-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||     

HOME   ଜିଲ୍ଲା

ଜିରୋ ସୁଧ ହାରରେ ଋଣ ପ୍ରଦାନ 

15-Jul-2023



ନୂଆପଡା (ପ୍ରେରଣା ଖବର ): ନୂଆପଡା ଜିଲା ବୋଡ଼େନ୍-  ରାଜ୍ୟର ମୁଖ୍ୟ ମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ତାଙ୍କ ଶାସନ ଆରମ୍ଭ ଦିନରୁ ମହିଳା ସଶକ୍ତିକରଣ ଉପରେ ଭାରି ନଜର ।ମହିଳା କେମିତି ସ୍ବାବଲମ୍ବୀ ହୋଇ ଅର୍ଥ ଉପାର୍ଜନ କରି ନିଜ ପରିବାର ପ୍ରତିପୋଷଣ କରିବା ସହିତ ସମାଜକୁ ଆଗେଇ ନେବ ତ ପାଇଁ ନବୀନ ସରକାର ପ୍ରୟାସ କରୁଛନ୍ତି।କିଛି ବର୍ଷ

ପୂର୍ବରୁ ମୁକ୍ତ ଭାବରେ ପ୍ରତି ଏସ ଏଚ ଜି କୁ ପନ୍ଦର ହଜାର ଟଙ୍କା ପ୍ରଦାନ କରିଥିଲେ,ମୋବାଇଲ ପାଇଁ ତିନି ହଜାର ଟଙ୍କା,ଠିକ୍ ସେହି ଭଳି ବର୍ତ୍ତମାନ ଚାହୁଛନ୍ତି ଆମ ମହିଳା ଋଣ ନେଇ ତାଙ୍କ ଉନ୍ନତି କରନ୍ତୁ ।ତେଣୁ ରାଜ୍ୟର ଅନେକ ସ୍ଥାନରେ ମିଶନ ଶକ୍ତି ଦ୍ଵାରା ଋଣ ମେଳା ଆୟୋଜନ କରୁଛନ୍ତି ।ବୋଡ଼େନ     ବ୍ଲକର ରୋକାଲ ଓ ଲର୍କା ଗ୍ରାମ ପଞ୍ଚାୟତ ସ୍ତରୀୟ ମହାସଂଘର ସ୍ଵୟଂସହାୟକ ଗୋଷ୍ଠୀର ମହିଳା ମାନଙ୍କୁ ନେଇ ମିଶନ ଶକ୍ତି ରୋକାଲ ମାର୍କେଟ କମ୍ପ୍ଲେକ୍ସ ଠାରେ ଋଣ ନେବା ଓ ଦେବା ଉପରେ ଏକ ସଚେତନତା ସଭା ଆୟୋଜନ କରିଥିଲା ।ଏଥିରେ ଡି ପି ଏମ ଟିମନ ବାରା,ମିଶନ ଶକ୍ତିର ବି ପି ସି ରାଜେଶ କୁମାର ସାହୁ,ବି ଏଲ ଏଫ୍ ଇ ସି ଲିପସା ବାଗ,ସହଯୋଗୀ ମିଶ୍ର ବାବୁ,ରୋକାଲ ଏମ ବି କେ ଇନ୍ଦିରା

ବାଗ, କରଙ୍ଗାମାଲ ବ୍ୟାଙ୍କ୍ ମିତ୍ର ସବିତା ବାଗ , ରୋକାଲ ଜି ପି ଏଲ ଏଫ୍ ସଭାନେତ୍ରୀ ଲୋଚନେ ସଲମା ଓ ସମ୍ପାଦିକା ପୁନମ୍ ଦୁର୍ଗା,ଲର୍କା ଜି ପି ଏଲ ଏଫ୍ ସଭାନେତ୍ରୀ ବବିତା ସିଂ ଓ ସମ୍ପାଦିକା ପ୍ରତିମା ନିଆଲ ଉପସ୍ଥିତ ଥିଲେ ।ସମସ୍ତ ସି ଆର୍ ପି, କୃଷି ମିତ୍ର ଓ ପ୍ରାଣୀ ମିତ୍ରମାନେ ସମଗ୍ର କାର୍ଯ୍ୟକ୍ରମ ସଫଳ ହେବାରେ ଅଗ୍ରଣୀ ଭୂମିକା ନିର୍ବାହ କରିଛନ୍ତି ।୧୪ ଟି ସ୍ଵୟଂ ସହାୟକ ଗୋଷ୍ଠୀ କୁ ଋଣ ପ୍ରଦାନ କରାଗଲା ଏବଂ ସଭା ମାଧ୍ୟମରେ ସମସ୍ତ ଏସ ଏଚ ଜିଙ୍କୁ ସଚେତନ କରାଯାଇ ଜିରୋ ଶତକଡା ସୁଧ ହାରରେ ଋଣ ନେଇ ସ୍ବାବଲମ୍ବୀ ହେବାକୁ କହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026

You Might Also Like