-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||     

HOME   ଜିଲ୍ଲା

ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ୯ବର୍ଷ ପୂର୍ତ୍ତି ଅବସରରେ ବିଜେପି ପକ୍ଷରୁ ଜନସମ୍ପର୍କ ଯାତ୍ରା ସହ କର୍ମୀ ସମ୍ମିଳନୀ

16-Jul-2023



ବରଗଡ଼: ବରଗଡ଼ ଜିଲ୍ଲା ବିଜେପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସାଇପାଲି ଠାରେ  ଭାରତୀୟ ଜନତା ପାର୍ଟି ପକ୍ଷରୁ ମଣ୍ଡଳ ସ୍ତରୀୟ ଜନସମ୍ପର୍କ ଅଭିଯାନ ସହ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜମିଦାର ସନତ କୁମାର ଗଡତୀୟାଙ୍କ ନେତୃତ୍ୱରେ ଏକ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା।ଭାରତ ସରକାରଙ୍କ ନୀତି, ବିକାଶ ମୂଳକ ଯୋଜନା,ଭିତ୍ତିଭୂମି ନିର୍ମାଣ,ଶିକ୍ଷା,ସ୍ୱାସ୍ଥ୍ୟ,ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ସହିତ ଓଡ଼ିଆ ଲୋକଙ୍କୁ ଜାତୀୟ ସ୍ତରରେ ସ୍ୱିକୃତି ପ୍ରଦାନକୁ ପ୍ରାଧାନ୍ୟ ଦେଉଛନ୍ତି।ବିଗତ ୯ବର୍ଷ ଶାସନ କାଳରେ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱ,କର୍ତ୍ତବ୍ୟ ପ୍ରତି ଅବିଚଳିତ,ପ୍ରତିବଦ୍ଧତା ଦେଶର ବିକାଶକୁ ନୂଆ ପରିଭାଷା ଦେଇଛି।ପୁଣି ଦେଶରେ ସେବା, ସୁଶାସନ,ଐତିହ୍ୟ ଏବଂ ବିକାଶ ତଥା ଗରିବ କଲ୍ୟାଣର ଏକ ଧାରା ପ୍ରବାହିତ ହୋଇଛି ବୋଲି ବରିଷ୍ଠ ନେତା ଶ୍ରୀ ଗଡତୀୟା ଏଇ କର୍ମୀ ସମ୍ମିଳନୀରେ ଉଦବୋଧନ ଦେବା ସହ ଜନସମର୍ଥନ ଲୋଡିଥିଲେ।ମଣ୍ଡଳ ସଭାପତି ଆନନ୍ଦ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମାବେଶରେ ଅନ୍ୟମାନଙ୍କ ମଧ୍ୟରେ ଶରତ ବିଶି,ବିକ୍ରମ ସେଠ,ଭାନୁ ଚନ୍ଦ୍ର ସାହୁ,ଚନ୍ଦ୍ରମଣି ପାଣ୍ଡେ,ଇରେନ ସାହୁ ପ୍ରମୁଖ ଉଦବୋଧନ ଦେଇଥିଲେ।ଏହି କର୍ମୀ ସମ୍ମିଳନୀକୁ ସାଂସଦ ପ୍ରତିନିଧି ମହେଶ ଦେବତା ସଭାରେ ସଂଯୋଜନା କରିଥିବାବେଳେ, ଶେଷରେ ସାଧାରଣ ସମ୍ପାଦକ ବୀର ସୁରେନ୍ଦ୍ର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026

You Might Also Like