-+91-9937148622 |

prerana_bgr@rediffmail.com |

  Monday 13th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ଜିଲ୍ଲା

ବିଜେପୁର ମହାବିଦ୍ୟାଳୟରେ ବନମହୋତ୍ସବ

13-Jul-2023



ବରଗଡ଼(ନିରଞ୍ଜନ ତ୍ରିପାଠୀ ):ବରଗଡ ଜିଲ୍ଲା ବିଜେପୁର ମହାବିଦ୍ୟାଳୟ ଠାରେ ଅଧ୍ୟକ୍ଷ ପ୍ରଦୀପ କୁମାର ମିଶ୍ରଙ୍କ ସଭାପତିତ୍ୱରେ ବନମହୋତ୍ସବ ପାଳିତ ହୋଇଯାଇଛି।ଏନ.ଏସ.ଏସ ର ପ୍ରୋଗ୍ରାମ ଅଫିସର ଇଂରାଜୀ ବିଭାଗର ଅଧ୍ୟାପିକା ପ୍ରତୀକ୍ଷା ସେଠ ଓ ୱାଇ.ଆର.ସି କାଉନସିଲର ଉମାଶଙ୍କର ପାଣିଗ୍ରାହୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ମହାବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀଙ୍କୁ ନେଇ ବୃକ୍ଷରୋପଣ ପର୍ବ ଅନୁଷ୍ଠିତ ହୋଇଥିଲା।ଏ ମହୋତ୍ସବରେ

ମୁଖ୍ୟ ଅତିଥି ଭାବେ ବିଜେପୁର ବନ ବିଭାଗ ଅଧିନରେ ଥିବା ଘେଁସ ରେଞ୍ଜ ର ବନପାଳ ରମେଶ କୁମାର ପଧାନ ଯୋଗଦାନ କରିଥିବା ବେଳେ, ସମ୍ମାନୀତ ଅତିଥି ଭାବେ ବନବିଭାଗ ର ସି.ଇ.ଏସ ମାନସ କୁମାର ପାଣ୍ଡେ,ଗୁଣନିଧି ସାହୁ ଓ ସି.ଇ.ଏ.ଏସ ଅମୃତ ଲାଲ ବରିହା ଯୋଗଦାନ କରିଥିଲେ।ଅତିଥିଗଣ ମହାବିଦ୍ୟାଳୟକୁ ଉପହାର ସ୍ୱଋପ କିଛି ମୂଲ୍ୟବାନ ବୃକ୍ଷ ମଧ୍ୟ ଦେଇଥିଲେ। ସାଂପ୍ରତିକ ମଣିଷ ସମାଜ ପାଇଁ ବୃକ୍ଷର ଚାହିଦା,ଉପକାରିତା ଓ ବୃକ୍ଷ ରୋପଣ ର ଗୁରୁତ୍ୱ ତଥା ବୃକ୍ଷ ରୋପଣ ପରେ ତାକୁ ଯତ୍ନର ସହ ବଞ୍ଚାଇବା ଦାୟିତ୍ୱକୁ ଅତ୍ୟନ୍ତ ଗୁରୁତ୍ୱ ସହ ଛାତ୍ରଛାତ୍ରୀଙ୍କ ଗହଣରେ ବକ୍ତବ୍ୟ ରଖିଥିଲେ।

ୱାଇ.ଆର.ସିର ଜିଲ୍ଲା ସଂଯୋଜକ ଶ୍ରୀମାନ ପରମାନନ୍ଦ ରଥ।ପ୍ରାକୃତିକ ପରିବେଶର ସନ୍ତୁଳନ ରକ୍ଷା କରିବା କ୍ଷେତ୍ରରେ ସବୁଜ ବନାନୀର ଆବଶ୍ୟକତା ଏକାନ୍ତ ଅପରିହାର୍ଯ୍ୟ।ତେଣୁ ଏଭଳି ଏକ ସ୍ୱାଗତଯୋଗ୍ୟ ପଦକ୍ଷେପରେ ସାହାର୍ଯ୍ୟ କରିଥିଲେ ପ୍ରଧ୍ୟାପକ ପ୍ରଶାନ୍ତ କୁମାର ସାହୁ,ପି.ଇ.ଟି ସାନନ୍ଦ ସେଠ, ଅଧ୍ୟାପକ ଦିନେଶ ଅଗ୍ରୱାଲା, ରମେଶ ସାହୁ, ରବିକାନ୍ତ ମହାନନ୍ଦ, ଅଧ୍ୟାପିକା ଅନୁକମ୍ପା ପଧାନ, ମାନସୀ ମହାରଣା, ପ୍ରତିଭା ରଥ,ଝରଣା ମହାକୁଡ, ଉତ୍କଳିକା ବେହେରା,ମିନାକ୍ଷୀ ପଧାନ,ପୂଜା ପଧାନ।ପରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like