-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||     

HOME   ଜିଲ୍ଲା

କୁଳପତି ଙ୍କ ଡି. ଏ. ଭି.(ସ୍ୱୟଂ ଶାସିତ) କଲେଜ ପରି ଦର୍ଶନ

15-Jul-2023



ଟିଟିଲାଗଡ଼ (ପ୍ରେରଣା ଖବର ): ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗୀର ସହିତ ଅନୁବନ୍ଧିତ ଏକମାତ୍ର ସ୍ୱୟଂ ଶାସିତ କଲେଜ ର ଗୌରବ ଅର୍ଜନ କରିଥିବା ଡି. ଏ. ଭି. କଲେଜ, ଟିଟିଲାଗଡ଼ କୁ କୁଳପତି ପ୍ରଫେସର ଡକ୍ଟର ଉମା ବଲ୍ଲଭ ମହାପାତ୍ର  ଏବଂ  ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗୀରର କଲେଜ ଡେଭେଲୋପମେଣ୍ଟ କାଉନସିଲ ତଥା ଇଂରାଜୀ ବିଭାଗ ମୁଖ୍ୟ ପ୍ରଫେସର ବିଘ୍ନେଶ ପ୍ରସାଦ ମିଶ୍ର ମଧ୍ଯ ଏକ ଦିନିଆ ପରିଦର୍ଶନ ରେ ଆସିଥିଲେ I ଡି. ଏ. ଭି. ( ସ୍ୱୟଂଶାସିତ) ମହାବିଦ୍ୟାଳୟ ତରଫରୁ ପରିଚାଳନା କମିଟି ଅଧକ୍ଷ ପ୍ରଫେସର ଡ ଦୋଳଗୋବିନ୍ଦ ବିଶି, ପ୍ରିନ୍ସିପାଲ ଡ. ମେଜର ମଧୁସୂଦନ ମିଶ୍ର, ଆଡମିନିଷ୍ଟ୍ରୀଟିଭ ବୁର୍ସାର୍ ପ୍ରଫେସର ବିଧାନ ଚନ୍ଦ୍ର ମିଶ୍ର, ସେକ୍ରେଟାରୀ ଷ୍ଟାଫ୍ କାଉନସିଲ ପ୍ରଫେସର ଡ ପ୍ରଣବ କିଶୋର ପୁରୋହିତ,  ପରୀକ୍ଷା ନିୟନ୍ତ୍ରକ ଡ ଉମେଶ ଚନ୍ଦ୍ର ସାହୁ, ଆଇ. କ୍ୟୁ. ଏ. ସି. କୋର୍ଡି ନେଟର ପ୍ରଧ୍ୟାପିକା ସସ୍ମିତା ପାଣିଗ୍ରାହୀ ପ୍ରମୁଖ ସ୍ବାଗତ କରିଥିଲେ I ଏହି ଉପଲକ୍ଷେ ଏନ. ସି. ସି. କ୍ୟାଡେଟ ଙ୍କ ତରଫରୁ ମଧ୍ଯ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଥିଲା I କୁଳପତି ଶ୍ରୀ ମହାପାତ୍ର ସେମିନାର ହଲ ରେ ଛାତ୍ରଛାତ୍ରୀ ମାନଙ୍କୁ ଉଦବୋଧନ ଦେଇ ପରିଶ୍ରମୀ ହେବାକୁ ଏବଂ ସୁ ନାଗରିକ ହେବାକୁ ଉପଦେଶ ଦେଇଥିଲେ I ପରେ ପ୍ରଧ୍ୟାପକ ଡ. ରମାକାନ୍ତ ବେହେରା ଏବଂ ଅଧ୍ୟାପକ ଜୟଦେବ କର ଙ୍କ ତତ୍ତ୍ଵାବଧାନରେରେ ଏକ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ  ଅନୁଷ୍ଠିତ ହୋଇଥିଲା I କୁଲପତି ଶ୍ରୀ ମହାପାତ୍ର ଏବଂ ସିଡ଼ିସି ନିର୍ଦ୍ଦେଶକ ଶ୍ରୀ ମିଶ୍ର ଓଡ଼ିଆ, ରାଜନୀତି ବିଜ୍ଞାନ ଏବଂ ରସାୟନ ବିଜ୍ଞାନ ର ସ୍ନାତକୋତ୍ତର ବିଭାଗ ଏବଂ ଅନ୍ୟସବୁ ବିଷୟର ସ୍ନାତକ ବିଭାଗ ପରିଦର୍ଶନ କରିଥିଲେ I ପରେ ସମସ୍ତ ପ୍ରଧ୍ୟାପକ ଏବଂ ଅଧ୍ୟାପକ ଙ୍କୁ ସୋମନାଥ ଭବନରେ ଉଦବୋଧନ ଦେଇ ଆଗାମୀ ଶିକ୍ଷାବର୍ଷ ରୁ ଡି. ଏ. ଭି. ମହାବିଦ୍ୟାଳୟ ରେ ସମସ୍ତ ବିଷୟରେ ସ୍ନାକୋତ୍ତର ପାଠ୍ୟକ୍ରମ ଖୋଲାଯିବା ର ସୂଚନା ଦେଇଥିଲେ I ଏହି ଉପଲକ୍ଷେ ସୋମନାଥ ଭବନ ରେ ହୋଇଥିବା ସମ୍ବର୍ଦ୍ଧନା ସଭାରେ କୁଳପତି ଙ୍କୁ ପୁଷ୍ପଗୁଚ୍ଛ ଦେଇ ଅଧ୍ୟାପିକା ଶ୍ରୀମତୀ ଅଳକନନ୍ଦା ମଲ୍ଲ ଏବଂ ବନ୍ଦନା କର ସ୍ଵାଗତ କରିଥିଲେ ପରେ କଲେଜ ତରଫରୁ ମାନପତ୍ର ଏବଂ ଉପଢୌକନ ଦେଇ କୁଲାପତିଙ୍କୁ ସମ୍ମାନିତ କରା ଯାଇଥିଲା I ପ୍ରଧ୍ୟାପକ ଡ ରମାକାନ୍ତ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026

You Might Also Like