-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ପୀଡିତା ର ଅଭିଯୋଗ ସତ୍ୱେ ପୋଲିସ ର କାର୍ଯ୍ୟାନୁଷ୍ଠାନ ଶୂନ

12-Jul-2023



ଆଗଲପୁର, (ବିନୋଦ କୁମାର ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ରିନବଚନ ଗ୍ରାମ ର ଗୀତାଞ୍ଜଳି ଦୀପ (26) ପିତା. ସତ୍ୟ ନନ୍ଦ ଓ ଗ୍ରାମ ର ରାଧାକାନ୍ତ ବାଗ ପିତା. ଗର୍ଜନ ମଧ୍ୟ ରେ ଗତ 2 ବର୍ଷ ହେବ ପ୍ରେମ ସମ୍ପର୍କ ଗଢି ଉଠିଥିଲା l ଏହାପରେ ପ୍ରେମିକା ଗର୍ଭବତି ହୋଇଥିଲେ l ପ୍ରେମିକ ରାଧାକାନ୍ତ ଜାଣିବା ପରେ ଝାରସୁଗୁଡ଼ା ଯିବା ପାଇଁ କହି ଉଭୟ ଘରୁ ପଳାୟନ କରିଥିଲେ l ଅପ୍ ର ପକ୍ଷରେ ଝିଅ କୁ ଖୋଜାଖୋଜି କଲାପରେ ପିତା  ଲୋଇସିଂହା ଥାନାରେ ଏକ ଏତଲା ଦେଇଥିଲେ l ଝାରସୁଗୁଡ଼ା ରେ ଉଭୟ ପ୍ରେମୀ ଯୁଗଳ କିଛି ଦିନ ରହିବା ପରେ ପୁଣି ଏମ. ପି ଯାଇଥିଲେ, ସେଠାରେ ଏକ ଦଲାଲ ଠାରେ ବିକ୍ରି କରି ରାଧାକାନ୍ତ ଫେରାର ମାରିଥିବା ପୀଡିତା ପ୍ରକାଶ କରିଛନ୍ତି l ଦଲାଲ ପୁଣି ଏକଘରେ ବିକ୍ରିକରି ଦେବା ଯୋଗୁଁ ଉକ୍ତ ଲୋକ ପୀଡିତା କୁ ଶାରୀରିକ, ମାନସିକ ଚାପଦେଇ ଲେଟ୍ରିନ ସଫା କରିବା, କପଡା ଧୋଇବା ଭଳି କାମ କରାଇବା ସହ ଗୋଟିଏ ବେଳା ଖାଇବାକୁ ଦେଉଥିବା ପୀଡିତା ପ୍ରକାଶ କରିଛନ୍ତି l ଏସବୁ ଘଟଣା କୁ ନେଇ ଗ୍ରାମବାସୀ  ଗଣ ମାଧ୍ୟମ ଓ ପୁଲିସ ଠାରେ ଅଭିଯୋଗ କରିଥିଲେ l ସେହି ସମୟ ମଧ୍ୟରେ ପୀଡିତା ଏକ କନ୍ୟା ସନ୍ତାନ ଜନ୍ମ ଗ୍ରହଣ କରିଥିବା ପ୍ରକାଶ କରିଛନ୍ତି l ଏମ. ପି ରେ ଥିବା ଖବର ପାଇ ପରିବାର ପୁଲିସ କୁ ଜଣାଇବା ପରେ ସେଠାକୁ ଯାଇ ଉଦ୍ଧାର କରି ଆଣି ଥିବା ପିତା ସତ୍ୟ ଦିପ ଙ୍କ ଠାରୁ ପ୍ରକାଶ l ସେହି ଦିନ ଠାରୁ ପୀଡିତା ମାଆ ଘରେ ରହି ଆସୁଥିବା ବେଳେ ରାଧାକାନ୍ତ ଫେରାର ଥିବା ପରିବାର , ଗ୍ରାମବାସୀ ପ୍ରକାଶ କରିଛନ୍ତି l ପୀଡିତା ଉପଯୁକ୍ତ ନ୍ୟାୟ ପାଇଁ ରାଧାକାନ୍ତ ଘରେ ଆସି ରହିବା ଯୋଗୁଁ ରାଧାକାନ୍ତ ର ମା ଦଶମୀ ବାଗ , ଭାଉଜ ନିରୁ ବାଗ ନିସ୍ତୁକ ମାଡ଼ ମାରି ଘରୁ ଗ୍ରାମଦାଣ୍ଡ ରୁ ତଡି ଦେଇଥିବା ଅଭିଯୋଗ କରିଛନ୍ତି l ଏହି ଘଟଣା କୁ ନେଇ ଗ୍ରାମବାସୀଙ୍କ ସହାୟତା ରେ ଆଗଲପୁର ଥାନା ରେ ଲିଖିତ ଅଭିଯୋଗ କରିଥିଲେ ହେଁ ୨ ଦିନ ହେବ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ନ ନେଇ ଚୁପ ହୋଇ ବସିବା ଯୋଗୁଁ ଗ୍ରାମ, ଅଞ୍ଚଳ ରେ ତୀବ୍ର ଅସନ୍ତୋଷ ଦେଖାଦେଇଛି l ତେଣୁ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏହାକୁ ଯଥାଶୀଘ୍ର ଦୃଷ୍ଟିଦେଇ ଆସାମୀ ପ୍ରତି ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ସାଧାରଣ ଦାବି ହେଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like