-+91-9937148622 |

prerana_bgr@rediffmail.com |

  Monday 13th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||     

HOME   ଜିଲ୍ଲା

ସ୍ୱଚ୍ଛ ଭାରତ ପକ୍ଷ ରୁ ରିଜର୍ଭ ପୋଲିସ ଲାଇନ ରେ ବୃକ୍ଷ ରୋପଣ ଓ ସଚେତନ କାର୍ଯ୍ୟକ୍ରମ

13-Jul-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ଆଜି ସୁବର୍ଣ୍ଣପୁର ରିଜର୍ଭ ପୋଲିସ ପରିସର ଡଗ  କେନାଲ ରେ   ସ୍ୱଚ୍ଛ ଭାରତ ସଂଗଠନ ପକ୍ଷ ରୁ  ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି l ଏହି କାର୍ଯ୍ୟକ୍ରମ ରେ  ସୁବର୍ଣ୍ଣପୁର  ଜିଲ୍ଲାର ଆରକ୍ଷୀ ନିରୀକ୍ଷକ ପ୍ରଦ୍ୟୁମ୍ନ ପଟେଲ, ବରିଷ୍ଠ ପୋଲିସ ଅଧିକାରୀ ଶରତ କୁମାର ଆଚାର୍ଯ୍ୟ ଯୋଗ ଦେଇ  ପରିବେଶ ସୁରକ୍ଷl ଉପରେ

ସଚେତନ କରିଥିଲେ l  ମାନବ ସମ୍ବଳ ର ସୁରକ୍ଷl ପାଇଁ ପର୍ଯ୍ୟlବରଣ ର ସୁରକ୍ଷା ଅତ୍ୟନ୍ତ ଜରୁରୀ ବୋଲି ଅତିଥି ମାନେ ମତ ରଖିଥିଲେ l ଏବଂ  ପ୍ରଶାସନ ସହିତ ଆମେ ସମସ୍ତେ ଯଦି ସାମିଲ ହୋଇ ଏ ଧରା ପୃଷ୍ଠ କୁ ସବୁଜ ସୁନ୍ଦର ନ କରିବା ତାହେଲେ ଆଗାମୀ ଦିନ ରେ  ସମଗ୍ର ପରିବେଶ ବିପର୍ଯ୍ୟସ୍ଥ ହୋଇ ପଡିବ ବୋଲି ମତ ରଖିଥିଲେ l ଏଣୁ ପ୍ରତ୍ୟୋକ ବ୍ୟକ୍ତି ଗୋଟେ ଗଛ ଲଗାଇ  ତାକୁ ଯତ୍ନ ନେବା ସଙ୍ଗେ ପ୍ରକୃତି ପ୍ରତି ନିଜର ଅଙ୍ଗିକାର ବଦ୍ଧତା କୁ ସ୍ୱୀକାର କରିବା ସମୟ ଆସିଛି l  ନିମ୍ବ, ଆମ୍ବ, ଜାମୁ, ଅଁଳା ପ୍ରମୁଖ  ଔଷଧୀୟ ଅନେକ ଗଛ ସବୁ ଏଠି ଲଗାଯାଇଛି l ଏହି କାର୍ଯ୍ୟକ୍ରମ ରେ  ଜିଲ୍ଲା ପୋଲିସ ଡଗ

ମାଷ୍ଟର ସୁବ୍ରତ ମହାନା, ନରସିଂହ ତରିଆ ଙ୍କ ସମେତ ସ୍ୱଚ୍ଛ ଭାରତ  ସଂଗଠନ ଉଦ୍ୟୋକ୍ତl ସୟଦ ଅଲିମୁଲ ଇସଲାମ, ଗରିବ ଲୋଇ, ଵୈକୁଣ୍ଟ  ଶତପଥୀ,ଇନ୍ଦୁମତୀ ପୁରୋହିତ, ତରଣୀ ମେହେର, ପ୍ରମୋଦ ସାହୁ, ପ୍ରହଲ୍ଲାଦ ମିଶ୍ର, ପ୍ରତାପ ଦାଶ, ମନୋରଞ୍ଜନ ତ୍ରିପାଠୀ, ଜୟନ୍ତ ବେହେରା, ଡା, ସରୋଜ ପଟେଲ, ସୁଶାନ୍ତ ସାହୁ ଙ୍କ ସମେତ ଅନେକ ସ୍ୱଚ୍ଛ ଭାରତ କର୍ମକର୍ତ୍ତା ଯୋଗ ଦେଇଥିଲେ l ପ୍ରକାଶ ଥାଉ କି ଯେ 2019 /20 ରେ  ସୁବର୍ଣ୍ଣପୁର ଜିଲ୍ଲାର ରିଜର୍ଭ ପୋଲିସ ପରିସର ରେ ପ୍ରାକ୍ତନ ଆରକ୍ଷୀ ଅଧିକ୍ଷକ ଦେବୀ ପ୍ରସାଦ ଦାଶ ଙ୍କ ନେତୃତ୍ଵରେ ଏକ ମେଗା ବୃକ୍ଷରୋପଣ କାର୍ଯକ୍ରମ ହୋଇ ଥିଲl l ରିଜର୍ଭ କଲୋନୀ କୁ ସହର କୁ ସବୁଜ ସୁନ୍ଦର  କରିବା ସକାଶେ ପ୍ରୟାସ କରାଯାଇ ଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   13-Jul-2026
  ଜିଲ୍ଲା  
ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   13-Jul-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026

You Might Also Like