-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ରାଜ୍ୟ ସିନିଅର ବ୍ୟାଡମିନ୍ଟନ ର‌୍ୟାଙ୍କିଂ ପ୍ରତିଯୋଗିତା ଉଦଯାପିତ, ଆୟୁଷଙ୍କୁ ତ୍ରିମୁକୁଟ, ଶୃତିଙ୍କୁ ଦ୍ୱିମୁକୁଟ- ଅନୁଜା-ଶୃତି, ଆୟୁଷ-ଅବିନାଶ ଓ ଆୟୁଷ-ପୁର୍ବା ପ୍ରତ୍ୟାଷାଙ୍କୁ ଯୁଗଳ ଟାଇଟଲ

16-Jul-2023



ବଲାଙ୍ଗୀର,(ପ୍ରେରଣା ଖବର) ସ୍ଥାନୀୟ ପିଆର ହାଇସ୍କୁଲ ବ୍ୟାଡମିନ୍ଟନ ଇନଡୋର ଷ୍ଟାଡିଅମ ଠାରେ ଆଜି ଓଡିଶା ରାଜ୍ୟ ସିନିଅର ର‌୍ୟାଙ୍କିଂ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି । ପ୍ରତିଯୋଗିତାରେ ଆୟୁଷ ଦାସ ପୁରୁଷ  ଏକକ, ଯୁଗଳ ଓ ମିଶ୍ରିତ ଯୁଗଳ ଜିତି ତ୍ରିମୁକୁଟ ହାସଲ କରିଥିବା ବେଳେ  ଶୃତି ସ୍ୱାଇଁ  ମହିଳା ଭିଭଗର ଏକକ ଓ ଯୁଗଳ ଫାଇନାଲ ଜିତି ଦ୍ୱିମୁକୁଟ ହାସଲ କରିଛନ୍ତି । ସେହିପରି ଅନୁଜା- ଶୃତି ମହିଳା ଯୁଗଳ ବର୍ଗ , ଆୟୁଷ - ଅବିନାଶ ପୁରୁଷ ଯୁଗଳ ବର୍ଗ , ଆୟୁଷ-ପୁର୍ବା ପ୍ରତ୍ୟାଷା ମିଶ୍ରିତ ଯୁଗଳ ବର୍ଗରେ ଫାଇନାଲ ଜିତି ଟାଇଟଲ ଉପରେ କବଜା କରିଛନ୍ତି ।   
 ରବିବାର ଦିନ ସମସ୍ତ ବର୍ଗର ସେମି ଫାଇନାଲ ଓ ଫାଇନାଲକୁ ନେଇ ସମୁଦାୟ ୧୫ ଗୋଟି ମ୍ୟାଚ ଖେଳା ଯାଇଥିଲା । ପୁରୁଷ ଏକକ ବିଭାଗରେ  ଆର୍ଯ୍ୟ, ଅମିୟକୁ ଓ ଆୟୁଷ ସ୍ୱାଧିନଙ୍କୁ ହରାଇ ଫାଇନାଲ କୁ ପହଞ୍ଚିଥିଲେ । ଶେଷରେ ଆୟୁଷ ଫାଇନାଲରେ ଉଚ୍ଚକୋଟିର ଖେଳ ପ୍ରଦର୍ଶନ କରି ଟାଇଟଲ ଫେବରେଟ୍ ଅର୍ଯ୍ୟାଙ୍କୁ ହରାଇ  ପୁରୁଷ ଏକକ ଚମ୍ପିଆନ ଅଖ୍ୟା ଅର୍ଜନ କରିଥିଲେ । ପୁରୁଷ ଯୁଗଳ ବିଭାଗରେ ଅମିୟ-ଅନିର୍ବାନ ଓ ଆୟୁଷ- ଅବିନାଶଙ୍କ ଯୋଡି ମଧ୍ୟରେ ଶେଷ ମ୍ୟାଚ ଖେଳା ଯାଇଥିଲା ।  ରୋମାଞ୍ଚକର ଫାଇନାଲରେ ଆୟୁଷ- ଅବିନାଶଙ୍କ ଜୋଡି ଫାଇନାଲ ବାଜି ଜିତି ଥିଲେ । ମହିଳା ଏକକ ବର୍ଗର ସେମିଫାଇନାଲରେ ହର୍ଷିତା, ଇଷାନୀଙ୍କୁ ଓ ଶୃତି,

ଶିରିନଙ୍କୁ ହରାଇ ଫାଇନାଲରେ ପଦାର୍ପଣ କରିଥିଲେ । ରୋଚକ ଫାଇନାଲ ମ୍ୟାଚରେ ଶୃତି, ହର୍ଷିତାଙ୍କ ଉପରେ ବିଜୟ ଲାଭ କରିଥିଲେ । ମହିଳା ଯୁଗଳ ବିଭାଗର ଫାଇନାଲରେ  ମ୍ୟାଚ ଅନୁଜା-ଶୃତି ଓ ହର୍ଷିତା-ପୁର୍ବା ପ୍ରତ୍ୟାଷାଙ୍କ ଯୋଡି ପରସ୍ପରକୁ ଭେଟିଥିଲେ । ଶେଷରେ ଅନୁଜା-ଶୃତିଙ୍କ ଜୋଡି ଚମତ୍କାର ଖେଳ ପ୍ରଦର୍ଶନ କରି ଫାଇନାଲ ମୁକୁଟ ପିନ୍ଧିଥିଲେ । ସେହିପରି ମିଶ୍ରିତ ଯୁଗଳ ବର୍ଗର ଫାଇନାଲ ମ୍ୟାଚରେ ଅଭିଜିତ-ହର୍ଷିତାଙ୍କ ଯୋଡିଙ୍କୁ ଆୟୁଷ-ପୁର୍ବା ପ୍ରତ୍ୟାଷା ଯୋଡି ମାତ ଦେଇ ଫାଇନାଲ ଜିତି ଥିଲେ । 
ସାଂଗଠନିକ ସଂପାଦକ ସୁରୁଲାଲ ମଟାରିଙ୍କ ସଂଯୋଜନାରେ ଆୟୋଜିତ ଉଦଯାପନୀ ଉତ୍ସବରେ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିବା ସହ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରିଥିଲେ । ଜିଲ୍ଲା ସଂଘ ସଭାପତି ଗୋପାଳ ପଣ୍ଡା, ଉପସଭାପତି ଘନଶ୍ୟାମ ମିଶ୍ର, ମ୍ୟାଚ କୋଡିନେଟର ଅନନ୍ତ ବେହେରା, ମାନସ ମହାନ୍ତି, ସୁରେନ୍ଦ୍ର ନେପାଲ, ଡେଭଲପମେନ୍ଟ କମିଟି ଜିଲ୍ଲା ମୁଖ୍ୟ ଦେବାଶିଷ ମିଶ୍ର ମଞ୍ଚାସିନ ଥିଭା ବେଳେ  ଫୁଡ ଇନଚାର୍ଜ ସୁଶାନ୍ତ ଚୋପଦାର, ବାସୁଦେବ ବେହେରା, ସୁଧିର ପଣ୍ଡା , କବିଚନ୍ଦ୍ର ଠାକୁର,  ଆଦିତ୍ୟ କେଜ୍ରିୱାଲ, ସୁଶାନ୍ତ ମହାନ୍ତି, ପ୍ରକାଶ  ସାହୁ ,ଚନ୍ଦନ ମିଶ୍ର, ଅକ୍ରାମ ଦୁରାନି, ପୁଷ୍ପ ଭୁଷଣ ସୁତାର, ନନ୍ଦିନୀ ଲାଲ ଉଦଯାପନୀ ଉତ୍ସବର ସମସ୍ତ ଦାଇତ୍ୱ ତୁଲାଇ ଥିଲେ । ଚିଫ ରେଫରି ବିଜୟ ବାଗ, ପର୍ଯ୍ୟବେକ୍ଷକ ମନରୋଞ୍ଜନ ଦାସ, ସୁନିଲ ବେହେରା, ହେମନ୍ତ ପ୍ରଧାନ, ଆଶିଷ ଉପାଧ୍ୟାୟ,ରାଜକିଶୋର ଶତପଥି ଓ ଚନ୍ଦ୍ରଶେଖର ମିଶ୍ର ମ୍ୟାଚ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like