-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ସାମାଜିକ ସେବା ପାଇଁ ଘରୋଇ ସଂସ୍ଥା ସହଯୋଗ ଉଦଘାଟିତ 

16-Jul-2023



ବରଗଡ:-ବରଗଡ଼ ଜିଲ୍ଲା ପଦ୍ମପୁର କଲେଜ ରୋଡ଼ ସ୍ଥିତ ସିଦ୍ଧି ବିନାୟକ କଲ୍ଯାଣ ମଣ୍ଡପ ଠାରେ ସାମାଜିକ ସେବା ସକାସେ "ସହଯୋଗ" ନାମରେ ଏକ ଘରୋଇ ସଂସ୍ଥା ର ଶୁଭାରମ୍ଭ ହୋଇଛି। ସହରର କିଛି ସଚେତନ ଯୁବକଙ୍କ ଦ୍ଵାରା ହୋଇଥିବା ଏହି ଘରୋଇ ସଂସ୍ଥାକୁ ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା ଯୋଗଦେଇ ଉଦଘାଟନ କରିଥିଲେ  ପ୍ରଥମେ ବିଧାୟିକାଙ୍କୁ "ସହଯୋଗ "ତରଫରୁ ସ୍ଵାଗତିକା ବହିଦାର ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ । ପରେ ସଭା କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା।"ସହଯୋଗ" ର ସମ୍ପାଦକ ତାପସ କୁମାର ନାୟକ ଭାଷଣରେ "ସହଯୋଗ" ପାଇଁ ସମସ୍ତଙ୍କ ସହଯୋଗ କାମନା କରିବା ସହିତ ସଂସ୍ଥାର ଲକ୍ଷ୍ୟ ଉଦ୍ଦେଶ୍ୟ ଉପରେ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ । ମଞ୍ଚାସୀନ ବିଧାୟିକା ଶ୍ରୀମତୀ ବରିହା "ସହଯୋଗ" ର ଉତ୍ତରୋତ୍ତର କାମନା କରିବା ସହିତ ଆୟୋଜକ ମାନଙ୍କୁ ଧନ୍ୟବାଦ ଅର୍ପଣ ଜଣାଇଥିଲେ । ରକ୍ତ ର ଅଭାବକୁ ଦୂର କରିବା ପାଇଁ ରକ୍ତଦାନ ଆୟୋଜନ କରାଯାଉଥିଲା କିନ୍ତୁ ଏହି ଅନୁଷ୍ଠାନ ଏବେ ସାମାଜ ର ସେବା କ୍ଷେତ୍ରରେ କାମ କରିବା ଏକ ପ୍ରଶଂସନୀୟ କାର୍ଯ୍ୟ । ଆପଣଙ୍କ ଅନୁଷ୍ଠାନ "ସହଯୋଗ" କୁ ମୁଁ ମଧ୍ୟ ସହଯୋଗ କରିବି ବୋଲି କହିଥିଲେ । 

ଏହି ଉଦଘାଟନୀ ଉତ୍ସବ ଅବସରରେ ଆୟୋଜିତ ରକ୍ତଦାନ ଶିବିରରେ  ସଂଗଠନର ୪୪  ଜଣ ରକ୍ତଦାତା ସ୍ଵେଚ୍ଛାକୃତ ଭାବେ ରକ୍ତଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ସମାଜସେବୀ ନିରୋଜ ଦୋରା, ସଂଗଠନ ର ସଭାପତି ମୌସମ ପାଗଡା, କୋଷାଧକ୍ଷ ପ୍ରଭୁଦତ୍ତ ପଣ୍ଡା, ବିକାଶ ପଣ୍ଡା, 
ଇଶ୍ଵର ଦତ୍ତ ମେହେର,ପାର୍ଥସାରଥି ମହାପାତ୍ର, ଦୀପକ ତିୱାରୀ, ଅଜୟ ଅଗ୍ରୱାଲ, ଦୀପକ ଅଗ୍ରୱାଲ, ପ୍ରଦ୍ୟୁମ୍ନ ମେହେର, ରମାକାନ୍ତ ବହିଦାର, ମନୀଷ ଦୋରା, ସୌମ୍ଯଜିତ ପାଢୀ, ଶିବାଶିଷ ପଟ୍ଟନାୟକ, ପ୍ରୀତସ ନାୟକ, ଅବିନାଶ ବହିଦାର, ସୁରେଶ ଦୋରା, ରିମା ପଣ୍ଡା, ସୋନାଲି ପଣ୍ଡା, ଆରତୀ ମେହେର,ରଶ୍ମିତା ନାୟକ, ରୀତା ଅଗ୍ରୱାଲ ଓ ଶୀତଳ ତିୱାରୀ ସହଯୋଗ କରିଥିବା ବେଳେ ଆକାଶ ପଣ୍ଡା ମଞ୍ଚ ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like