-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||     

HOME   ଜିଲ୍ଲା

ଟିଟିଲାଗଡ ଉପଖଣ୍ଡ ଠାରେ ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଉନ୍ନତିମୂଳକ ପ୍ରକଳ୍ପ ଉଦଘାଟିତ

15-Jul-2023



(ଦେବାଶିଷ ବହିଦାର )
ଟିଟିଲାଗଡ଼ ଠାରେ ଉନ୍ନତିମୂଳକ ପ୍ରକଳ୍ପର ଉଦଘାଟନ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ କରକମଳ ଦ୍ବାରା ଆଭାସୀ ମାଧ୍ୟମରେ ୦୬ କୋଟି ୬୨ ଲକ୍ଷ ୪୦ ହଜାର ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ଗୋଡିଆଯୋର ନୂତନ ହାଇଲେଭେଲ ସେତୁ, ୧କୋଟି ୫o ଲକ୍ଷ ବ୍ୟୟରେ ଟିଟିଲାଗଡ ସଦର ମହକୁମା ଠାରେ ନବ ନିର୍ମିତ ଟାଉନ ହଲକୁ ମୁଖ୍ୟମନ୍ତ୍ରୀ ଉଦଘାଟନ କରିଛନ୍ତି ଏବଂ ମହିଳା ସ୍ଵୟଂ ସହାୟିକା ଗୋଷ୍ଠୀ, ବଲାଙ୍ଗୀରଙ୍କୁ ଟାଙ୍କେର କ୍ରେୟ ନିମନ୍ତେ ୫୦ ଲକ୍ଷ ମୂଲ୍ୟର  ଚେକ ଏହି କାର୍ଯ୍ୟକ୍ରମରେ ପ୍ରଦାନ କରାଯାଇଥିଲା   l ଏହି ଅବସରରେ ଶ୍ରୀମତୀ ଟୁକୁନୀ ସାହୁ, ମାନ୍ୟବର ମନ୍ତ୍ରୀ, ଜଳ ସମ୍ପଦ ଓ ପରିବହନ , ଓଡ଼ିଶା ସରକାର,  ଶ୍ରୀଯୁକ୍ତ ସରୋଜ ମେହେର, ମାନ୍ୟବର ବିଧାୟକ, ପାଟଣାଗଡ଼,  ଶ୍ରୀଯୁକ୍ତ ଚଞ୍ଚଳ ରାଣା, ଜିଲ୍ଲାପାଳ, ବଲାଙ୍ଗୀର,  ଶ୍ରୀମତୀ ଦେବକୀ ସାହୁ, ଅଧ୍ୟକ୍ଷା, ଜିଲ୍ଲା ପରିଷଦ, ଶ୍ରୀମତୀ  ଉର୍ମିଳା ମାଝୀ, ଉପାଧ୍ୟକ୍ଷା, ଜିଲ୍ଲାପରିଷଦ,  ଶ୍ରୀଯୁକ୍ତ ଦୟାମୟ ପାଢ଼ୀ, ଉପଜିଲ୍ଲାପାଳ, ଟିଟିଲାଗଡ, ପଶ୍ଚିମ ଓଡିଶା ବିକାଶ ପରିଷଦ ସଭ୍ୟ ଶ୍ରୀ ହଂସରାଜ ଜୈନ ପ୍ରମୁଖ ମଂଚାସୀନ ଥିଲେ l ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ଶ୍ରୀଯୁକ୍ତ ଅସିତ ତ୍ରିପାଠୀ ନିଜ ବକ୍ତବ୍ୟରେ ମୁଖ୍ୟମନ୍ତ୍ରୀ ପଶ୍ଚିମ ଓଡିଶାର ବିକାଶ ପାଇଁ ଅଧିକ ଗୁରୁତ୍ୱ ଦେଉଛନ୍ତି ବୋଲି କହିଥିଲେ,  ସେଥି ନିମନ୍ତେ ସେ ପଶ୍ଚିମ ଓଡିଶା ବିକାଶ ସକାଶେ ବିଭିନ୍ନ ପ୍ରକଳ୍ପ ଗୁଡିକ ହାତକୁ ନେଇ ଯଥା ଶୀଘ୍ର କାର୍ଯ୍ୟ ସମ୍ପୂର୍ଣ୍ଣ ପାଇଁ ନିର୍ଦେଶ ଦେଇଛନ୍ତି  ବୋଲି ମତବ୍ୟକ୍ତ ଦେଇଥିଲେ l ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଜୁହାର କହି ବକ୍ତବ୍ୟ ଆରମ୍ଭ କରି ପଶ୍ଚିମ ଓଡିଶାର ବିକାଶ ମୋର ଲକ୍ଷ୍ୟ ବୋଲି କହିଥିଲେ l କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ଶ୍ରୀ ବିପିନ ବିହାରୀ ଦୀପ, ନିର୍ବାହୀ ଅଧିକାରୀ, ପୌରପରିଷଦ,  ଡ଼ ଲଳିତ ବାଗ, ତହସିଲଦାର,  ପଦାଧିକାରୀ, ଶ୍ରୀ ଅରୁଣ ମିଶ୍ର ଙ୍କ ସମେତ ବହୁ ମହିଳା ସ୍ଵୟଂ ସହାୟିକା ଗୋଷ୍ଠୀ ସଦସ୍ୟା  ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026

You Might Also Like