-+91-9937148622 |

prerana_bgr@rediffmail.com |

  Tuesday 14th July 2026 |

| | | |

R.N.I. Regd No. ODIODI/2010/46693

Breaking News

ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||     

HOME   ଜିଲ୍ଲା

ଶତୃ ହେଲେ ରକ୍ତ ସମ୍ପର୍କୀୟ : ଜମିବାଡ଼ି ବିବାଦକୁ ନେଇ ପୁତୁରା ଉପରେ କାକା ର ସଂଘବଦ୍ଧ ଆକ୍ରମଣ

12-Jul-2023



ବଲାଙ୍ଗିର (ଦେବାଶିଷ ବହିଦାର ): ବଲାଙ୍ଗିର ସଦର୍ ବ୍ଲକ ଦlଣ୍ଡପାଣି ଗାଁ ରେ ଜମିଜମା କଳହ କୁ କେନ୍ଦ୍ର କରି ଗୋଟିଏ ପରିବାରର ୪ ଜଣ ସଦସ୍ୟ ନିଜ ସମ୍ପର୍କୀୟ  ପୁତୁରାଙ୍କୁ ସଂଘବଦ୍ଧ ଆକ୍ରମଣ କରିଛନ୍ତି l ସୂଚନାରୁ ପ୍ରକାଶ ଯେ ଦlଣ୍ଡପାଣି ଗାଁ ର ସୁଶୀଲ ବରିହା ଙ୍କ ତାଙ୍କ ଘର ପାଖ ରେ ରହୁଥିବା କାକା ଙ୍କ ପରିବାର ମଧ୍ୟରେ ଜମି ଭାଗବଣ୍ଟା କୁ ନେଇ ବହୁ ଦିନରୁ ଅସନ୍ତୋଷ ଲlଗି ରହିଥିଲା l ଗତକାଲି ସୁଶୀଲ ଙ୍କ ସମ୍ପର୍କୀୟ କlକା ଙ୍କ ପରିବାରର  ଉଦ୍ଧବ ବରିହା , ଲେକ୍ରୁ ବରିହା ,ସତ୍ୟନାରାୟଣ ବରିହା ଓ ଶତକ ବରିହା ଠେଙ୍ଗା ବାଡ଼ି ଓ ଟାଙ୍ଗିଆ ଧରି ସୁଶୀଲ ଙ୍କ ଉପରେ ମରଣାନ୍ତକ ଆକ୍ରମଣ କରିଥିଲେ l ଏହି ଆକ୍ରମଣରେ ସୁଶୀଲଙ୍କ ମୁଣ୍ଡ,ଛାତି ଓ ଦେହର ବିଭିନ୍ନ ସ୍ଥାନରେ ଆଘାତ ଲାଗିଛି l ଗୁରୁତର ଅବସ୍ଥାରେ ସୁଶୀଲଙ୍କୁ ବଲାଙ୍ଗିର ଭୀମ ଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲ ର ସର୍ଜରୀ ୱାର୍ଡ଼ ରେ ଭର୍ତ୍ତି କରାଯାଇଛି l ଏ ସଂକ୍ରାନ୍ତରେ ସୁଶୀଲଙ୍କ ପରିବାର ଲୋକେ ବଲାଙ୍ଗିର ସଦର୍ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି l ଏ ପର୍ଯ୍ୟନ୍ତ ଆକ୍ରମଣ ଘଟଣାରେ କାହାରିକୁ ଗିରଫ କରାଯାଇ ନାହିଁ 

?


News Comment




Photo in News

Advertisment
Lastest News
  ଜିଲ୍ଲା  
ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   14-Jul-2026
  ଜିଲ୍ଲା  
ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   14-Jul-2026
  ଜିଲ୍ଲା  
ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   14-Jul-2026
  ରାଜ୍ୟ  
୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   14-Jul-2026
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026
  ଜିଲ୍ଲା  
ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   13-Jul-2026
  ଜିଲ୍ଲା  
ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   13-Jul-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   13-Jul-2026

You Might Also Like