-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||     

HOME   ଜିଲ୍ଲା

ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର ମହାମେଳି 

16-Jul-2023



ବଲାଙ୍ଗିର(ପ୍ରେରଣା ଖବର ): ବଲାଙ୍ଗିର ସଦର ବ୍ଲକ ସ୍ଥିତ ଫୁଲଝର ଠାରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ତରଫରୁ ଏକ ବିଶାଳ ମେଳି ଅନୁଷ୍ଠିତ ହୋଇଯାଇଛି l ଏହି ମହାସଭା ରେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିଲେ lସଂଘର ବ୍ଲକ ସଭାପତି ନିମାଇଁ  ଚରଣ ଝାଙ୍କରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକ ରେ ସମାନ ନାଗରିକ ସଂହିତା ରେ ଆଦିବାସୀ ମାନଙ୍କ ପ୍ରଥlଗତ ଅଧିକାର, ସଂସ୍କୃତି, ପରମ୍ପରା ପ୍ରତି ବିପଦ ଆଶଙ୍କା ଥିବାରୁ ଏହି କାନୁନ ବିରୁଦ୍ଧରେ ଆନ୍ଦୋଳନ କରିବା, ଆଦିବାସୀ ମାନଙ୍କ ଶିକ୍ଷାର ବିକାଶ, ଅର୍ଥନୈତିକ ପ୍ରଗତି, ସାମାଜିକ ବିକାଶ, ଓଡିଶା ସରକାର ଙ୍କ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ତରଫରୁ ଆଦିବାସୀ ମାନଙ୍କ ଲୋକ ନୃତ୍ୟ, ଗୀତ, ବାଦ୍ୟ, ସଙ୍ଗୀତ, ସଂସ୍କୃତି, ଦେବଦେବୀ ପୂଜାସ୍ଥଳୀର ବିକାଶ, ଆଦିବାସୀ ଯାନିଯାତ୍ରା ପର୍ବ ପର୍ବାଣୀ, ଜୀବନଜୀବିକା ର ବିକାଶ,ମୋ ଘର ଯୋଜନା,ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା, ମହିଳା ଏସ.ଏଚ.ଜି କୁ ବିନା ସୁଧରେ ପାଞ୍ଚ ଲକ୍ଷ ଟଙ୍କା ଋଣ,ରାଜ୍ୟ ସରକାରଙ୍କ

ଆଦିବାସୀ ସଶକ୍ତିକରଣ ଯୋଜନା ବିଷୟରେ ଆଲୋଚନା କରାଯାଇଥିଲା l ଉକ୍ତ କାର୍ଯ୍ୟକ୍ରମ ରେ  ସଭାପତି ନିମାଇଁ ଝାଙ୍କର, ଆଦିବାସୀ ନେତା ପାଲା ଭୋଇ, ଗଣ୍ଡ ସମାଜର ନେତା ସୀତାରାମ ଧରୁଆ, କୋଷାଧ୍ୟକ୍ଷ ପ୍ରଫୁଲ୍ଲ କୁମାର ତୁମୁନିଆଁ, ମଧୁ ବିଶ୍ୱାଳ, ରବୀନ୍ଦ୍ର କଇଣ୍ଡା, ହେମନ୍ତ ପୁଟା, ହରିବୋଲ ସଳତର, ଭାସ୍କର ନାଗ, ଯୁଗଳ କିଶୋର ବରିହା, ଶ୍ରୀକର ମଲ୍ଲିକ ଶିବରାମ ସିଂ ମାଝି, ପ୍ରେମରାଜ ସିଂ ମାଝି ଝେକୃ ବିଶ୍ୱାଳ, ଶଶୀକାନ୍ତ ଯାନୀ,ଘନଶ୍ୟାମ ଧରୁଆ, ସରୋଜ ଭୋଇ ପ୍ରମୁଖ ଉଦବୋଧନ ଦେଇଥିଲେ l ବଲାଙ୍ଗିର ସଦର ବ୍ଲକ ର ସମସ୍ତ ପଞ୍ଚାୟତ ସ୍ତରୀୟ ଆଦିବାସୀ କର୍ମକର୍ତ୍ତା ଉପସ୍ଥିତ ଥିଲେ l ଅଚ୍ୟୁତ ଧରୁଆ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026

You Might Also Like