-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ନିର୍ମାଣଧିନ ମେଡିକାଲ କଲେଜ ହସପିଟାଲ ଓ ବସ ଟର୍ମିନାଲ ପରିଦର୍ଶନ କଲେ ନରସିଂହ, ୨୦୨୧ ମାର୍ଚ୍ଚରେ ବସ ଟର୍ମିନାଲ ଏବଂ ୨୦୨୨ ଜୁନ ମାସରେ ମେଡିକାଲ କଲେଜ ହସ୍‌ପିଟାଲ ହେବ କାର୍ଯ୍ୟକ୍ଷମ

11-Dec-2020



ବଲାଙ୍ଗିର,(ସନ୍ତୋଷ କୁମାର ଠାକୁର)-  ଆଜି ଅପରାହ୍ନ ଘ.୪.୩୦ମି. ରେ ବଲାଙ୍ଗିରରେ ନିର୍ମାଣଧିନ ସରକାରୀ ମେଡିକାଲ କଲେଜ ଓ ହସ୍‌ପିଟାଲର ୬୫୦ ଶଯ୍ୟା ବିଶିଷ୍ଟ ହସ୍‌ପିଟାଲ ଏବଂ ଅତ୍ୟାଧୁନିକ ବସ ଟର୍ମିନାଲର କାମ କିପରି ଚାଲିଛି ତାହା ଜାଣିବା ପାଇଁ  ଉଭୟ ନିର୍ମାଣ ସ୍ଥଳିକୁ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ପରିଦର୍ଶନରେ ଯାଇଥିଲେ । ମେଡିକାଲ କଲେଜ ଆରମ୍ଭ ହେଲା ପରେ ତାର ପାଇଁ ଦରକାର ହେଉଥିବା ଡାକ୍ତରଖାନା ଜିଲ୍ଲା ସଦର ମହକୁମା କୁ ମୁଖ୍ୟ ଡାକ୍ତରଖାନାରେ ଚାଲିଛି । ତାର ପାଇଁ ସ୍ୱତନ୍ତ୍ର ୬୫୦ ଶଯ୍ୟା ବିଶିଷ୍ଟ ଡାକ୍ତରଖାନାର ନିର୍ମାଣ ଜାତୀୟ ସ୍ତର ନିର୍ମାଣ ସଂସ୍ଥା ଆଇରନ ଟ୍ରାଏଙ୍ଗେଲ ଲିଃ. ଦ୍ୱାରା ବହୁ ଜୋରସୋର ରେ ଚାଲିଛି । ସମୁଦାୟ ୧୮୦ କୋଟି ଟଙ୍କାର ଅଟକଳରେ ଆରମ୍ଭ ହୋଇଥିବା ମେଡିକାଲ କଲେଜ ପରବର୍ତ୍ତି ସମୟରେ ବେଡ୍ ସଂଖ୍ୟା ବଢିଥିବା ତାହା ପରବର୍ତ୍ତି ସମୟରେ ପୁନଃ ଆକଳନ ହୋଇ ୩୦୦ କୋଟି ଟଙ୍କା ପର୍ଯ୍ୟନ୍ତ ଯିବାର ଆକଳନ କରାଯାଇଛି । ବର୍ତ୍ତମାନ ନିର୍ମାଣ ହେଉଥିବା ସ୍ଥଳରେ ୬୫୦ ବେଡ୍ ର ହସ୍‌ପିଟାଲ , ଶବ ଗୃହ, ବିଦ୍ୟୁତ ସବ୍‌ଷ୍ଟେସନ, ଷ୍ଟାଫ୍ କ୍ୱାଟର ତଥା ନର୍ସ ହଷ୍ଟେଲ ପ୍ରଭୃତି ନିର୍ମାଣ ହେବ । ସେ ସବୁର ନିର୍ମାଣ ସ୍ଥଳ ତଥା ସାଇଟ ମ୍ୟାପ ସହିତ ତାର ନିର୍ମାଣ ବାବଦରେ ମାନ୍ୟବର ବିଧାୟକ ଶ୍ରୀ ମିଶ୍ରଙ୍କୁ ସାଇଟ ଇଂଜିନିୟର ଇନ୍‌ଚାର୍ଜ ଆଶିଷ କର ଏବଂ ପୁର୍ତ୍ତ ବିଭାଗର ନିର୍ବାହୀ ଯନ୍ତ୍ରୀ ଶ୍ରୀ ଦାଶ ସୂଚନା ଦେଇଥିଲେ । ଏହା ୨୦୨୨ ଜୁନ ପର୍ଯ୍ୟନ୍ତ କାମ ସଂପୂର୍ଣ୍ଣ ହୋଇ ଏଠାରେ ସମସ୍ତ ଡାକ୍ତରଖାନା, ଷ୍ଟାଫ୍ କ୍ୱାଟର, ନର୍ସ ହଷ୍ଟେଲ କାର୍ଯ୍ୟକ୍ଷମ ହୋଇଯିବ ବୋଲି କହିଥିଲେ । ପରେ ଶ୍ରୀ ମିଶ୍ର ସହରର ୨୦ ନଂ. ୱାର୍ଡରେ ନିର୍ମାଣଧିନ ଅତ୍ୟାଧୁନିକ ବସ ଟର୍ମିନାଲ ସ୍ଥଳ ପରିଦର୍ଶନ କରିଥିଲେ । ସେଠାରେ ଉପସ୍ଥିତ ଥିବା ପୋଲିସ ହାଉସିଂ ବୋର୍ଡର ଯନ୍ତ୍ରୀ ପ୍ରକଳ୍ପର ସବିଶେଷ ତଥ୍ୟ ଦେବା ସହ ଆସନ୍ତା ମାର୍ଚ୍ଚ ମାସରେ ଏହା ସମ୍ପୁର୍ଣ୍ଣ ହେବ ବୋଲି କହିଥିôଲେ ।

ଏଠାରେ ସୂଚନାଯୋଗ୍ୟ ଯେ ପ୍ରକଳ୍ପ କାର୍ଯ୍ୟ ବହୁତ ଧିମା ଗତିରେ ଚାଲିଥିବାରୁ ଏହାକୁ ନେଇ ବିଧାୟକ ଶ୍ରୀ ମିଶ୍ର ଗତ ବିଧାନସଭା ଅଧିବେଶନରେ ନିଜର ଅସନ୍ତୋଷ୍ଟ ବ୍ୟକ୍ତ କରିବା ସହ କେବେ ସମ୍ପୁର୍ଣ୍ଣ ହେବ ପ୍ରଶ୍ନ ପଚାରିଥିଲେ । ସର୍ବମୋଟ ୩୬ଟି ବସ ରହିବା ପାଇଁ ବ୍ୟବସ୍ଥା ଥିବା ଏହି ବସ ଟର୍ମିନାଲରେ ୧୧କୋଟି ୩୮ଲକ୍ଷ ଟଙ୍କା ବ୍ୟୟ ଅଟକଳ ହୋଇଛି ଯେଉଁଥିରେ କି ୮ କୋଟି ୩୩ ଲକ୍ଷ ଟଙ୍କା ମଞ୍ଜୁରି ହୋଇସାରିଛି ବୋଲି ଉପସ୍ଥିତ ଥିବା ଯନ୍ତ୍ରୀ ଶୁଭ ପ୍ରକାଶ ସାହୁ ସୂଚନା ଦେଇଥିଲେ । ଉଭୟ ପ୍ରକଳ୍ପ ଯେମିତି ଠିକ୍ ସମୟରେ ସମ୍ପୁର୍ଣ୍ଣ ହେବ ଏବଂ କାମର ମାନକୁ ନେଇ କୌଣସି ପ୍ରକାର ସାଲିସ ଯେମିତି ନ ହେବ ସେ ଉପରେ ଧ୍ୟାନ ଦେବାକୁ ଦାୟିତ୍ୱରେ ଥିବା ନିର୍ମାଣ ସଂସ୍ଥା, ନିର୍ବାହୀଯନ୍ତ୍ରୀ ଏବଂ ପୋଲିସ ହାଉସିଂ ବୋର୍ଡର କନିଷ୍ଠ ଯନ୍ତ୍ରୀଙ୍କୁ ଶ୍ରୀ ମିଶ୍ର ନିର୍ଦ୍ଦେଶ ଦେଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like