-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ

16-Jul-2023



ବେଲପଡ଼ା/ପାଟଣାଗଡ (ପୁର୍ଣ୍ଣ ଶଶୀ ଶେଖର ରାଓ) ପାଟଣାଗଡ଼ ସ୍ଥାନୀୟ ଆଦିବାସୀ ଭବନ ବ୍ରହ୍ମପୁରା ଠାରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଙ୍ଘ ଆହ୍ୱାନ କ୍ରମେ ଶ୍ରୀ ଗିରିରାଜ ଭୋଇଙ୍କ  ସଭା ସଂଚାଳନାରେ  ବ୍ଲକ ସମ୍ପାଦକ ଶ୍ରୀଯୁକ୍ତ ସାରଥୀ ବାଗ ଅଧ୍ୟକ୍ଷତା କରିଥିଲେ । ସଭାରେ ଆଦିବାସୀ ମାନଙ୍କ କଳା ସଂସ୍କୃତି, ପରମ୍ପରା, ଐତିହ୍ୟ, ପୂଜା ପଦ୍ଧତି, ସାମ୍ବିଧାନିକ ଅଧିକାର ,ଶିକ୍ଷା ଅଧିକାର ,ସାମାଜିକ ସୁରକ୍ଷା, ସରକାରୀ ସୁବିଧା ସୁଯୋଗ , ଆଦିବାସୀ ମାନଙ୍କ ଉପରେ ଅନ୍ୟାୟ ଅତ୍ୟାଚାର ବଢୁଛି, ପୋଲିସ ଆଦିବାସୀ ମାନଙ୍କ କେସ ରେ ଟାଳଟୁଳ ନୀତି କରୁଛି , ନକଲି ଆଦିବାସୀ ହଟେଇବା ପ୍ରକ୍ରିୟା ପୁରାପୁରି ବନ୍ଦ ଅଛି ଏ ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରି କେନ୍ଦ୍ର ସରକାର ବର୍ତ୍ତମାନ ଆଦିବାସୀ ଉପରେ ଆଉ ଗୋଟିଏ ବିପଦ UCC (ୟୁନିଫର୍ମ ସିଭିଲ କୋଡ଼)କୁ ଲଦିଦେଇ ଆଦିବାସୀ ଙ୍କୁ ତଳିତଲାନ୍ତ କରିବା ପାଇଁ ହୀନ ଚକ୍ରାନ୍ତ କରୁଥିବାରୁ କେନ୍ଦ୍ର ସରକାରଙ୍କ ନୀତିକୁ ସଭାରେ ଦୃଢ଼ ନିନ୍ଦା କରାଯାଇଛି । ଆଦିବାସୀ ସଂଘ କୁ ତୃଣମୂଳ ସ୍ତରରେ ଆହୁରି ମଜବୁତ କରିବା ପାଇଁ ସଭାରେ

ପ୍ରସ୍ତାବ ଆଗତ କରଯାଇଥିଲା । ଅଧିକାର ହାସଲ ହେବା ପର୍ଯ୍ୟନ୍ତ ଆନ୍ଦୋଳନ, ସଭା ସମିତି କୁ ନିୟମିତ ଭାବରେ ଚାଲୁ ରଖିବା ପାଇଁ ଆହ୍ୱାନ ଦିଆଯାଇଥିଲା । ଆଗାମୀ ଅଗଷ୍ଟ ୯ରେ ବିଶ୍ୱ ଆଦିବାସୀ ଦିବସକୁ ମହା ଆଡମ୍ବରରେ ପାଳନ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି ।ୟୁ ସି ସି  କୁ ପ୍ରତ୍ୟାହାର କରିବା ପାଇଁ ଆଗାମୀ ଦିନରେ ବଡ଼ ଧରଣର ଆନ୍ଦୋଳନ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । ଆଜିର ସଭାରେ ଲେକ୍ରୁ ଧରୁଆ, ଧବଳେଶ୍ବର ଭୋଇ,ମୁରଲୀ ଭୋଇ, ଅରକ୍ଷିତ ବନଗୁଲା, ଯୁଧିଷ୍ଠିର ମିର୍ଧା, ଗୌରାଙ୍ଗ ବରିହା, ଅକ୍ରୁର ଭୋଇ, ଶିବ ଚରଣ ବରିହା ପ୍ରମୁଖ ଉଦବୋଧନ ଦେଇଥିବା ବେଳେ ଜଳ ଧରୁଆ, ଦାରାସିଂ ବରିହା,ଝସକେତନ ଧରୁଆ, ରଞ୍ଜିତ ବରିହା, ମିତ୍ର ଭୁଏ, ହୃଷିକେଶ ଭୋଇ,ଭାବଗ୍ରାହୀ ବରିହା, ବଳରାମ ବରିହା, ଅବଦୂତ ବରିହା, ରାମ ବରିହା, ପିଣ୍ଟୁ ବୁଡେକ, ଶ୍ରୀକର ବରିହା, ଚୁଡାମଣି ଧରୁଆ, ଘନ ଭୁଏ, ରାହସ ଧରୁଆ, ନବୀନ ଛତ୍ରୀଆ,ଲୋକନାଥ ବେହେରା ଙ୍କ ସହିତ ଶତାଧିକ ଆଦିବାସୀ ମାନେ ଯୋଗଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like