-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଖେଳ

ଉଦଘାଟିତ ହେଲା ରାଜ୍ୟ ସିନିଅର ବ୍ୟାଡମିନ୍ଟନ ର‌୍ୟାଙ୍କିଂ ପ୍ରତିଯୋଗିତା, ପ୍ରତିଯୋଗିତା ଉଦଘାଟନ କଲେ ନରସିଂହ  ସମସ୍ତ ର‌୍ୟାଙ୍କ ଖେଳାଳି ପରବର୍ତ୍ତି ରାଉଣ୍ଡ କୁ ଉନ୍ନି. ପରବର୍ତ୍ତି ରାଉଣ୍ଡରେ ଆର‌୍ୟା, ସୁମନ୍ତ, ଅମ୍ରିତ ଓ ବିକ୍ରାନ୍ତ 

14-Jul-2023



ବଲାଙ୍ଗୀର(ପ୍ରେରଣା ଖବର)- ଓଡିଶା ରାଜ୍ୟ ବ୍ୟାଡମିନ୍ଟନ ସଂଘ ଦ୍ୱାରା ଅନୁମୋଦିତ  ଓସବା ରାଜ୍ୟ ସିନିଅର ବ୍ୟାଡମିନ୍ଟନ ର‌୍ୟାଙ୍କିଂ ପ୍ରତିଯୋଗିତା ଆଜି ସ୍ଥାନୀୟ ପିଆର ହାଇସ୍କୁଲ ବ୍ୟାଡମିନ୍ଟନ ଇନଡୋର ଷ୍ଟାଡିଅମ ଠାରେ ଉଦଘାଟିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ରୁପେ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ଯୋଗଦେଇ ବିଧିବଦ୍ଧ ଭାବେ ପ୍ରତିଯୋଗିତାକୁ ଉଦଘାଟନ କରିବା ସହ ଉପସ୍ଥିତ ଖେଳାଳିମାନଙ୍କୁ ଖେବଳ ଖେଳ ନୁହେଁ ସାଧାରଣ ଜୀବନ ମଧ୍ୟ ଖେଳ ଭାବନା ବଜାୟ ରଖିବାକୁ ଅହ୍ୱାନ କରିଥିଲେ । ବ୍ୟାଡମିନ୍ଟନ ଖେଳ ଓ ଖେଳାଳିମାନଙ୍କୁ ନେଇ ଥିବା ସମସ୍ତ ସମସ୍ୟାକୁ ଦୁର କରାଯିବା ପ୍ରୟାସ ସବୁ ଦିଗରୁ ଜାରି ରହିଥିବବାରୁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ । ରାଜ୍ୟ ବ୍ୟାଡମିନ୍ଟନ ସଂଘ ଓ ଜିଲ୍ଲା ବ୍ୟାଡମିନ୍ଟନ ସଂଘ ଅନୁକୂଲ୍ୟରେ ଅନୁଷ୍ଠିତ ଏହି ପ୍ରତିଯୋଗିତାର ସଫଳତା ପାଇଁ ଜିଲ୍ଲା ପ୍ରଶାସନ ତରଫରୁ ଦିଆ ଯାଇଥିବା ସହେଯାଗ ପାଇଁ ସାଂଗଠନିକ ସଂପାଦକ

ସୁରୁଲାଲ ମଟାରୀ କୃତଜ୍ଞତା ଜଣାଇଥିଲେ । ଉଦଘାଟନୀ ପରେ ପରେ ପ୍ରସ୍ତୁତ ହୋଇଥିବା ସମସ୍ତ ଚାରୋଟି କୋର୍ଟରେ ଖେଳ ଆରମ୍ଭ ହୋଇଥିଲା । ର‌୍ୟାଙ୍କ ଖେଳାଳିମାନେ ଯଥା ଆର‌୍ୟା, ସୁମନ୍ତ, ଅମ୍ରିତ ଓ ବିକ୍ରାନ୍ତ ନିଜ ନିଜ ମ୍ୟାଚ ଜିତି ପରବର୍ତ୍ତି ରାଉଣ୍ଡକୁ ଉନ୍ନିତ ହୋଇଛନ୍ତି ।
 ଜିଲ୍ଲା ସଂଘ ଉପ ସଭାପତି ଘନଶ୍ୟାମ ମିଶ୍ର , ପିଆର ହାଇ ସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ ସନ୍ତୋଷିନି ସେଠି , ସମାଜ ସେବୀ ନକୁଳ ଅଗ୍ରୱାଲ, ଶିକ୍ଷାବିତ ଦେବେନ୍ଦ୍ରନାଥ ମିଶ୍ର, ମ୍ୟାଚ ପର୍ଯ୍ୟବେକ୍ଷକ ମନୋରଞ୍ଜନ ଦାଶ, ଚିଫ ରେଫରି ବିଜୟ ବାଗ ମଞ୍ଚାସିନ ଥିଲେ । କାର୍ଯ୍ୟକ୍ରମ ପ୍ରାରମ୍ଭରୁ ଅତିଥିମାନଙ୍କୁ ଜିଲ୍ଲା ସଂଘର କାଯ୍ୟକର୍ତ୍ତାମାନେ  ଫୁଲତୋଡା ଦେଇ ସ୍ୱାଗତ କତିବା ସହ ମଞ୍ଚକୁ ପାଛୋଟି ନେଇଥିଲେ । ମଞ୍ଚରେ ସମସ୍ତ ଅତିଥିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ସମ୍ବର୍ଦ୍ଧନା ପର୍ବ ପରେ ମୁଖ୍ୟ ଅତିଥି ଶ୍ରୀ ମିଶ୍ର ଫିତା କାଟି ଖେଳ ଆରମ୍ଭ ଘୋଷଣା କରିଥିଲେ ।   ଅନନ୍ତ ବେହେରା, ମାନସ ମହାନ୍ତି, ସୁରେନ୍ଦ୍ର ନେପାଲ ମ୍ୟା ଚ ପରିଚାଳନା ପ୍ରମୁଖ ଭୁମିକା ନିଭାଉଥିବା ବେଳେ ସଟଲ କନ୍ଟ୍ରୋଲ ଦାଇତ୍ୱ ଚନ୍ଦନ ମିଶ୍ର ତୁଲାଇ ଥିଲେ । ପ୍ରଥମ ଦିନରେ ପୁରୁଷ ଓ ମହିଳା ଏକକ ବର୍ଗର ସମୁଦାୟ ୮୫ଟି ମ୍ୟାଚ ହେବା ସୁଚନା ରହିଛି । ସହରର ଶହ ଶହ ଛାତ୍ର ଛାତ୍ରୀ, ଖେଳ ପ୍ରେମୀ ପ୍ରତିଯୋଗିତାକୁ ବେଶ ଉପଭୋଗ କରୁଥରବା ଦେଖିବାକୁ ମିଳିଥିଲା । 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like