-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ଦେଉଲମୁଣ୍ଡା ମାହେଶ୍ଵରୀ ମନ୍ଦିର ପ୍ରତିଷ୍ଠା ଉତ୍ସବ - ଯୋଗଦେଲେ ବିଧାୟକ

14-Jul-2023



ବୀରମହାରାଜପୁର,( ବିନୋଦ ପାଣ୍ଡେ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ବାଗବର  ପଞ୍ଚାୟତ ଅନ୍ତର୍ଗତ ଦେଉଲମୁଣ୍ଡା ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା ମାହେଶ୍ଵରୀ ଦେବୀ ଙ୍କ ମାହେଶ୍ଵରୀ ମନ୍ଦିର ପ୍ରତିଷ୍ଠା  ଅନୁଷ୍ଠିତ ହୋଇଯାଇଛି। ଗ୍ରାମର ନିଜସ୍ଵ ପାଣ୍ଠିରୁ ନିର୍ମିତ ମନ୍ଦିର ରେ ମା ମାହେଶ୍ଵରୀ ପୂଜା ପାଇ ଆସୁଛନ୍ତି। ଏହା ଏକ ପୁରୁଣା ମନ୍ଦିର ହୋଇଥିବା ବେଳେ ଗତ ଜୁନ ମାସ ୩ ତାରିଖ ବଜ୍ରପାତ ରେ ମନ୍ଦିର ଚୁଡ଼ା ଏବଂ ମନ୍ଦିର କିଛି କାରୁକାର୍ଯ୍ୟ ଭାଙ୍ଗି ଅଲଗା ହୋଇଯାଇଥିଲା। ବଜ୍ରାଘାତ ପରେ ମନ୍ଦିର ପ୍ରତିଷ୍ଠା ହୋଇନଥିଲା। ଫଳରେ ପୂଜାନୀତି ବାଧାପ୍ରାପ୍ତ ହେଉଥିଲା। ଆଗକୁ ମାହେଶ୍ଵରୀ ଙ୍କ ଅନେକ ପୂଜା ଥିବାରୁ ଆଜି ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରତିଷ୍ଠା ଉତ୍ସବ ରେ ପୂଜକ ସୀତାରାମ ପାଢ଼ୀ, ସୁବ୍ରତ ପାଢ଼ୀ ଓ ବଳରାମ ପଣ୍ଡା ପୂଜା କାର୍ଯ୍ୟ କରିଥିବାବେଳ କର୍ତା ଭାବରେ ଗ୍ରାମର ଗୌନ୍ତିଆ ଶୁଭେନ୍ଦୁ ଚାନ୍ଦ ଓ ତାଙ୍କ ଧର୍ମପତ୍ନୀ ଅର୍ପିତା ଚାନ୍ଦ କାର୍ଯ୍ୟ ସମ୍ପାଦନ କରିଥିଲେ। ପୂଜା ନୀତି ପରେ ଗ୍ରାମରେ ସାମୁହିକ ପ୍ରସାଦ ସେବନ ହୋଇଥିଲା। ଏଥିରେ ମାହେଶ୍ଵରୀ ଙ୍କ ମୁଖ୍ୟ ପୂଜକ ପୂରନ୍ଦ୍ର ଦେହୁରୀ,   ଗ୍ରାମର ଶ୍ରୀନିବାସ ଚାନ୍ଦ,ଧୀରେନ୍ଦ୍ର ବାଘ , ନରେନ୍ଦ୍ର ଚାନ୍ଦ ଙ୍କ ସହିତ ଦେଉଳମୁଣ୍ଡା ଗ୍ରାମର ସମସ୍ତ ଯୁବକ କାର୍ଯ୍ୟ ସମ୍ପାଦନ କରିଥିଲେ। ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ ପଦ୍ମନାଭ ବେହେରା ଯୋଗଦେଇ ମନ୍ଦିର ଏବଂ ମଣ୍ଡପ ର ଉନ୍ନତି ପାଇଁ ତାଙ୍କ ବିଧାୟକ ଆଞ୍ଚଳିକ   ଉନ୍ନୟନ ପାଣ୍ଠିରୁ ୨ ଲକ୍ଷ ଟଙ୍କା ପ୍ରଦାନ ପାଇଁ ଘୋଷଣା କରି ଥିଲେ। ଏଥିରେ ପୂର୍ବତନ ବ୍ଳକ ଅଧ୍ୟକ୍ଷ ଶୟମ୍ଭୁନାଥ ଖଣ୍ଡଗିରି, ପୂର୍ବତନ ବ୍ଳକ ଅଧ୍ୟକ୍ଷ ରଞ୍ଜିତ କୁମାର ରଥ, ପୂର୍ବତନ ବ୍ଳକ ଅଧ୍ୟକ୍ଷ ବିବେକାନନ୍ଦ ପଧାନ ଓ ହିଲୁଙ୍ଗ ସମିତି ସଭ୍ୟ ଶୈଳରଞ୍ଜନ ବାଦିଙ୍କ ସହ ଅନ୍ୟାନ୍ୟ ମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like