-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ରେ ବିଶ୍ଵ ମ୍ୟାଲେରିଆ ମାସ ପାଳିତ – ସଂପୂର୍ଣ୍ଣ ମ୍ୟାଲେରିଆ ନିରାକରଣ ଉପରେ ଗୁରୁତ୍ଵାରୋପ,  ଜିଲ୍ଲାର ସମସ୍ତ ଅନୁଷ୍ଠାନରେ ପ୍ରତେକ ଶନିବାର ପାଳନ ହେବ ସ୍ବଚ୍ଛତା ଦିବସ

15-Jul-2023



ବଲାଙ୍ଗିର(ଦେବାଶିଷ ବହିଦାର ): ଜିଲ୍ଲାର ସମସ୍ତ ସରକାରୀ ତଥା ବେସରକାରୀ ଅନୁଷ୍ଠାନ ରେ ଏଣିକି ପ୍ରତେକ ଶନିବାର ପାଳନ ହେବ ସ୍ଵଚ୍ଛତା ଦିବସ । ସମସ୍ତ ଅନୁଷ୍ଠାନ ରେ ହେବ ସଫେଇ । ଏହା ସମସ୍ତ ବିଭାଗର  ଅଧିକାରୀ ମାନେ ତଦାରଖ କରିବେ । ଏହି କାର୍ଯକ୍ରମ ରେ ଭଲ ପ୍ରଦର୍ଶନ କରୁଥିବା ଅନୁଷ୍ଠାନକୁ ପୁରସ୍କୃତ ମଧ୍ୟ କରାଯିବ । ଆଜି ପୂର୍ବାହ୍ନରେ ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳ ଙ୍କ କାର୍ଯ୍ୟ।ଳୟ ସମ୍ମିଳନୀ କକ୍ଷରେ ବିଶ୍ଵ ମ୍ୟାଲେରିଆ ମାସ ତଥା ମାଲେରିଆ ନିରାକରଣ ୨୦୨୩ ପାଇଁ କାର୍ଯକମ ଅନୁଷ୍ଠିତ ହୋଇଛି । । ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଚଞ୍ଚଲ ରାଣା ଏହି

କାର୍ଯକ୍ରମର ଅଧ୍ୟକତା କରିଥିଲେ । ମାଲେରିଆ ଓ ଡେଙ୍ଗୁ ନିରାକରଣ ରେ ଚିହ୍ନଟଙ୍କ ଯଥା ଶୀଘ୍ର ଆରୋଗ୍ୟ ପାଇଁ ପଦକ୍ଷେପ ନେବାକୁ ଗୁରୁତ୍ଵାରୋପୋ କରିଥିଲେ । ଅତ୍ୟଧିକ ରୋଗୀ ଚିହ୍ନଟ ସ୍ଥାନ ଗୁଡିକୁ ସ୍ଵତନ୍ତ୍ର ଭାବେ ଧ୍ୟାନ ଦେବାକୁ ଆଦେଶ ଦେଇଥିଲେ । ଦୀର୍ଘ ସ୍ଥାୟୀ କୀଟନାଶକ ମଶାରୀ , ଧୂଆଁ ପ୍ରୋୟୋଗ କରୁଥିବା ମେସିନ ଉପଯୋଗ କରିବା ସହ ମୁନିସିପାଲିଟି ସଫେଇ କାର୍ଯ୍ୟ ତ୍ଵରାନିତ୍ଵ କରିବାକୁ କହିଥିଲେ । ନୀଚ ଜାଗାରେ ପାଣି ଜମୁଥିବା ସ୍ଥାନ ଗୁଡିକରେ ବାଲି ପକେଇ ସମତଳ କରିବା , ଆବର୍ଜନାକୁ ଜନ ବସ୍ତି ଠାରୁ ତୁରନ୍ତ ଦୂରେଇ ପକେଇବା ଭଳି ପଦକ୍ଷେପ ଗ୍ରହଣ କରିବାକୁ କହିଥିଲେ  ।  ମୁଣ୍ଡ ବଥା ତଥା ଜ୍ଵର ହେଲେ ବି ଡେଙ୍ଗୁ ମାଲେରିଆ ପାଇଁ ଟେଷ୍ଟିଙ୍ଗ ପରିମାଣ ବଢେଇବା ଉପରେ ଧ୍ୟାନ ବଢେଇବାକୁ ନିର୍ଦେଶ ଦେଇଥିଲେ ।  ୨୦୨୦ରୁ କୌଣସି ଜୀବନ ମାଲେରିଆ ଯାଇନଥିବାରୁ ସ୍ୱାସ୍ଥ୍ୟ ବିଭାଗ ଅଧିକାରୀଙ୍କ କାର୍ଯ୍ୟ କୁ ପ୍ରଶଂସିତ କରିଥିଲେ ।

          ଏହି ଦିବସ ପାଳନ ଉପଲକ୍ଷେ ଅନୁଷ୍ଠିତ ସଚେତନତା ସଭାରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼। ପ୍ରଦୀପ କୁମାର ଗୁରୁ ସଭା ଆରମ୍ଭ ଭାଷଣ ପ୍ରଦାନ କରି ମ୍ୟାଲେରିଆ ଭଳି ରୋଗକୁ  କେମିତି ଅତିଶୀଘ୍ର ଚିହ୍ନଟ କରିବା ଏବଂ ଏହାର ପ୍ରତିକାର ନିମନ୍ତେ ଅଭିନବ ପନ୍ଥା ଗ୍ରହଣ କରି ଏହାର ନିରାକରଣ ସମ୍ପର୍କରେ ଆଲୋଚନା କରିଥିଲେ । ତୃଣମୂଳ ସ୍ତରରେ ଜନସଚେତନତା ସୃଷ୍ଟି କରି ଏହାର ନିରାକରଣ ଉପରେ ସେ ଗୁରୁତ୍ଵାରୋପ କରିଥିଲେ । ଦୀର୍ଘ ସ୍ଥାୟୀ କୀଟନାଶକ ମଶାରୀ ବଣ୍ଟନ ଓ ଏହାର ଉପଯୁକ୍ତ ବ୍ୟବହାର ଦ୍ଵାରା ମ୍ୟାଲେରିଆ ରୋଗ କୁ ହ୍ରାସ କରାଯାଇପାରିଛି ବୋଲି ସେ ପ୍ରକାଶ କରିଥିଲେ । ସଭାରେ ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ କୁବେର ଚନ୍ଦ୍ର ମହନ୍ତ

ଏହି ଦିବସ ପାଳନ ର ତାତ୍ପର୍ଜ୍ୟ ସମ୍ପର୍କରେ ସୂଚନା ଦେବା ସହ ମ୍ୟାଲେରିଆ ନିରାକରଣ ଦିଗରେ ଗ୍ରହଣ କରାଯାଉଥିବା ପଦକ୍ଷେପ ସମ୍ପର୍କରେ ଆଲୋଚନା କରିଥିଲେ । ପାୱାରପଏନ୍ଟରେ ବିଗତ ବର୍ଷରେ କିପରି ରୋଗ ନିରାକରଣ ବଢିବା ସହ ରୋଗୀଙ୍କ ସଂଖ୍ୟା କମିଛି ବୋଲି ରିପୋର୍ଟ ରେ ଦର୍ଶାଇଥିଲେ । ଅତିରିକ୍ତ ଜିଲ୍ଲାପାଳ , ପିଡି ଡିଆରଡିଏ, ଅନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଉପରୋକ୍ତ ସଭାରେ ଉପସ୍ଥିତ ଥିଲେ । ସଭାରେ ଜନସ୍ୱାସ୍ଥ୍ୟ ବିଭାଗର କର୍ମଚାରୀ ,ଆଶା କର୍ମୀ ଓ ସ୍ୱାସ୍ଥ୍ୟ କର୍ମୀ ମାନେ ମଧ୍ୟ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026

You Might Also Like