-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ରାଜ୍ୟ

ସିନ୍ଧେକେଲା ଅଞ୍ଚଳର ଅଦ୍ଧିଷ୍ଠାତ୍ରୀ ଦେବୀ ମାଁ ଦ୍ୱାରସେହ୍ନୀ ମନ୍ଦିରରେ ଓଁ ନମଃ ଶିବାୟ ଅଖଣ୍ଡ ଜପ

13-Jul-2023



ସିନ୍ଧେକେଲା(ଅନୀଲ କୁମାର ତ୍ରିପାଠୀ ): ମାଁଙ୍କୁ ଥରେ ସ୍ମରଣ ନ କରିବା ପର୍ଯ୍ଯନ୍ତ ଘରୁ ପଦାକୁ ପାଦ କାଢିବା ପାଇଁ ବି କେହି ଚିନ୍ତା ବି କରନ୍ତି ନାହିଁ ସିନ୍ଧେକେଲା ଅଞ୍ଚଳର ଅଦ୍ଧିଷ୍ଠାତ୍ରୀ ଦେବୀ ମାଁ ଦ୍ବାରସେହ୍ନୀ ଙ୍କ କୃପାରୁ ଗ୍ରାମର ମଙ୍ଗଳ ଓ ଶାନ୍ତି ସକାଶେ ବିଗତ ପାଞ୍ଚ ବର୍ଷରୁ ଶ୍ରାବଣ ମାସର ପ୍ରଥମ ମଙ୍ଗଳବାର ଦିନ ସିନ୍ଧେକେଲା ମାଁ ଦ୍ୱାରସେହ୍ନି ମନ୍ଦିର ପ୍ରାଙ୍ଗଣରେ ଓଁ ନମଃ ଶିବାୟ ଅଖଣ୍ଡ ଜପ କରା ଯାଉଛି। ଏହି ପରିପ୍ରେକ୍ଷୀରେ ଏଥର ମଧ୍ୟ ଗତ ମଙ୍ଗଳବାର ଦିନ ସକାଳ ୬ ରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ଉକ୍ତ ଜପ ଅନୁଷ୍ଠିତ ହୋଇଥିଲା । ମୁଖ୍ୟ ପୂଜକ ଭାବରେ ବରିଷ୍ଠ ପଣ୍ଡିତ ଉମାଶଙ୍କର ତ୍ରିପାଠୀ ଯୋଗଦେଇ ପୂଜା କାର୍ଯ୍ୟ ସମ୍ପାଦିତ କରିଥିବାବେଳେ ଲିକୁ ପାଢ଼ୀ ଓ ଜଗମୋହନ ତ୍ରିପାଠୀ ଜପକ ଭାବରେ ଯୋଗଦେଇ ସହଯୋଗ କରିଥିଲେ । କର୍ତ୍ତା ଭାବେ ମାଁ ଦ୍ୱାରସେହ୍ନୀ ଦେବୀଙ୍କ ମୁଖ୍ୟ ସେବାୟତ ରାଜା ଅରୁଣ କୁମାର ସିଂଦେଓ ଏବଂ ଉଦିତ ନାରାୟଣ ସିଂଦେଓ ଯୋଗଦେଇ ତାଙ୍କ ଦ୍ୱାରା ପୂଜା କରାଯାଇ ଜପ କାର୍ଯ୍ୟକ୍ରମ ଶୁଭାରମ୍ଭ କରାଯାଇଥିଲା । ଅଖଣ୍ଡ ଜପ ଆରମ୍ଭ ରେ ଦୁହିଁ କର୍ତ୍ତା ସମେତ ଅନନ୍ତ ଖମାରି , ସୁନିଲ କୁମାର ପଣ୍ଡା, ସୁଧାଂଶୁ

ଶେଖର ପଣ୍ଡା, ଶୁଭ୍ରାଂଶୁ ଶେଖର ପଣ୍ଡା, ଲୁଲୁ ତ୍ରିପାଠୀ, ପ୍ରସନ୍ନ ଜୈନ , କୃପା ପଣ୍ଡା , ବଜରଙ୍ଗ ଜୈନ , ସୁନିଲ ଜୈନ , ନିରଞ୍ଜନ ସାହୁ , ରାଜେଶ ଜୈନ , ସନ୍ତୋଷ ମିଶ୍ର , ରବି ପଣ୍ଡା , ତରୁଣ ସାହୁ , ଅମୀର ପାଣ୍ଡିଆ , ମନୋଜ ଜୈନ ପ୍ରମୁଖଙ୍କ ସମେତ ଅନ୍ୟମାନେ ସାମିଲ ହୋଇଥିଲେ । ଦେବୀଙ୍କ ଅନ୍ୟ ସେବାୟତ ଗୋପୀ ସାହୁ ଓ ସାଥୀଙ୍କ ଦ୍ୱାରା ଆୟୋଜିତ ଜପ କାର୍ଯ୍ୟକ୍ରମରେ ଦୀପକ ସାହୁ , ସମ୍ବିତ ନାଏକ , ରାଜୀବ ଜୈନ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like