-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||     

HOME   ଜିଲ୍ଲା

ମାସିକ କ୍ଲଷ୍ଟର୍ ସ୍ତରୀୟ ବୈଠକରେ ନବାଗତ ବିଇଓ ଶ୍ରୀ ରୁଷିଆ ମେହେରଙ୍କୁ ତୁଷୁରା କ୍ଲଷ୍ଟର୍ ତରଫରୁ ଉଚ୍ଛ୍ଵସିତ ସମ୍ବର୍ଦ୍ଧନା ଜ୍ଞାପନ

15-Jul-2023



ତୁଷୁରା  (ପ୍ରେରଣା ଖବର )
  ତୁଷୁରା ଆଞ୍ଚଳିକ ସାଧନ କେନ୍ଦ୍ର ର କ୍ଲଷ୍ଟର୍ ସ୍ତରୀୟ ମତ ଆଦାନ ପ୍ରଦାନ ବୈଠକ ସ୍ଥାନୀୟ ସରକାରୀ ବାଳିକା ନୋଡାଲ ହାଇସ୍କୁଲ ଠାରେ ପ୍ରଧାନ ଶିକ୍ଷକ ଭକ୍ତ ଚରଣ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ତୁଷୁରା କ୍ଲଷ୍ଟର୍ ଅନ୍ତର୍ଗତ ୧୦ଟି  ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ। ସିଆର୍‌ସିସି ଜଗ ମୋହନ ତ୍ରିପାଠୀ ବୈଠକ ର ଲକ୍ଷ୍ୟ ଓ  ଉଦ୍ଦେଶ୍ୟ ଆଲୋଚନା କରିଥିଲେ। ଉକ୍ତ ବୈଠକରେ ପର୍ଯ୍ୟବେକ୍ଷକ ଭାବରେ ଡାଏଟ୍ ସିଆର୍‌ସିସି  କୋଡିନେଟର ଗୁଡଭେଲା ବ୍ଲକ୍ ଶ୍ରୀ ଗୋପାଳ ଚନ୍ଦ୍ର ପ୍ରଧାନ ଓ ପେଡାଗୋଜି କୋଡିନେଟର ମଧୁମିତା ଦାଶ ଓ ପ୍ରୋଗ୍ରାମ କୋଡିନେଟର ଦେବେଶ ମିଶ୍ର ଯୋଗ  ଦେଇଥିଲେ। ବୈଠକ ଶେଷରେ ଏକ ସ୍ଵାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା । ଉକ୍ତ ସଭାରେ ଗୁଡଭେଲା ବ୍ଲକ୍ ର ନବାଗତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ରୁଷିଆ ମେହେରଙ୍କୁ ପୁଷ୍ପଗୁଚ୍ଛ ଓ ଉପଢ଼ୌକନ ପ୍ରଧାନ କରି ତୁଷୁରା କ୍ଲଷ୍ଟର୍ ତରଫରୁ ଉଚ୍ଛ୍ଵସିତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଶିକ୍ଷକ ଶିକ୍ଷୟିତ୍ରୀ ମାନେ ସମୟାନୁବର୍ତ୍ତୀ ହୋଇ ନିଜର କର୍ତ୍ତବ୍ୟ ସୁଚାରୁରୂପେ ପାଳନ କରିବାକୁ ବିଇଓ ଶ୍ରୀ ମେହେର ସମସ୍ତଙ୍କୁ ପରାମର୍ଶ ଦେଇଥିଲେ ଏବଂ ଶିକ୍ଷା ବିଭାଗର ସମସ୍ତ ସମସ୍ୟାର ଆଶୁ ସମାଧାନ କରିବାକୁ ସମସ୍ତଙ୍କୁ ପ୍ରତିଶ୍ରୁତି ଦେଇଥିଲେ। ବିଆର୍‌ସିସି ତଥା ଏବିଇଓ ଶ୍ରୀ ରମେଶ ଚନ୍ଦ୍ର ସାମର୍ଥ ଉକ୍ତ ସଭାରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ତୁଷୁରା କ୍ଲଷ୍ଟର୍ କୁ ନୂତନ ଭାବେ ତୃତୀୟ ଶ୍ରେଣୀ ପ୍ରଧାନ ଶିକ୍ଷକ ଭାବେ ଯୋଗ ଦେଇଥିବା ଶ୍ରୀ ଆର୍ତ୍ତତ୍ରାଣ ବେହେରା, ଶ୍ରୀ ଦୁତିଆ ସେଠ ଓ ଶ୍ରୀ ମନ୍ମଥ ରାଜହଂସଙ୍କୁ ପୁଷ୍ପଗୁଚ୍ଛ ଓ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରାଯାଇ ଥିଲା। ସଭା ଶେଷରେ ଶିକ୍ଷକ ତଥା ଆଶୁକବି ହେମନ୍ତ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026

You Might Also Like