଷୟିତ୍ରୀ ପ୍ରକୃତି ବନ୍ଧୁ ସନ୍ତୋଷିନୀ ନନ୍ଦଙ୍କ ପୌରୋହିତ୍ୟରେ ଅନୁଷ୍ଠିତ କାର୍ଯକ୍ରମରେ ମୁଖ୍ଯ ଅତିଥି ଭାବରେ ସୋନପୁର ରେଞ୍ଜର ଭରତ ବନ୍ଧୁ ଶବର, ସମ୍ମାନୀତ ଅତିଥି ଭାବରେ ଫରେଷ୍ଟର ଭକ୍ତ ବନ୍ଧୁ ମିଶ୍ର, ବନ ରକ୍ଷକ ସୁଜ୍ଞାନୀ ମିଶ୍ର ପ୍ରମୁଖ ଯୋଗଦେଇ ଥିଲେ ।  କୋଭିଡ - ୧୯ ସମୟରେ ଅମ୍ଳଜାନ ଅଭାବରେ ଅନେକ ଲୋକ ମୃତ୍ୟୁ  ବରଣ କରିଥିଲେ । ଆମକୁ ମାଗଣାରେ ଅମ୍ଳଜାନ ଦେଉଥିବା ଏହି ଗଛ ଲଗାଇବା ଏବଂ ଏହାର ସୁରକ୍ଷା କରିବା ପାଇଁ  ଅତିଥି ମାନେ ପରାମର୍ଶ ଦେବା ସହିତ  ଶପଥ ପାଠ କରାଇଥିଲେ ।  ବିଦ୍ୟାଳୟରେ ଅନୁଷ୍ଠିତ ହୋଇ ଥିବା ପରିବେଶ ସମ୍ପର୍କିତ କୁଇଜ୍‌ ପ୍ରତିଯୋଗିତାର ବିଜେତାଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ । ପରେ ସମସ୍ତ ଅତିଥିଗଣ ବିଦ୍ୟାଳୟ ପରିସରରେ ଏବଂ ବିଦ୍ୟାଳୟକୁ ସଂଯୋଗ କରୁଥିବା ରାସ୍ତାର ଉଭୟ ପାର୍ଶ୍ଵରେ ବୃକ୍ଷ ରୋପଣ କରିଥିଲେ । ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କ ଦ୍ବାରା ସଂଗୃହୀତ ମଞ୍ଜିକୁ ରାସ୍ତାକଡ଼ରେ ପକାଇବା ପାଇଁ ଏବଂ ସମସ୍ତଙ୍କୁ ଫଳ ଚାରା  ବଣ୍ଟନ ପାଇଁ ଯୋଜନା ଥିବା ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ନନ୍ଦ ସୂଚନା ଦେଇଥିଲେ । ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟର ଜୁନିଅର ରେଡ୍‌ କ୍ରସ ପରାମର୍ଶଦାତା ତଥା ପ୍ରକୃତି ବନ୍ଧୁ ଶିକ୍ଷକ ଗୋପେଶ ପଣ୍ଡା ସଂଯୋଜନା କରିଥିବାବେଳେ ସ୍ଥାନୀୟ ସିଆରସିସି ପ୍ରସନ୍ନ କୁମାର ପଣ୍ଡା ବିଦ୍ୟାଳୟକୁ ଏକ ରବର ଗଛ ଉପହାର ଦେବା ସହିତ ଧନ୍ଯବାଦ ଅର୍ପଣ କରିଥିଲେ । ଶିକ୍ଷୟିତ୍ରୀ ମହେନ୍ଦ୍ରୀ ପଣ୍ଡା, ଶିକ୍ଷକ ଅକ୍ଷୟ କୁମାର ଜେନା, ବିଦ୍ୟାଳୟ ପରିଚାଳନା କମିଟିର ସମସ୍ତ ମହିଳା ସଦସ୍ୟା ତଥା ଗ୍ରାମର ୮ଟି ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନେ.  କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିବା ସହିତ ଗଛ ଲଗାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like