-+91-9937148622 |

prerana_bgr@rediffmail.com |

  Tuesday 14th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||     

HOME   ଖେଳ

    ୧୪ରୁ ବଲାଙ୍ଗିରରେ ରାଜ୍ୟ ସିନିଅର ବ୍ୟାଡମିନ୍ଟନ ର‌୍ୟାଙ୍କିଂ ପ୍ରତିଯୋଗିତା,      ସାରା ରଜ୍ୟରୁ ଭାଗନେବେ ୧୩୦ ରୁ ଉର୍ଦ୍ଧ୍ୱ ପୁରୁଷ ଓ ମହିଳା ଖେଳାଳି              (୧୪ରେ ଉଦଘାଟନ, ୧୬ରେ ଉଦଯାପନୀ) 

12-Jul-2023



ବଲାଙ୍ଗିର(ପ୍ରେରଣା ଖବର)- ଆସନ୍ତା ଜୁଲାଇ ୧୪ ତାରିଖରୁ ବଲାଙ୍ଗିର ସ୍ଥିତ ପିଆର ହାଇସ୍କୁଲ ଇନଡୋର ବ୍ୟାଡମିନ୍ଟନ ଷ୍ଟାଡିଅମରେ ଓଡ଼ିଶା ସିନିଅର ବ୍ୟାଡମିନ୍ଟ ର‌୍ୟାଙ୍କିଂ ପ୍ରତିଯୋଗିତା ଅନୁଷ୍ଠିତ ହେବାକୁ ଯାଉଛି । ଓଡ଼ିଶା ରାଜ୍ୟ ବ୍ୟାଡମିନ୍ଟନ  ସଂଘ ଦ୍ୱାରା ଅନୁମୋଦିତ ଏହି ପ୍ରତିଯୋଗିତାକୁ ବଲାଙ୍ଗିର ଜିଲ୍ଲା ବ୍ୟାଡମିନ୍ଟନ ସଂଘ ଆୟୋଜିତ କରୁଛି । ଆଜି ଇନ୍‌ଡୋର ଷ୍ଟାଡିୟମ୍ ପରିସରରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ  ଜିଲ୍ଲା ବ୍ୟାଡମିନ୍ଟନ ସଂଘ ତଥା ପ୍ରତିଯୋଗିତାର ସାଂଗଠନିକ ସଂପାଦକ ସୁରୁଲାଲ ମଟାରୀ ଏହାର ସୂଚନା ଦେଇଛନ୍ତି । ସୂଚନା ଅନୁସାରେ ଏହି ପ୍ରତିଯୋଗିତା ଏହି କ୍ୟାଲେଣ୍ଡର ବର୍ଷରେ ରାଜ୍ୟର ଦ୍ୱିତୀୟ ସିନିଅର ର‌୍ୟାଙ୍କିଂ ପ୍ରତିଯୋଗିତା ।

ଏହି ପ୍ରତିଯୋଗିତାରେ ସାରା ରାଜ୍ୟରୁ ପୁରୁଷ ଓ ମହିଳା ବର୍ଗରେ ୧୩୦ରୁ ଉର୍ଦ୍ଧ୍ୱ ଖେଳାଳି ନାମ ପଞ୍ଜିକୃତ କରିଥିବା ବେଳେ ପୁରୁଷ ଏକକ, ଯୁଗଳ , ମହିଳା ଏକକ, ଯୁଗଳ ଓ ମିଶ୍ରିତ ଯୁଗଳ ବିଭାଗରେ ପ୍ରାୟ ଶତାଧିକ ମ୍ୟାଚ ଅନୁଷ୍ଠିତ ହେବ । ଏଥିରେ ରାଜ୍ୟର ବଛା ବଛା ତଥା ସମସ୍ତ ଉଚ୍ଚ ର‌୍ୟାଙ୍କ ଥିବା ଖେଳାଳିମାନେ ଭାଗ ନେବେ । ୧୯ ଜଣ ଅମ୍ପାୟାର ସମସ୍ତ ମ୍ୟାଚ ପରିଚାଳନା ଦାଇତ୍ୱରେ ଥିବା ବେଳେ ଜାତୀୟ   ଅଭିଜ୍ଞତା ସମ୍ପର୍ଣ୍ଣ ପ୍ରାପ୍ତ ଅମ୍ପାୟାର ବିଜୟ ବାଗ ମ୍ୟାଚ ର‌୍ୟାଫରି ଓ ମନୋରଞ୍ଜନ ଦାଶ ପ୍ରତିଯୋଗିତାର ପର୍ଯ୍ୟବେକ୍ଷକ ଦାଇତ୍ୱ ତୁଳାଇବା ନେଇ ସୁଚନା ରହିଛି ।  ଆଜିର ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଉପସଭାପତି  ଘନଶ୍ୟାମ ମିଶ୍ର, ଜିଲ୍ଲା ଡେଭଲଡମେନ୍ଟ କମିଟି ମୁଖ୍ୟ ଦେବାଶିଷ ମିଶ୍ର, ଉପଦେଷ୍ଟା ବୀରେନ ମିଶ୍ର, ବରିଷ୍ଠ ସଭ୍ୟ ସୁଶାନ୍ତ ଚୋପଦାର, ମ୍ୟାଚ କୋଡିନେଟର ଅନନ୍ତ ବେହେରା, ମାନସ ମହାନ୍ତି ଓ ସୁରେନ୍ଦ୍ର ନେପାଲ ମଞ୍ଚସୀନ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   14-Jul-2026
  ରାଜ୍ୟ  
୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   14-Jul-2026
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026
  ଜିଲ୍ଲା  
ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   13-Jul-2026
  ଜିଲ୍ଲା  
ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   13-Jul-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026

You Might Also Like