-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ଉପଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ହନୁମାନ ବିଗ୍ରହ ପ୍ରତିଷ୍ଠା  ମହୋତ୍ସବ

17-Jul-2023



ବରଗଡ଼: ଦୀର୍ଘ ଦୁଇଦିନ ଧରି ପଦ୍ମପୁର ସ୍ଥିତ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳାୟ ସମ୍ମୁଖରେ ହନୁମାନ ପୂଜା କମିଟି ତରଫରୁ ଅଞ୍ଜନି ପୁତ୍ର ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଥମ ଦିବସର ଗୋଧୂଳି ବେଳାରେ ଏକଭବ୍ୟ କଳସ ଶୋଭାଯାତ୍ରା ପଦ୍ମପୁର ସହର ପରିକ୍ରମା କରିଥିଲେ।ଏହି ପ୍ରତିଷ୍ଠା ମହୋତ୍ସବ ପଣ୍ଡିତ ଆଶୁତୋଷ ପାଣିଗ୍ରାହୀଙ୍କ ପ୍ରତ୍ଯକ୍ଷ ତତ୍ତ୍ବାବଧାନରେ ରୀତିନୀତି ସହକାରେ ହୋଇଥିଲା। ଚୈତନ୍ୟ ଭୋଇ ଓ ସପତ୍ନୀ ବଲ୍ଲଭି ଭୋଇ କର୍ତ୍ତା ଭାବରେ ଯୋଗଦାନ କରିଥିଲେ।ବିଗ୍ରହ ପ୍ରତିଷ୍ଠା,  ଧ୍ବଜା ରୋହଣ , ହନୁମାନ ଚାଳିସା ପାଠ, ହୋମ, ବିଶ୍ଵଶାନ୍ତି ପାଠ ରୀତିନୀତିରେ ସମ୍ପନ୍ନ ହୋଇଥିଲା।ଏ ଅବସରରେ ପଦ୍ମପୁର କର୍ମକାଣ୍ଡିୟ ସମିତିର ସଭାପତି ପଣ୍ଡିତ କାହ୍ନୁ ଚରଣ ଦାଶ, ବ୍ରାହ୍ମଣ ସମାଜ ସଭାପତି ଜୟ ନାରାୟଣ ତ୍ରିପାଠୀ ଓ ଅବସର ପ୍ରାପ୍ତ ବିଚାରପତି ରାମଚନ୍ଦ୍ର ତ୍ରିପାଠୀଙ୍କୁ ସମର୍ଦ୍ଧନା  ଦିଆଯାଇଥିଲା। ଶୁଭ ସଂନ୍ଧ୍ୟାରେ ଦୁବଲାବାହାଲର ମାଁ ଭଗବତୀ ସଂର୍କିତନ୍ୟ ମଣ୍ତଳୀ ତରଫରୁ ଭକ୍ତି ସଙ୍ଗୀତ ପରିବେଷଣ ହୋଇଥିଲା। ଏହି ପ୍ରତିଷ୍ଠା ମହୋତ୍ସବରେ ପ୍ରଫେସର କେଶରଞ୍ଜନ ପ୍ରଧାନ, ନାଟ୍ୟକାର ଅଶୋକ ବହିଦାର, ଉପହାରସୁଇଟ୍  ର ମାଲିକ ଅଶୋକ ଦାଶ, ପ୍ରଦୀପ ପଟ୍ଟନାୟକ, ଡାକ୍ତର ପ୍ରଦୀପ କୁମାର ଦୋରା, ସୁରେଶ ରାମଚନ୍ଦାନୀ, ପ୍ରମୋଦ କୁମାର ସାହୁ,  ସହଦେବ ଦେବତା, ରାଜେଶ ଗୁର୍ଲା, ରମେଶ ଗୁର୍ଲା ସମେତ ଶତାଧିକ ଶ୍ରଦ୍ଧାଳୁ ଉପସ୍ଥିତ ହୋଇ ସମ୍ପୁର୍ଣ୍ଣ ଭାବେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like