-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ଶିଶୁ ଓ ମହିଳା ବିକାଶ ସୋସାଇଟି ତରଫରୁ ନଦୀ କୂଳରେ ବୃକ୍ଷ ଓ ମଞ୍ଜି ରୋପଣ କାର୍ଯ୍ୟକ୍ରମ 

14-Jul-2023



ବଲାଙ୍ଗୀର(ଦେବାଶିଷ ବହିଦାର ): ଶିଶୁ ଓ ମହିଳା ବିକାଶ ସୋସାଇଟି (ସିଡବ୍ଲୁଡିଏସ୍‌)ର ଅଧ୍ୟକ୍ଷ ମେଜର ଡା. କଳ୍ପନା ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବଲାଙ୍ଗୀର ଜିଲ୍ଲାର ସଇଁନ୍ତଳା ବ୍ଲକରେ  ଅନ୍ତର୍ଗତ ଡେଙ୍ଗ ଗ୍ରାମ ପଞ୍ଚାୟତ ପାର୍ଶ୍ଵଦେଇ ପ୍ରବାହିତ  ଲାନ୍ଥ ନଦୀ କୂଳରେ ବୃକ୍ଷ ଓ ମଞ୍ଜି ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ପ୍ରକୃତିପ୍ରେମୀ ଯଥା ଡେଙ୍ଗ ହାଇସ୍କୁଲର ପ୍ରଧାନଶିକ୍ଷକ ଚଣ୍ଡାଳ ମିଶ୍ର ଯୋଗଦେଇ  ଥିଲେ । ନଦୀ କୂଳରେ ବୃକ୍ଷ ରୋପଣ ଦ୍ଵାରା ପରିବେଶର ଦୁଇଟି ଲକ୍ଷ ସାଧିତ ହେବ । ବୃକ୍ଷ ଆମକୁ ଯାହାଦେବା କଥା ଦେବ ଆହୁରି ମଧ୍ୟ ମୂର୍ତ୍ତିକା ସଂରକ୍ଷଣ

ହୋଇପାରିବ  ବୋଲି ଅତିଥି ଶ୍ରୀମିଶ୍ର ମତବ୍ୟକ୍ତ କରିଥିଲେ । ଡେଙ୍ଗ ଗ୍ରାମର ଯୁବ ଗୋଷ୍ଠୀଙ୍କୁ ନେଇ   ଅନୁଷ୍ଠିତ ହୋଇଥିବା   କାର୍ଯ୍ୟକ୍ରମରେ ଲାନ୍ଥ ନଦୀ କୂଳରେ ଏକ  ଶହ ଚାର ଓ  ପାଞ୍ଚ ହଜାରରୁ ଅଧିକ ମଞ୍ଜି ରୋପଣ କରାଯାଇଥିଲା ।

କାର୍ଯ୍ୟକ୍ରମରେ  ଶିଶୁ ଓ ମହିଳା ବିକାଶ ସୋସାଇଟି ସଭ୍ୟ ମନ୍ଥନ ଭୋଇ, ସୁନୀଲ ରଣା, ଯଜ୍ଞାନେଶ୍ୱର ରଣା, ପୃଷ୍ଟିରଞ୍ଜନ ରଣା, ଆକାଶ ରଣା , ଶ୍ରିତମ ରଣା , ତୋଫାନ ରଣା, ହିତେଶ ଭୋଇ, ଗ୍ରାମବାସୀ ଜିତୁ ଭୋଇ, ନିମାଇଁ ଚରଣ ବଗର୍ତ୍ତି, ବସନ୍ତ ରଣା  ପ୍ରମୁଖ ସହଯୋଗ କରିଥିଲେ । କାର୍ଯ୍ୟକ୍ରମକୁ  ଦୀପକ ସେନ ଧରୁଆ ପରିଚାଳନା କରିଥିଲା ବେଳେ ରାମ ନାରାୟଣ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like