-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ଦେଶୀ ମଦ ଭାଟି କୁ ବିରୋଧ ଅଭିଯୋଗକାରୀ ଙ୍କୁ ବ୍ୟକ୍ତିଗତ ଭାବେ ଡାକି ଅଭିଯୋଗ ଶୁଣିଥିଲେ ଜିଲ୍ଲାପାଳ

11-Jul-2023



ବଲାଙ୍ଗୀର (ସନ୍ତୋଷ କୁମାର ଠାକୁର) ତା:୧୧.୦୭.୨୦୨୩ ଦିନ ୧୧ଟା ସମୟରେ ବଲାଙ୍ଗୀର ଜିଲ୍ଲାପାଳ ଙ୍କ ପ୍ରକୋଷ୍ଠ ରେ ଖୁଜେନପାଲି ଫୁଟବଲ ପଡ଼ିଆ ପାଖରେ ହେବାକୁ ଥିବା ଦେଶୀ ମଦ ଭାଟି କୁ ବିରୋଧ କରି ଲିଖିତ ଅଭିଯୋଗ ହୋଇଥିଲା। ତେଣୁ ଜିଲ୍ଲାପାଳ ସମସ୍ତ ଅଭିଯୋଗକାରୀ ଙ୍କୁ ବ୍ୟକ୍ତିଗତ ଭାବେ ଡାକି ଅଭିଯୋଗ ଶୁଣିଥିଲେ।
ସୁଚନା ଅନୁସାରେ ବଲାଙ୍ଗୀର ଜିଲ୍ଲାର ସଦର ବ୍ଲକ ଅନ୍ତର୍ଗତ ଖୁଜେନପାଲି ମୌଜା ରେ ଏକ ଦେଶୀ ମଦଭାଟି ଖୋଲିବା ପାଇଁ ଜିଲ୍ଲାପାଳ ଙ୍କ ଅବକାରୀ ବିଭାଗ ପତ୍ର ସଂ ୭୫୫ ତା:୨୫.୦୪.୨୦୨୩ ରେ ସର୍ବସାଧାରଣ ଅଭିଯୋଗ ନିମନ୍ତେ ଗତ ତା:୧୦.୦୫.୨୦୨୩ ମଧ୍ୟ ରେ ଆପତ୍ତି ଅଭିଯୋଗ ପାଇଁ ନୋଟିସ କରିଥିଲେ ତେଣୁ ତା:୦୯.୦୫.୨୦୨୩ ରେ ଜିଲ୍ଲାପାଳ ଓ ଅବକାରୀ ବିଭାଗ କୁ ଲିଖିତ ଭାବେ ଅଞ୍ଚଳର ସରପଞ୍ଚ,ନାଏବ ସରପଞ୍ଚ, ବୁଦ୍ଧିଜୀବୀ, ସାମାଜିକ କର୍ମୀ, ଏସ.ଏସ.ଜି ଗୃପ ଓ ଜନ ସାଧାରଣ ଙ୍କ ତରଫରୁ ବିରୋଧ କରାଯାଇଥିଲା। 
ତେଣୁ ଆଜି ତା:୧୧.୦୭.୨୦୨୩ ଦିନ ୧୧ଟା ସମୟରେ ଜିଲ୍ଲାପାଳ କାର୍ଯ୍ୟାଳୟ ରେ ହାଜର ହେବାପାଇଁ ଅବକାରୀ ବିଭାଗ ର ପତ୍ର ସଂ.୧୨୦୮ ତା:୦୫.୦୭.୨୦୨୩ ରେ ନୋଟିସ କରି ସମସ୍ତ ଅଭିଯୋଗକାରୀ  ଉପସ୍ଥିତ ରହିବାକୁ ଚିଠି କରିଥିଲେ ସେହି ଆଧାରରେ ସମସ୍ତେ ଉପସ୍ଥିତ ରହି ସେହି ସ୍ଥାନରେ ମଦଭାଟି ହେଲେ ଅନେକ ଅସୁବିଧା ହେବ ଯେହେତୁ ସେହି ସ୍ଥାନରେ ଖେଳ ପଡିଆ ଅଛି। ପାଖରେ ସ୍କୁଲ ମାନେ ଅଛି। ମନ୍ଦିର ଅଛି। ଲୋକଙ୍କ ଯିବା ଆସିବା କରିବାପାଇଁ ମୂଖ୍ୟ ରାସ୍ତା ସେହି ସ୍ଥାନ ଜନଗହଳିପୂର୍ଣ୍ଣ ସ୍ଥାନ ସେହି ସ୍ଥାନରେ ମଦଭାଟି ହେଲେ ଅନେକ ଅସୁବିଧା ହେବ ବୋଲି ଜିଲ୍ଲାପାଳ ଙ୍କୁ ଜଣାଯାଇଛି ଏହା ସ୍ବତ୍ତେ ମଧ୍ୟ ମଦଭାଟି ଖୋଲିବା ପାଇଁ ଅନୁମତି ଦେଲେ ଜୋରଦାର ଆନ୍ଦୋଳନ ହେବ ଆଗାମୀ ଦିନରେ ପରିସ୍ଥିତି ଅସମ୍ଭାଳ ହେବ ସେଥିପାଇଁ ସରକାର,ଜିଲ୍ଳା ପ୍ରଶାସନ ଦାୟୀ ରହିବେ ବୋଲି ସୂଚନା ଦିଆଯାଇଛି।

ଆଜିର ଏହି କାର୍ଯ୍ୟକ୍ରମ ରେ ସରପଞ୍ଚ ରଞ୍ଜିତା ପାଣିଗ୍ରାହୀ, ନାଏବ ସରପଙ୍କ ଲତା ଷାଣ୍ଢ, ପୂର୍ବତନ ସରପଞ୍ଚ ସତ୍ୟବାନ ସାହୁ, ଯୁବ ସମାଜ ସେବି ସଂଗଠକ ବିନୋଦ କାଳସାଏ, ସୁରେଶ ସାହୁ, ଗୋପିନାଥ କାଲସାଏ, ସଞ୍ଜୁ ଷାଣ୍ଢ , ମାଁ ମଙ୍ଗଳା ଏସ ଏସ ଜି, ମାଁ ସାରଲା ଏସ ଏସ ଜି, ମାଁ ଲକ୍ଷ୍ମୀ ଏସ ଏସ ଜି, ମାଁ ତାରିଣୀ ଏସ ଏସ ଜି, ମାଁ ମଠଖାଇ ଏସ ଏସ ଜି, ମାଁ ସମଲେଶ୍ଵରୀ ଏସ ଏସ ଜି, ମାଁ ସନ୍ତୋଷିନୀ ଏସ ଏସ ଜି ର ମାଁ ମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like