-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||     

HOME   ଜିଲ୍ଲା

ମନ୍ଦିର ମାଳିନୀ ସୁବର୍ଣ୍ଣପୁର ସହର ରେ ବୋଲବମ କାଉଡିଆ ଙ୍କ ପ୍ରବଳ ଭିଡ଼,ସହର ଚଳ ଚଳଚଞ୍ଚଳ

17-Jul-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ଆଜି ଶ୍ରାବଣ ଦ୍ଵିତୀୟ ସୋମବାର ଉପଲକ୍ଷେ ସୁବର୍ଣ୍ଣପୁର ସହର ର ତ୍ରିବେଣୀ ସଙ୍ଗମ ଶ୍ରୀ ରାମେଶ୍ୱର ଶୈବ ପୀଠ, ଇଷ୍ଠ ଦେବ ଶ୍ରୀ ସୁବର୍ଣ୍ଣମେରୁ ପୀଠ, ଓଁ କାର ନାଥ, ଶ୍ରୀ ପଶ୍ଚିମ ସୋମନାଥ, ଶ୍ରୀ ଗୋକୋନେଶ୍ୱର, ଶ୍ରୀ ଲୋକନାଥ, ଶ୍ରୀ ପଞ୍ଚରଥ ମନ୍ଦିର ପ୍ରମୁଖ ଶୈବ ପୀଠ ମାନଙ୍କ ରେ ବୋଲବମ କାଉଡ଼ିଆ ଓ ଭକ୍ତ ଙ୍କ ପ୍ରବଳ ଭିଡ଼ ଲାଗି ଥିଲା l  ତ୍ରିବେଣୀ ସଙ୍ଗମ ଶ୍ରୀ  ରାମେଶ୍ୱର ମହାନଦୀ ଘାଟ ଓ ବିଭିନ୍ନ ଘାଟ ରେ  ବୁଡ ପକାଇ ହଜାର

ହଜାର ଭକ୍ତ ସହର ର ସମସ୍ତ ଶୈବ ପୀଠ ରେ ମହାପ୍ରଭୁ ଶିବ ଙ୍କୁ ଜଳ ଲାଗି କରିଥିଲେ l  ସହର ରେ ଆଜି କାଉଡ଼ିଆ ଙ୍କ  ଶଙ୍ଖ ଧ୍ୱନି ଓ ଶିବ ନାମ ହରି  ନାମ କୀର୍ତ୍ତନ ରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇ ଥିବା ବେଳେ ମନ୍ଦିର କମିଟି ମାନଙ୍କ ପକ୍ଷ ରୁ ଭକ୍ତ ଙ୍କ ପାଇଁ ମାଗଣା ପ୍ରସାଦ ସେବନ ର ବ୍ୟବସ୍ଥା କରାଯାଇଛି l ଶାନ୍ତି ଶୃଙ୍ଖଳା ପାଇଁ କମିଟି, ବିଭିନ୍ନ ଅନୁଷ୍ଠାନ ଓ ପୋଲିସ  ପ୍ରଶାସନ ପକ୍ଷ ରୁ ସମସ୍ତ ବ୍ୟବସ୍ଥା ହୋଇଛି l ଶ୍ରାବଣ ସୋମବାର ରେ ଶିବ ପାର୍ବତୀ ଙ୍କୁ ଦର୍ଶନ ଓ

ଜଳ ଲାଗି କଲେ ଅଖଣ୍ଡ ସୌଭାଗ୍ୟ ପ୍ରାପ୍ତି ହୋଇ ଥାଏ ବୋଲି ଭକ୍ତ ଙ୍କ ଦୃଢ଼ ବିଶ୍ୱାସ ରହିଛି l ଏବଂ       ଦ୍ଵିତୀୟ ସୋମବାର ରେ ଚାରିଗୋଟି ସଂଯୋଗ ଯୋଗୁଁ ପାଣି ଢ଼ାଳିଲେ ମହା ପୁଣ୍ୟ ହୋଇ ଥାଏ ବୋଲି ବିଶ୍ୱାସ ରହିଛି ଯାହାକି  ସେମାବତୀ ଅମାବାସ୍ୟା, ହରିଆଳି ଅମାବାସ୍ୟା,, ରୁଦ୍ରା ଭିଷେକ ଓ ପୁନର୍ବସୁ ନକ୍ଷତ୍ର ସଂଯୋଗ ପଡୁଥିବାରୁ ସ୍ନାନ ଓ ଦାନ କଲେ ଆଜି ଅକ୍ଷୟ ପୁଣ୍ୟ ପ୍ରାପ୍ତି ହୋଇ ଥାଏ ବୋଲି ଲୋକ ଙ୍କ ବିଶ୍ୱାସ ରହିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026

You Might Also Like