-+91-9937148622 |

prerana_bgr@rediffmail.com |

  Tuesday 14th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||     

HOME   ଅପରାଧ

ରେଡକ୍ରସ ତରଫରୁ ଛାତ୍ରୀଙ୍କୁ ମେଡିକାଲ ଖର୍ଚ୍ଚ ସହାୟତା

12-Jul-2023



ଡୁଙ୍ଗୁରିପାଲି,(ଅରବିନ୍ଦ ମିଶ୍ର )- ମାୟାବର୍ହା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ପଢୁଥିବା ଜଣେ ଛାତ୍ରୀଙ୍କୁ ଭାରତୀୟ ରେଡକ୍ରସ ତରଫରୁ ମେଡିକାଲ ଖର୍ଚ୍ଚ ନିମନ୍ତେ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଉକ୍ତ ସ୍କୁଲର ଅଷ୍ଟମ ଶ୍ରେଣୀ ରେ ପଢୁଥିବା ଶ୍ବେତା ଘିବିଲା ନାମକ ଜୈନିକ ଛାତ୍ରୀ ଖେଳ ସମୟରେ ପଡିଯାଇ ନିଜର ଡାହାଣ ଗୋଡ଼ରେ ଫ୍ରାକଚର ହୋଇଯିବାରୁ ବରଗଡର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ହୋଇଥିଲେ। ଫ୍ରାକଚର ମେନେଜମେଣ୍ଟ ବାବଦରେ ଝିଅ ର ଅଭିବାକ ଙ୍କ ଉପରେ ଆର୍ଥିକ ବୋଝ ପଡିଥିଲା। ଝିଅର ବାପା ଏ ବିଷୟରେ ଜିଲ୍ଲା ଜୁନିୟର ରେଡ କ୍ରସ ଅଫିସର ରବିଚନ୍ଦ୍ର ପଶାୟତ ଙ୍କୁ ରେଡକ୍ରସ ତରଫରୁ କିଛି ଆର୍ଥିକ ସହାୟତା ଯୋାଇଦେବାକୁ ଅନୁରୋଧ କରିଥିଲେ । ପରବର୍ତ୍ତୀ ସମୟରେ ସବିଶେଷ ତଥ୍ୟ ସହିତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଅନୁମୋଦନ କ୍ରମେ ଏବଂ ରାଜ୍ୟ ଜୁନିୟର ରେଡ କ୍ରସ ଅଧିକାରୀ ଲକ୍ଷ୍ମଣ ସ୍ୱାଇଁଙ୍କ ସଂଯୋଜନାରେ ଭାରତୀୟ ରେଡ କ୍ରସ ଓଡ଼ିଶା ରାଜ୍ୟ ଶାଖା ଦଶ ହଜାର ଟଙ୍କା ଉକ୍ତ ଛାତ୍ରୀ ଶ୍ୱେତା ଘିବିଲା ଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ତଥା ଜିଲ୍ଲା ଜୁନିୟର ରେଡ କ୍ରସ ସମ୍ପାଦକ ଡ. ରାଧାକାନ୍ତ ଗଡତିଆ, ଏଡିଇଓ ମଞ୍ଜୁଲତା ଭୋଇ, ଭାଇସ ଚେୟାରମ୍ୟାନ ଗତିକୃଷ୍ଣ ମିଶ୍ର ପ୍ରମୁଖ ଶ୍ୱେତାଙ୍କୁ ସୁସ୍ଥ ରହିବାକୁ ଶୁଭେଚ୍ଛା ଜଣାଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   14-Jul-2026
  ଜିଲ୍ଲା  
ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   14-Jul-2026
  ରାଜ୍ୟ  
୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   14-Jul-2026
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026
  ଜିଲ୍ଲା  
ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   13-Jul-2026
  ଜିଲ୍ଲା  
ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   13-Jul-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026

You Might Also Like