-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||     

HOME   ଅପରାଧ

ବଲାଙ୍ଗିର: ଜନସଂଘ ଓ ବିଜେପିର ପୁରୁଣା ମୁହଁ ସମସ୍ତଙ୍କ ପ୍ରିୟ ଡ .ପ୍ରିୟବ୍ରତ ରଥ ଆଉ ନାହାନ୍ତି

06-Jun-2024



ଶାଗୁଆ ବଲାଙ୍ଗିର' ତରଫରୁ ବିଶ୍ଵ ପରିବେଶ ଦିବସ ଅବସରରେ ପରିବେଶ ସୁରକ୍ଷା ଓ ବୃକ୍ଷ ରୋପଣ ଅଭିଯାନ କୁ ନେଇ ପ୍ରସ୍ତୁତି ବୈଠକ ବାସରେ ବଲାଙ୍ଗିର (ପ୍ରେରଣା ଖବର ): ଶିଳ୍ପାୟନ,ଜଙ୍ଗଲ କ୍ଷୟ ଯୋଗୁଁ ସବୁଜ ବଳୟ ଧୀରେ ଧୀରେ ନଷ୍ଟ ହେବାରେ ଲାଗିଛି l ଏକଦା ଘଞ୍ଚ ଜଙ୍ଗଲ ଥିବା ଅଞ୍ଚଳ ଗୁଡ଼ିକ ଏବେ ପଦl ହେବାରେ ବସିଲାଣି l ପରିବେଶ ପ୍ରଦୂଷଣ ର ଏହି ବିଷମ ପରିସ୍ଥିତି ଏବେ ମଣିଷ ସାମାଜ ପ୍ରତି ବିପଦ ସୃଷ୍ଟି କରିଛି l ଆମ ପରିବେଶ ଓ ମଣିଷ ସମାଜକୁ ମରଣ ମୁହଁରୁ ବଞ୍ଚାଇବାକୁ ହେଲେ ଆମକୁ ପରିବେଶ ସୁରକ୍ଷା ପ୍ରତି ଧ୍ୟାନ ଦେବାକୁ ହେବ l
ବଲାଙ୍ଗିରର  ବୁଦ୍ଧିଜୀବୀ , ସଚେତନ ନାଗରିକ ମାନଙ୍କୁ ନେଇ ଶାଗୁଆ ବଲାଙ୍ଗିର ତରଫରୁ ଆୟୋଯିତ ଏକ ବୈଠକ ରେ ଏହି ମତପ୍ରକାଶ ପାଇଛି l ଗତକାଲି ବିଶ୍ଵ ପରିବେଶ ଦିବସ ଅବସରରେ ପରିବେଶ ସୁରକ୍ଷାକୁ ନେଇ ଆରମ୍ଭ ହୋଇଥିବା ଅଭିଯାନ 'ଶାଗୁଆ ବଲାଙ୍ଗିର' ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ବଲାଙ୍ଗିର ସହରକୁ ସବୁଜ ସୁନ୍ଦର କରି ଗଢି ତୋଳିବା ତଥା ବ୍ୟାପକ ବୃକ୍ଷରୋପଣ କରିବା ଲକ୍ଷ୍ୟରେ ଆରମ୍ଭ ହୋଇଥିବା ଶାଗୁଆ ବଲାଙ୍ଗିର ପକ୍ଷରୁ ସ୍ଥାନୀୟ ପି .ପି ଏକାଡେମୀ ଠାରେ ସହରର ବହୁ ସଚେତନ ନାଗରିକ, ପରିବେଶପ୍ରେମୀ ଓ ସମାଜସେବୀ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ l ସଭାକୁ ସୂଚନା ଅଧିକାରୀ କର୍ମୀ ହେମନ୍ତ ପଣ୍ଡା ସଂଯୋଜନା କରିଥିବା ବେଳେ ଅନ୍ୟ ମାନଙ୍କ ମଧ୍ୟରେ ଟାଙ୍ଗିଆ ଜାମ୍ ଆନ୍ଦୋଳନ ର ଗୋପାଳ ଚନ୍ଦ୍ର ହୋତା, ପ୍ରଫେସର ମନମୋହନ ବାଗ ବିଜେପି ନେତା ଅନନ୍ତ ଦାସ, ନେସନାଲ୍ ପିସ୍ ୟୁନିସନ ର ସତ୍ୟ ରଞ୍ଜନ ମିଶ୍ର, ରବି ପୁଝାରୀ, ବାସନ୍ତୀ ସିଂହ,ବବିତା ପ୍ରଧାନ,ସୂରଜ ତ୍ରିପାଠୀ,ରାଧାକାନ୍ତ ମହାପାତ୍ର,ନାରୀ ନେତ୍ରୀ ନୂତନ ଦାସ, ଆଇନଜୀବୀ ଜୟରାମ ମିଶ୍ର, ରତନ ମହାରଣା, ମନୋରଞ୍ଜନ ସାହୁ, ପ୍ରଭାକର ମିଶ୍ର,  ଧର୍ମେନ୍ଦ୍ର ନନ୍ଦ, ବିଷ୍ନୁ ପ୍ରସାଦ କେଡ଼ିଆ, ପ୍ରଶାନ୍ତ ମହାକୁଡ, ଶାନ୍ତନୁ ରଣା,ଜନ୍ମେଜୟ ଭ୍ରମର, ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରି ବୃକ୍ଷରୋପଣ ସହ ବୃକ୍ଷର ଯତ୍ନ ଓ ରକ୍ଷଣାବେକ୍ଷଣ ଦିଗରେ ସମସ୍ତେ ଯତ୍ନଶୀଳ ହେବା ଆବଶ୍ୟକ ବୋଲି ମତଦେଇଥିଲେ ଜଙ୍ଗଲର ଉପଯୁକ୍ତ ସୁରକ୍ଷା ପାଇଁ ଜଙ୍ଗଲ ବିଭାଗ ସହ ସମନ୍ଵୟ ରକ୍ଷା କରି କାମ କଲେ ଏହା ଆହୁରି ଫଳପ୍ରଦ ହୋଇପାରିବ ବୋଲି ବକ୍ତା ମାନେ କହିଥିଲେ l ଶେଷରେ ଜୟ ପୁରୋହିତ ଧନ୍ଯବାଦ ଅର୍ପଣ କରିଥିଲେ l 


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026

You Might Also Like