-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ଜିଲ୍ଲା ସଭାପତି ଙ୍କୁ ପାଟଣାଗଡ଼ରେ ସ୍ୱାଗତ ସମ୍ବର୍ଦ୍ଧନା 

17-Jul-2023



ପାଟଣାଗଡ଼/ବେଲପଡ଼ା (ପୂର୍ଣ ଶଶୀ ଶେଖର ରାଓ ): ସ୍ଥାନୀୟ ଆଦିବାସୀ ଭବନ ବ୍ରହ୍ମପୁରା ଠାରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ପାଟଣାଗଡ଼ ଶାଖା ପକ୍ଷରୁ ଏକ ସମ୍ବର୍ଦ୍ଧନା ସଭା ବ୍ଲକ ସମ୍ପାଦକ ଶ୍ରୀଯୁକ୍ତ ସାରଥୀ ବାଗ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ରାଜ୍ୟସଭା ସାଂସଦ ଶ୍ରୀଯୁକ୍ତ ନିରଞ୍ଜନ ବିଶି 

ଯୋଗଦେଇଥିଲେ । ସଭା ପ୍ରାରମ୍ଭରେ ନୂତନ ଭାବେ ମନୋନୀତ ହୋଇଥିବା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ଜିଲ୍ଲା ସଭାପତି ଶ୍ରୀଯୁକ୍ତ ଶ୍ୟାମ ସୁନ୍ଦର ଭୋଇ ଙ୍କୁ ଫୁଲମାଳ ଓ ଉପଢୌକନ ଦେଇ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଥିଲା । ଆଗାମୀ ଦିନରେ ସମସ୍ତଙ୍କର ସାହାଯ୍ୟ ସହଯୋଗରେ ତୃଣମୂଳ ସ୍ତରରେ ସଂଘକୁ ଆହୁରି ମଜବୁତ କରିବାକୁ ଆହ୍ୱାନ ଦେଇଥିଲେ । ଆଦିବାସୀ ମାନଙ୍କ ଲୁକ୍କାୟିତ ପ୍ରତିଭା କୁ ଆହୁରି ଉଜ୍ଜୀବିତ କରିବା ସହ କଳା ସଂସ୍କୃତି, ପ୍ରଥା ପରମ୍ପରା, ପୂଜା ପଦ୍ଧତି, ଜାନୀ ଯାତ୍ରା, ରୀତିନୀତି ,ଦେବା ଦେବୀ ଗୁଡ଼ିର ସୁରକ୍ଷା, ଆଦିବାସୀଙ୍କ ସାମ୍ବିଧାନିକ ଅଧିକାର, ସାମାଜିକ ସୁରକ୍ଷା ଅଧିକାର, ନକଲି ଆଦିବାସୀ ହଟାଓ,ଜଙ୍ଗଲ ଜମି ଅଧିକାର ବିଷୟରେ ଆଲୋଚନା ହୋଇଥିଲା । ବର୍ତ୍ତମାନ କେନ୍ଦ୍ର ସରକାର UCC ୟୁନିଫର୍ମ ସିଭିଲ କୋଡ଼କୁ ତୃଣମୂଳ ସ୍ତରରେ ଦୃଢ଼ ବିରୋଧ କରାଯିବାକୁ ନିଷ୍ପତ୍ତି ନିଆଯାଇଛି । ଅଗଷ୍ଟ ୯ ବିଶ୍ୱ ଆଦିବାସୀ ଦିବସକୁ ମହା ସମାରୋହରେ ପାଳନ କରାଯିବାକୁ ନିଷ୍ପତ୍ତି ନେବା ସହ ହଜାର ହଜାର ସଂଖ୍ୟାରେ ସଂଗ୍ରାମୀ ଆଦିବାସୀ ମାନେ ଯୋଗ ଦେବାକୁ ଆହ୍ୱାନ ଦେଇଥିଲେ । ଆଜିର ସମ୍ବର୍ଦ୍ଧନା ସଭାରେ ଅନ୍ୟ ମାନଙ୍କ ମଧ୍ୟରେ ସଇଁତଲା ବ୍ଲକ ସଭାପତି ସନ୍ତୋଷ ପୁଟା, ସମ୍ପାଦକ ଟଂକଧର ଧରୁଆ, ଦେଓଗାଁ ବ୍ଲକ ସଭାପତି ସୁରଥ ଧରୁଆ, ବଲାଙ୍ଗୀର ବ୍ଲକ ଉପଦେଷ୍ଟା ପାଲା ଭୋଇ,ମିର୍ଧା ସମାଜ ଜିଲ୍ଲା ସଭାପତି ଗୋପାଳ ପଧାନ ,ଲେକ୍ରୁ ଧରୁଆ ପ୍ରମୁଖ ଉଦବୋଧନ ଦେଇଥିଲେ । ସଭାକୁ ସହ ସମ୍ପାଦକ ଗିରିରାଜ ଭୋଇ ସଭା ପରିଚାଳନା କରିଥିବା ବେଳେ ଶତାଧିକ ଆଦିବାସୀ ସଂଗ୍ରାମୀ ମାନେ ଯୋଗଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026

You Might Also Like