-+91-9937148622 |
prerana_bgr@rediffmail.com |
Thursday 9th July 2026 |
R.N.I. Regd No. ODIODI/2010/46693
Breaking News
17-Jul-2023
ମୁରିବାହାଲ(ସୁଦାମ ଚରଣ ବଘାର ): ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ କାର୍ଯ୍ୟାଳୟ ଠାରେ ଅତିରିକ୍ତ ଜିଲ୍ଲାପାଳ ଓ ଏସପି ଖିଲାରୀ ଋଷିକେଶଙ୍କ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଜନ ଶୁଣାଣିରେ ମୋଟ ୭୧ ଟି ଅଭିଯୋଗ ଆସିଥିଲା ତନମଧ୍ୟରୁ ଆବାସ ଯୋଜନାର ୧୬ ଓ ଅନ୍ଯାନ୍ଯ ବିଭାଗର ୫୫ ଟି ଅଭିଯୋଗ ପଞିକୃତ ହୋଇଥିଲା। କିଛି ଅଭିଯୋଗ ଏଠାରେ ସମାଧାନ ହୋଇଥିବା ବେଳେ କିଛି ଅଭିଯୋଗ ବିଭାଗୀୟ ଅଧିକାରୀଙ୍କୁ ସମାଧାନ ପାଇଁ ଦିଆଯାଇଥିଲା। ଏହି କାର୍ଯ୍ୟକ୍ରମ ରେ ବଲାଙ୍ଗିର ଜିଲ୍ଲା ର ବିଭିନ୍ନ ବିଭାଗର ଅଧିକାରୀ ଓ ମୁରିବାହାଲ ବିଡିଓ ପୂର୍ଣାନନ୍ଦ ପଟେଲ ଙ୍କ ସମେତ ବ୍ଲକର ବିଭିନ୍ନ ବିଭାଗ ର ଅଧିକାରୀ ଓ କର୍ମଚାରୀବୃନ୍ଦ ଉପସ୍ଥିତ ଥିଲେ।