-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ସଂପାଦକଙ୍କ ନାମରେ ଅଭିଯୋଗ

12-Jul-2023



ବଲାଙ୍ଗିର(ଦେବାଶିଷ ବହିଦାର)- ଆଜି ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର କର୍ମକର୍ତ୍ତା, ବ୍ଲକ ସଭାପତି ଏବଂ ଆଦିବାସୀମାନେ ଅଭିଯୋଗ କରିଛନ୍ତି ଯେ ନିରଞ୍ଜନ ବିଶି ସଂପାଦକ ଆଦିବାସୀ କଲ୍ୟାଣ ସଂଘ ଅଗଣତାନ୍ତ୍ରିକ ଓ ଅସମ୍ମାଧାନିକ ପ୍ରକ୍ରିୟାରେ କାର୍ଯ୍ୟ କରୁଛନ୍ତି । ସଂଘ ୨୦୦୭ ରେ ପଞ୍ଜିକୃତ ହୋଇଥିଲା । ୨୦୦୯ ସୁଦ୍ଧା ଠିକ୍ ଭାବେ ପରିଚାଳନା କରାଯାଉଥିଲା । ଆଦିବାସୀଙ୍କ ହକ୍ ପାଇଁ ସଂଗ୍ରାମ କରୁଥିଲା । କିନ୍ତୁ ତା ପରେ ସଂପାଦକଙ୍କର ଅବହେଳା ହେତୁ ମାସିକ ବୈଠକ, ତ୍ରିମାସିକ ବୈଠକ କିମ୍ବା ବାର୍ଷିକ ବୈଠକ ମଧ୍ୟ ବସିଲା ନାହିଁ । ଆୟ ବ୍ୟୟ ସଠିକ୍ ହିସାବ ପତ୍ର ଦେଲେ ନାହିଁ । ତେଣୁ ଆଜି ଜିଲ୍ଲା ସମିତି ରେଜିଷ୍ଟ୍ରେସନ ତଥା ଅତିରିକ୍ତ ଜିଲ୍ଲାପାଳ ବଲାଙ୍ଗିର କୁ ଲିଖିତ ମାଧ୍ୟମରେ ଜଣାଇଛନ୍ତି ଯେ ଏହାର ତଦନ୍ତ କରି ବିହିତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଅନୁରୋଧ କଲେ । ଅତିରିକ୍ତ ଜିଲ୍ଲାପାଳ କହିଲେ ଯେ ଯେହେତୁ ନିୟମିତ ବୈଠକ କିମ୍ବା ଅଡିଟ୍ ହୋଇନାହିଁ କିମ୍ବା ରିନୁଏଲ ନ ହେଲେ ସଂଘ ରଦ୍ଦ ହୋଇଯିବା ସମ୍ଭାବନା ଅଛି । ଆଜିର ଏହି ଲିଖିତ ଦାବିପତ୍ର ସ୍ୱାକ୍ଷର କରିଥିଲେ ଅଷ୍ଟରତ୍ନ ବରିହା ସଭାପତି ପାଟଣାଗଡ, ବିପ୍ର ବିଶି ଖପ୍ରାଖୋଲ ସଭାପତି, ବସନ୍ତ ମାଝି ବେଲପଡା ସଭାପତି, ସୁଦାମ ଭୋଇ ଦେଓଗାଁ ସଭାପତି, ହିମାନନ୍ଦ ଭୋଇ ମୁରିବାହାଲ ବ୍ଲକ ସଭାପତି, ସତ୍ୟନାରାୟଣ ଭୋଇ ମୁଖ୍ୟ ଉପଦେଷ୍ଟା ଆଦିବାସୀ କଲ୍ୟାଣ ସଂଘ ଏବଂ ଅନ୍ୟାନ୍ୟ ମଧ୍ୟ ସ୍ୱାକ୍ଷର କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like