-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ଧରଣୀପୀଠ ର ଶୁଭ ପ୍ରତିଷ୍ଠା ଯାତ୍ରା ରେ ଯୋଗ ଦେଲେ ରାଜ୍ୟସଭା ସାଂସଦ

16-Jul-2023



ବେଲପଡ଼ା /ପାଟଣାଗଡ (ପୂର୍ଣ ଶଶୀ ଶେଖର ରାଓ ):  ବଙ୍କେଲ ଗାଁ ସ୍ଥିତ ଆଦିବାସୀ କନ୍ଧ ମାନଙ୍କ ଇଷ୍ଟ ଦେବୀ ଧରଣୀପୀଠ ର ନବୀକରଣ ଏବଂ ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଙ୍କ ସାଂସଦ ସ୍ଥାନୀୟ ଅଞ୍ଚଳ ବିକାଶ ପାଣ୍ଠି ରୁ ନିର୍ମାଣ କରାଯାଇଥିଲା l ନିର୍ମାଣ କାର୍ଯ୍ୟ ପରେ ଧରଣୀ ପୀଠ ର ପ୍ରତିଷ୍ଠା ପାଇଁ ଯାତ୍ରା କରାଯାଇଥିଲା l ଉକ୍ତ ଉତ୍ସବକୁ ଫିତା କାଟି ଶୁଭ ଉଦଘାଟନ କରିଥିଲେ ସାଂସଦ ଶ୍ରୀ ବିଶି l ଆଦିବାସୀ ପରମ୍ପରା ଆଧାର ରେ ଦେବୀ ପୀଠ ର

ଯାନୀ,ଝାଙ୍କର, ଏବଂ ଦେହେରୀ ପୂଜାବିଧି କାର୍ଯ୍ୟ କରିଥିଲେ l ଦେହେରୀ ଦେହରେ ଦେବୀ ସବାର ହୋଇ ଆଦିବାସୀ ଏବଂ ଗ୍ରାମବାସୀ ଙ୍କ ମଙ୍ଗଳ ପାଇଁ ମା ଜାଡେନ ସୁଭାଶିର୍ବାଦ ପ୍ରଦାନ କରିଥିଲେ l ଉକ୍ତ ଯାତ୍ରା ରେ ମୁରିବାହାଲ ବ୍ଲକ ଚେୟାରମ୍ୟାନ ହରି ବନ୍ଧୁ ମେହେର, ପଶ୍ଚିମ ଓଡିଶା ଆଦିବାସୀ କଲ୍ୟାଣ ମହାସଂଘ ର ସାଧାରଣ ସମ୍ପାଦକ ବାଳକୃଷ୍ଣ ଶବର,  ନୂଆପଡା ଜ଼ିଲ୍ଲା ପରିଷଦ ଉପାଧ୍ୟକ୍ଷ ଭାନୁ ପ୍ରତାପ ସିଂ ମାଝି, ଜ଼ିଲ୍ଲା

ଆଦିବାସୀ କଲ୍ୟାଣ ସଂଘ ବଲାଙ୍ଗିର ର ଉପ ସଭାପତି ବିସିକେଶନ ଯାନୀ, ଟିଟିଲାଗଡ଼ ବ୍ଲକ ସଭାପତି ପଦ୍ମନ ପ୍ରଧାନୀ, ମୁରିବାହାଲ କାର୍ଯ୍ୟକାରୀ ସଭାପତି ରାଜୀବ କୁଅଁର,ପାର୍ଥ ପ୍ରଧାନୀ, ତପନ ପ୍ରଧାନୀ, ପତ୍ରଙ୍ଗି ମାଝି,ସଂକୀର୍ତ୍ତନ ଶିକା, ସହିତ ଶତାଧିକ କନ୍ଧ ସମାଜର ଦେହେରୀ,ପୂଝlରୀ,ଜାନୀ, ଝlଙ୍କାର ଉପସ୍ଥିତ ରହି ପାରମ୍ପରିକ ରୀତିନୀତି ରେ ପ୍ରତିଷ୍ଠା କରିଥିଲେ l ସମସ୍ତ ଗ୍ରାମବାସୀ ଏହି ଯାତ୍ରା ରେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like