-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ନିଖିଳ ଓଡିଶା ୬୬୨ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଂଘ ତରଫରୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

12-Jul-2023



ନିଖିଳ ଓଡିଶା ୬୬୨ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଂଘ ତରଫରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର  ପ୍ରଦାନ
ନିଖିଳ ଓଡିଶା ୬୬୨ (+୨ଓ +୩)ବେସରକାରୀ  ଅଧ୍ୟାପକ ଓ କର୍ମଚାରୀ  ରାଜ୍ୟ ସଂଘ ର ଆହ୍ୱାନ କ୍ରମେ ନବରଙ୍ଗପୁର ଜିଲ୍ଲା ସଂଘ ତରଫରୁ ଆଜି ମାନ୍ୟବର  ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟେଶରେ ଜିଲ୍ଲପାଳ ଙ୍କ ମାଧ୍ୟମରେ ଏକ ଦାବିପତ୍ର ପ୍ରଦାନ  କରାଯାଇଥିଲା l ଜିଲ୍ଲପାଳଙ୍କ ଅନୁପସ୍ଥିତିରେ  ଅତିରିକ୍ତ ଜିଲ୍ଲପାଳ ଭାସ୍କର ରଇତ ଙ୍କୁ ସଂଘ ତରଫରୁ  ସଭାପତି ତଥା ପାନାବେଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର  ଅଧ୍ୟକ୍ଷ ଶ୍ରୀ ଅରୁଣ କୁମାର ହୋତା ସମ୍ପାଦକ  ଝରୀଗାଁ  ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଝରୀଗାଁ ର ଅଧ୍ୟକ୍ଷ ଶ୍ରୀ ଶିବ  ପଟନାୟକ , ପାନାବେଡା ଉଚ୍ଚ ମାଧ୍ୟମିକ  ବିଦ୍ୟାଳୟ ର ଅଧ୍ୟାପକ  ତଥା ଜିଲ୍ଲା ସଂଯୋଜକ ଅଧ୍ୟାପକ  ଅନିଲ କୁମାର ପୃଷ୍ଟି ପ୍ରମୁଖଙ୍କ ସହ ଜିଲ୍ଲାର ସମସ୍ତ  ବେସରକାରୀ ଉଚ୍ଚ ମାଧ୍ୟମିକ ଓ ମହାବିଦ୍ୟାଳୟ ର  ଅଧ୍ୟାପକ ଓ କର୍ମଚାରୀ ଉପସ୍ଥିତ ରହି ଚାରି ଦଫା ସମ୍ବଳିତ ଏକ ଦାବିପତ୍ର ପ୍ରଦାନ କରିଥିଲେ l ସମାନ ଗ୍ରେଡ଼ ପେ କୁ ସମାନ  ଦରମା , ପେନସନ ଓ ଅବସର  କାଳୀନ ରାଶି ପ୍ରଦାନ, ୨୦୧୮  ଅନୁଦାନ ପାଉଥିବା କର୍ମଚାରୀଙ୍କୁ  ସପ୍ତମ  ବେତନ  ଆଧାରରେ  ଦରମା ପ୍ରଦାନ, ବିଭିନ ଅସଂଗତି ରେ ବାଦ ପଡ଼ିଥିବା  କର୍ମଚାରୀଙ୍କୁ  ଅନୁଦାନ ପ୍ରଦାନ ଭଳି ପ୍ରମୁଖ ଦାବି କୁ ନେଇ ବିଗତ  ଫେବୃଆରୀ ମାସ ୧୩ତାରିଖରୁ  ସଙ୍ଘ ଭୁବନେଶ୍ୱର ଠାରେ  ଧାରଣା ଦେଇ ଆସୁଥିବା ବେଳେ ସରକାର  ଏଥି ପ୍ରତି କୌଣସି କର୍ଣ୍ଣପାତ କରୁନଥିବାରୁ ଆଜି  ବାଧ୍ୟ ହୋଇ ଜିଲ୍ଲା ସ୍ତରରେ ଅଧ୍ୟାପକ ଓ

କର୍ମଚାରୀ ମାନେ ଏହି ଦାବି ପତ୍ର ପ୍ରଦାନ  କରି ଅଛନ୍ତି  l ଏହାପରେ  ସଭାପତି ଶ୍ରୀ ହୋତା ଙ୍କ ସଭାପତିତ୍ୱ ରେ ଏକ ଜରୁରୀ  ବୈଠକ ଆୟୋଜନ  କରି  ଯଦି  ସରକାର ଦାବି ସଂକ୍ରାନ୍ତରେ କୌଣସି ବିଚରା ନ କରନ୍ତି  ତେବେ ରାଜ୍ୟ ସଂଘର  ନିଷ୍ପତି ଅନୁଯାୟୀ ଆଗାମୀ ଦିନରେ ତୃଣମୂଳ ସ୍ତରରୁ ସବୁ ଅନୁଷ୍ଠାନ ଗୁଡିକରେ ଆନ୍ଦୋଳନକୁ ବ୍ୟାପକ  କରାଯିବ  ବୋଲି ସଂଘ ତରଫରୁ  ନିଷ୍ପତି ଗ୍ରହଣ  କରାଯାଇଅଛି l  ଉକ୍ତ କାର୍ଯ୍ୟକ୍ରମ ରେ ଜିଲ୍ଲାର ପାନାବେଡା ଉଚ୍ଚ ମାଧ୍ୟମିକ  ବିଦ୍ୟାଳୟ ପାନାବେଡା , ପାନାବେଡା ଡ଼ିଗ୍ରୀ ମହାବିଦ୍ୟାଳୟ ପାନାବେଡା,ଝରୀଗାଁ  ଉଚ୍ଚ ମାଧ୍ୟମିକ  ବିଦ୍ୟାଳୟ ଝରୀଗାଁ, ରାଜ ଚାଉଁରିଆ  ଉଚ୍ଚ ମାଧ୍ୟମିକ  ବିଦ୍ୟାଳୟ କୋଡ଼ିଙ୍ଗା,ପଂଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରାଇଘର,ଭୈରବ ଡିଗ୍ରୀ ମହାବିଦ୍ୟାଳୟ ଡାବୁଗାଁ,ନବରଙ୍ଗପୁର ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ନବରଙ୍ଗପୁର ନବରଙ୍ଗପୁର  ମହିଳା ଡ଼ିଗ୍ରୀ ମହାବିଦ୍ୟାଳୟ ନବରଙ୍ଗପୁର, ମୈଦଲପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ମୈଦଲପୁର ର ଅଧ୍ୟାପକ ଓ କର୍ମଚାରୀ  ଯଥା  ଅଧ୍ୟାପକ  ଶଙ୍କର  ଗନ୍ତାୟତ ଅଧ୍ୟାପକ ରମେଶ ପଟନାୟକ, ଅଧ୍ୟାପକ ଅଖିଳ  କୁମାର ଭଟ୍ଟ,  ଅଧ୍ୟାପିକା ଚନ୍ଦନା  ପଣ୍ଡା,ପୁଷ୍ପାଞ୍ଜଳି ସାହୁ,ବିନୋଦ ପ୍ରଧାନ, ବିଶ୍ୱରଂଜନ  ପଣ୍ଡା,ପଞ୍ଚାନନ  ଦୁରିଆ ଦୀନବନ୍ଧୁ  ନନ୍ଦୀ, ଡ଼ଃ ରବି  ନାରାୟଣ ପାଣିଗ୍ରାହୀ , ବିଭୁତି ହୋତା, ସ୍ମିତା ତ୍ରିପାଠୀ, ଡ଼ଃ ସାବେରୀ ମିଶ୍ର, ସ୍ୱପ୍ନା ମହାନ୍ତି, ଟାହିରl  ବେଗମ,ବିମ୍ବଷ୍ଟା ବେହେରା, ମକର  ନାୟକପ୍ରମୁଖ ଯୋଗ ଦେଇ ଥିଲେ l

(ରିପୋର୍ଟ :ମିହୀର ଶଙ୍କର ପାତ୍ର,ନବରଙ୍ଗପୁର)


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like