-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ରାଜ୍ୟ

କରୋନା ସେବକଙ୍କୁ ବିଦା କରିଦେଲେ ସରକାର ?

12-Dec-2020



(ପ୍ରେରଣା ଖବର) ଭୁବନେଶ୍ୱର: ମହିଳା ସ୍ୱାସ୍ଥ୍ୟକର୍ମୀଙ୍କ ନାରାରେ କମ୍ପୁଛି ରାଜଧାନୀର ଲୋୟର ପିଏମଜି।ଆନ୍ଦୋଳନକାରୀଙ୍କ ଏକା ଯିଦ୍, ଦାବି ପୂରଣ ନହେଲେ ଧାରଣାରୁ ହଟିବୁନି। ସ୍ଥାୟୀ ନିଯୁକ୍ତି ଦାବିରେ ଆଜିକୁ ଦୀର୍ଘ ୧୫ ଦିନ ହେଲାଣି ଏମିତି ଅହୋରାତ୍ର ଆନ୍ଦୋଳନ କରୁଛନ୍ତି ୬ ହଜାରରୁ ଅଧିକ ମହିଳା ସ୍ୱାସ୍ଥ୍ୟକର୍ମୀ। କରୋନା ସଂକ୍ରମଣରେ ଯେତେବେଳେ ସମଗ୍ର ରାଜ୍ୟ କଲବଲ ହେଉଥିଲା, ସେହି ସମୟରେ ସରକାରଙ୍କ ଆହ୍ୱାନରେ ସେବା ପାଇଁ ଆଗେଇ ଆସିଥିଲେ। ଏମାନେ କିଏ ବେକାରୀ ତ ଆଉ କିଏ ଚାକିରି ଛାଡ଼ି ନୂଆ ଜୀବିକା ପାଇଁ ବିଭିନ୍ନ କୋଭିଡ୍ କେୟାର ସେଣ୍ଟରରେ ଅସ୍ଥାୟୀ ସ୍ୱାସ୍ଥ୍ୟକର୍ମୀ ଭାବେ ନିଯୁକ୍ତି ପାଇଥିଲେ। ଦୀର୍ଘ ୬ ମାସ କାଳ ନିଜ ଜୀବନକୁ ପାଣି ଛଡ଼ାଇ ଏବଂ ପିଲା ପରିବାରଙ୍କୁ ପଛରେ ପକାଇ ରୋଗୀ ସେବାରେ ଲାଗିଥିଲେ ରାତି ଦିନ। ହେଲେ ସଂକ୍ରମଣ ଥମିବା ପରେ କୋଭିଡି କେୟାର ସେଣ୍ଟର ବନ୍ଦ ହୋଇଯିବାରୁ ଏମାନେ ଏବେ ସମ୍ପୂର୍ଣ୍ଣ ବେକାରୀ। ଆଉ ଏଭଳି ସମୟରେ ସରକାର ନିଯୁକ୍ତି ବଦଳରେ ଛଟେଇ କରିଥିବାରୁ ଏହାର ଦୃଢ଼ ପ୍ରତିବାଦ କରିଛନ୍ତି ମହିଳା ସ୍ୱାସ୍ଥ୍ୟକର୍ମୀ। ୧୫ ଦିନ ଧରି ଏଏନ୍ଏମ୍‌ଙ୍କ ଆନ୍ଦୋଳନ ଅବ୍ୟାହତ ଥିବା ବେଳେ ଏହାକୁ ଅଧିକ ତୀବ୍ର କରିବାକୁ ୩ ଦିନ ତଳୁ ଆମରଣ ଅନଶନରେ ବସିଛନ୍ତି ୩୦ରୁ ଅଧିକ ସ୍ୱାସ୍ଥ୍ୟକର୍ମୀ। ଏମାନଙ୍କ ମଧ୍ୟରୁ କେତେକଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବାରୁ ମେଡିକାଲରେ ବି ଭର୍ତ୍ତି ହେଲେଣି। ସେପଟେ ଧାରଣାସ୍ଥଳକୁ ଯାଇ ANMଙ୍କୁ ଆଶ୍ୱାସନା ଦେବା ସହ ଆନ୍ଦୋଳନକୁ ନୈତିକ ସମର୍ଥନ ଜଣାଇଛନ୍ତି ବିରୋଧୀ ବିଜେପି ଓ କଂଗ୍ରେସ। ହେଲେ ସେମାନଙ୍କ ଦାବି ଶୁଣିବା କିମ୍ବା ଆଲୋଚନା ପାଇଁ ଏଯାଏଁ ଧାରଣାସ୍ଥଳକୁ ଆସି ନାହାନ୍ତି ସରକାର। ଆଜି ସ୍ୱାସ୍ଥ୍ୟମନ୍ତ୍ରୀ ଏ ପ୍ରସଙ୍ଗରେ ମୁହଁ ଖୋଲିବା ସହ ରୋକଠୋକ୍ କହିଛନ୍ତି, ANMଙ୍କ ନିଯୁକ୍ତି କଂଣ୍ଟ୍ରାକଚୁଆଲ ଥିଲା। ଆଗକୁ ପଦବୀ ବାହାରିଲେ ଆବେଦନ କରିବାକୁ ଆନ୍ଦୋଳନରତ ମହିଳା ସ୍ୱାସ୍ଥ୍ୟକର୍ମୀଙ୍କୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ। ତେବେ ଖାଲି ରାଜଧାନୀ ନୁହେଁ, ନର୍ସ ଓ ମହିଳା ସ୍ୱାସ୍ଥ୍ୟକର୍ମୀଙ୍କୁ ଠିକା ନିଯୁକ୍ତି ଦେଇ ପରେ ଛଟେଇ କରୁଥିବା ଅଭିଯୋଗରେ ବଲାଙ୍ଗିର ଓ ରାୟଗ଼ଡାକୁ ବ୍ୟାପିଛି। ଏ ଆନ୍ଦୋଳନ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସପିଟାଲ ସାମ୍ନାରେ ଶତାଧିକ ସ୍ୱାସ୍ଥ୍ୟ କର୍ମୀ ଧାରଣାରେ ବସିଥିବା ବେଳେ ରାୟଗ଼ଡାରେ ମଧ୍ୟ ସମାନ ଢଙ୍ଗରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛଟେଇ ସ୍ୱାସ୍ଥ୍ୟ କର୍ମୀ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like