-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||     

HOME   ଜିଲ୍ଲା

ଭାରତୀୟ ଶିକ୍ଷଣ ମଣ୍ଡଳର ଗୁରୁପୂଜନ ଉତ୍ସବ ପାଳନ 

15-Jul-2023



ବଲାଙ୍ଗିର(ପ୍ରେରଣା ଖବର) - ସ୍ଥାନୀୟ ଟାଉନ ବାଳିକ ଉଚ୍ଚ ବିଦ୍ୟାଳୟ ସଭାଗୃହରେ ଭାରତୀୟ ଶିକ୍ଷଣ ମଣ୍ଡଳର ଗୁରୁପୂଜନ ଉତ୍ସବ ପଶ୍ଚିମ ପ୍ରାନ୍ତ ଉପ-ସଭାପତି ପ୍ରଫେସର ତରୁଣ କୁମାର ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ମଂଚାସୀନ ଅତିଥି ଗଣ ବେଦବ୍ୟାସ, ଭାରତମାତା ଓ ମା’ ସରସ୍ୱତୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିବା ପରେ ସଭ୍ୟ ସତ୍ୟାନନ୍ଦ ବିଶ୍ୱାଲ ସଂଗଠନର ଧ୍ୟେୟବାକ୍ୟ ପାଠ କରିଥିଲେ । ପରେ ପୂର୍ବତନ ପ୍ରାନ୍ତ ସଂପାଦକ ଧର୍ମବ୍ରତ ରଥ ସଂଗଠନର ଆଦର୍ଶ ଓ କାର୍ଯ୍ୟକ୍ରମ ସଂପର୍କରେ ସୂଚନା ପ୍ରଦାନ କରିଥିଲେ ।  ବିଦ୍ୟାଳୟର ଛାତ୍ରୀ ଶୁଭଶ୍ରୀ ସାହୁ

ଏବଂ ପୁନମ ରଣା ଛାତ୍ର ଛାତ୍ରୀଙ୍କ ବିକାଶ ପ୍ରକ୍ରିୟାରେ ଗୁରୁଙ୍କ ଭୂମିକା ସମ୍ପର୍କରେ ସୁଚିନ୍ତିତ ମତ ପ୍ରକାଶ କରିଥିଲେ । ମୁଖ୍ୟ ଅତିଥି ଅଧ୍ୟାପକ ସତ୍ୟବନ୍ତ ବେଦବାକ ବେଦବ୍ୟାସଙ୍କ ଜୀବନ ବୃତ୍ତାନ୍ତ ତଥା ମହାନ ଗୁରୁ ପରଂପରା ସମ୍ପର୍କରେ ବିସ୍ତୃତ ତଥ୍ୟ ଉପସ୍ଥାପନ କରିଥିଲେ ।

ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନରେନ୍ଦ୍ର ମିଶ୍ର ମଂଚାସୀନ ଥିଲେ । ସମଗ୍ର କାର୍ଯ୍ୟକ୍ରମ କୁ ଶିକ୍ଷୟତ୍ରୀ କସ୍ତୁରି ରଥ ସଂଯୋଜନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ  ସଭ୍ୟ ଗୋବିନ୍ଦ ମିଶ୍ର, ଡ. ଭବାନୀ ଶଙ୍କର ପଟେଲ, ରାମଚନ୍ଦ୍ର ପଟେଲ, ଦିବାକର ହୋତା, ମଦନ ମୋହନ ରଥ, କୃଷ୍ଣଚନ୍ଦ୍ର ମହାକୁର, ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଶେଷରେ ପ୍ରଶନ୍ନ କୁମାର ମିଶ୍ର ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026

You Might Also Like