-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନ ର କାର୍ଯ୍ୟକାରିଣୀ ବୈଠକ

16-Jul-2023



ବଲାଙ୍ଗିର (ପ୍ରେରଣା ଖବର ): ଆଜି  ରବିବାର,ପୂର୍ବାହ୍ନ ୧୧ଟା ରୁ ଅପରାହ୍ନ ୨ଟା ମଧ୍ୟରେ ରାଜ୍ୟ ସଂଘର ସମ୍ପାଦକ ସନ୍ତୋଷ କୁମାର ସାହୁଙ୍କ ଆବାହନ କ୍ରମେ,ସଭାନେତ୍ରୀ ଶାନ୍ତିଲତା ସାହୁ ଙ୍କ ଅଧ୍ୟକ୍ଷତାରେ ,ପରାମର୍ଶଦାତା ଦିଲ୍ଲୀପ ବୈଦାର,ରାଜ କିଶୋର ସାହୁ, ଭୁବନେଶ୍ୱର ଦ୍ବିବେଦୀ ,ଆଚାର୍ଯ୍ୟ ସୁଚିତ୍ର ସୁନା, ମୁଖ୍ୟ ବକ୍ତା ବିକ୍ରମ କେଶରୀ ମିଶ୍ରଙ୍କ ଉପସ୍ଥିତିରେ ମଧୁସୂଦନ ନାୟକଙ୍କ ସଂଯୋଜନାରେ ସଭକାର୍ଯ୍ୟଟି ସମସ୍ତ ଜିଲ୍ଲାର  ସଭାପତି ଓ ସମ୍ପାଦକଙ୍କ ଉପସ୍ଥିତିରେ ରାଜ୍ୟ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ ହୋଇଥିଲା । ସ୍ଥାନୀୟ ଜନକଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ଏହି ବୈଠକରେ ପ୍ରଥମେ ସହ ସମ୍ପାଦିକା ଅନୁପମା ପ୍ରହରାଜ ସମସ୍ତଙ୍କୁ ସ୍ୱାଗତ କରିଥିଲେ ।ସଭାରେ  ଜିଲ୍ଲାରୁ ଅବସର ଗ୍ରହଣ କରିଥିବା ଜିଲ୍ଲା ସହ ସମ୍ପାଦିକା ବିଜୟ ଲକ୍ଷ୍ମୀ ମିଶ୍ର,ପ୍ରମୋଦ ସା,ପୂର୍ବତନ ସଭାପତି ଇନ୍ଦୁଭୂଷଣ ଡାଙ୍ଗ ଙ୍କୁ ସମ୍ବର୍ଦ୍ଧିତ କରିବା ସହ ପଦୋନ୍ନତି  ପାଇଥିବା  ଶିକ୍ଷକ ଆଦିତ୍ୟ ଦାନି, ତୁଷାର କର୍ମୀ,ଅନିଲ ବେହେରା,ଶାନ୍ତିଲତା

ସାହୁ,ବସନ୍ତ ବୁଡେକ ,ବିପିନ ବୁଡେକ,ଦୁର୍ୟୋଧନ ପସାୟତ ଭଳି କୃତି ଶିକ୍ଷକ ଙ୍କୁ ସ୍ୱାଗତ କରାଯାଇଥିଲା।
 ସଭାରେ  ଅଲ ଇଣ୍ଡିଆ ନାଁ ରେ ଓପିଏସ ରଥ  ନାମରେ ଯେଉଁ ଶିକ୍ଷକ ଅନୁଦାନ କୁ ଦୁରୂପଯୋଗ କରାଯାଉଛି ,ତାକୁ ପ୍ରତିହତ କରିବା ଏବଂ ଯେଉଁମାନେ ପଦୋନ୍ନତି କୁ ବନ୍ଦ କରୁଛନ୍ତି ତାଙ୍କୁ ଅସହଯୋଗ କରିବା ପାଇଁ ମଧ୍ୟ ନିଷ୍ପତ୍ତି ଗ୍ରହଣ କରାଗଲା ।
 ଖାଦ୍ୟଦ୍ରବ୍ୟ ର ମୂଲ୍ୟ ବଢ଼ୁ ଥିଲେ ମଧ୍ୟ ରେସନ କୋଷ୍ଟ ବଢ଼ୁନାହିଁ, ଏଥିପାଇଁ ରାଜ୍ୟ ସରକାର ଙ୍କ ଦୃଷ୍ଟି ଆକର୍ଷଣ ପାଇଁ ମଧ୍ୟ ପ୍ରସ୍ତାବ ଗ୍ରହଣ କରାଗଲା ।
 ପ୍ରାଥମିକ ଶିକ୍ଷାର ଉନ୍ନତି ପାଇଁ,ସ୍କୁଲ ପରିଦର୍ଶନ ଓ ପରିଦର୍ଶକ ଛାତ୍ର ଛାତ୍ରୀ ଙ୍କ ପ୍ରତି ଶିକ୍ଷାଦାନ କାର୍ଯ୍ୟ ପାଇଁ ସରକାର ଙ୍କୁ ଅନୁରୋଧ କରାଗଲା ।

 ପ୍ରତ୍ୟେକ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ଖାତାପତ୍ର,କଲମ ଓ ବ୍ୟାଗ ଦେବା ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟେଶରେ ସ୍ମାରକ ପତ୍ର ପ୍ରଦାନ ପାଇଁ ମଧ୍ୟ ନିଷ୍ପତ୍ତି ଗ୍ରହଣ କରାଗଲା ।
 ଶେଷରେ ରାଜ୍ୟ ସହ ସମ୍ପାଦକ ପ୍ରଶାନ୍ତ ପୁରୋହିତ ଓ ମହିଳା ସେଲ ଅଧକ୍ଷା ଲକ୍ଷ୍ମୀପ୍ରିୟା ପଟେଲଙ୍କୁ ସମ୍ମାନିତ କରାଗଲା । ବଉଦ ଜିଲ୍ଲା ସଂଘ ଶିଶିର ଖଟୁଆ ପୁରୁଣା ପେନସନ ଉପରେ ଆନ୍ଦୋଳନ ଚାଲୁ ରହିବା ପାଇଁ ସମସ୍ତଙ୍କୁ ପରାମର୍ଶ ଦେଲେ।: ପ୍ରଶାନ୍ତ ନାଥ ସମ୍ବଲପୁର ଜିଲ୍ଲା ସମ୍ପାଦକ ସମସ୍ତଙ୍କୁ ଧନ୍ୟବାଦ ଦେବାପରେ ସଭା କାର୍ଯ୍ୟ ସମାପନ ଘୋଷଣା କଲେ ସଭାନେତ୍ରୀ ଶାନ୍ତିଲତା ସାହୁ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like