-+91-9937148622 |

prerana_bgr@rediffmail.com |

  Monday 13th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||     

HOME   ଜିଲ୍ଲା

ମାୟାବର୍ହା ହାଇସ୍କୁଲରେ ବିଶ୍ୱ ଜନସଂଖ୍ୟା ଦିବସ ପାଳିତ

13-Jul-2023



ସୋନପୁର-ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ମାୟାବର୍ହା ହାଇସ୍କୁଲ ରେ ବିଶ୍ୱ ଜନସଂଖ୍ୟା ଦିବସ ପାଳିତ ହୋଇଯାଇଛି । ଆୟୋଜିତ ହୋଇଥିବା ଭବ୍ୟ ସଭାରେ ସ୍କୁଲର ପ୍ରଧାନଶିକ୍ଷକ ରବିଚନ୍ଦ୍ର ପଶାୟତ ଅଧ୍ୟକ୍ଷତା କରିଥିଲେ । ବରିଷ୍ଠ ଶିକ୍ଷକ ଦିନବବନ୍ଧୁ ପ୍ରଧାନ ସ୍ୱାଗତ ଅଭିଭାଷଣ ଦେବା ସହିତ ଜନସଂଖ୍ୟା ଦିବସ ପାଳନର ଆଭିମୁଖ୍ୟ ବିଷୟରେ ମତବକ୍ତ କରିଥିଲେ । ଭାରତରେ ଜନସଂଖ୍ୟା ଦୃତଗତିରେ ବଢୁଛି । ଆଗାମି ଦିନରେ ସମସ୍ତଙ୍କ ସଂସାଧନ ପାଇଁ ପରିସ୍ଥିତି ଆହୁରି ଭୟଙ୍କର ହୋଇପାରେ । ଯୋଜନାବଦ୍ଧ ଭାବରେ ଏହାକୁ ନିୟନ୍ତ୍ରଣ କରିବାର ତ୍ୱରିତ ପଦକ୍ଷେପା ନେବାର ସମୟ ଆମ ହାତରେ ଅଛି ।

ଏହାର କାରଣ ଓ ପ୍ରତିଫଳନ ଦେଶରେ ବିକାଶରେ କେତେ ପ୍ରଭାବିତ କରୁଛି ସେ ବିଷୟରେ ମଂଚାସୀନ ଶିକ୍ଷକ, ଦଶମ ଶେଣୀ ର ଶୀତୁ ସାହୁ, ତନୁଶ୍ରୀ ଯୁଆଡି, ପ୍ରୀନସ, ନବମ ଶ୍ରେଣୀର ଲିପସା ଯୁଆଡି ଛାତ୍ରଛାତ୍ରୀ ମାନେ ନିଜସ୍ୱ ମତାମତ ପ୍ରକାଶ କରିଥିଲେ । କାର୍ଯ୍ୟକ୍ରମରେ ଶିକ୍ଷକ ନନ୍ଦି ଘୋଷ ବାରିକ, ପ୍ରହଲ୍ଲାଦ ଦାଶ , କିରଣ ପୁଟେଲ, ସ୍ନିଗଧା ପ୍ରଧାନ ଉପସ୍ଥିତ ରହି ସହ ଯୋଗ କରିଥିଲେ । ସଂଜୀବ କୁମାର ପୂଜାରୀ ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026

You Might Also Like