-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||     

HOME   ଜିଲ୍ଲା

୧୮ତମ ବିବାହବାର୍ଷିକୀ ପାଳନ ଅବସରରେ ସ୍ମାର୍ଟ ଲାଇବ୍ରେରୀକୁ ୫୯ଖଣ୍ଡ ପୁସ୍ତକ ପ୍ରଦାନ

17-Jul-2023



ବିନିକା(ହିମାଂଶୁ ଶେଖର ପୁଟେଲ)ଅଗ୍ନିଦେବଙ୍କ ଠାରେ ସାକ୍ଷୀ ରଖି ଜନ୍ମଜନ୍ମାନ୍ତର ଜୀବନ ସାଥୀ ହୋଇଥିବା ବିନିକା ସହର ମାରୱାଡି ପଡ଼ାର  ଯୁବ ଉଦ୍ୟୋଗୀ ପ୍ରକାଶ କୁମାର ଅଗ୍ରୱାଲ(ବିଟୁ) ଓ ତାଙ୍କ ଧର୍ମପତ୍ନୀ ନୀତୁ ଅଗ୍ରୱାଲଙ୍କ ଆଜି ୧୮ତମ ବିବାହ ବାର୍ଷିକୀ ପାଳନ ଅବସରରେ ଏହି ଦିନଟି ଆମ ଦୁହିଁଙ୍କ ପାଇଁ ନିଶ୍ଚିତ ଶୁଭଦିନ,ଖୁସିର ଦିନ,ଆନନ୍ଦର ଦିନ ବୋଲି ପ୍ରକାଶ କରିବା ସହିତ ବିନିକା ସ୍ପୋର୍ଟସ କ୍ଲବ ଠାରେ ଖୋଲିଥିବା ସ୍ମାର୍ଟ ଲାଇବ୍ରେରୀକୁ ବିଭିନ୍ନ ପ୍ରକାରର ୫୯ଖଣ୍ଡ ପୁସ୍ତକ ପ୍ରଦାନ କରିଛନ୍ତି । ସ୍ପୋର୍ଟସ କ୍ଲବ ସଭାପତି ସୋମନାଥ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ବିନିକା ଏନଏସି ଅଧ୍ୟକ୍ଷ ସୁବାସ ଚନ୍ଦ୍ର ଭୋଇ,ସାମାଜିକ କର୍ମୀ ସୃଜନ ପଣ୍ଡା,ଗୌତମ ସୁବୁଦ୍ଧି,ବିଜେଡ଼ି ସଂଗଠକ ସନ୍ତୋଷ ସାହୁ,ପୀତବାସ ମେହେର, ଲାଇବ୍ରେରୀ ଇନଚାର୍ଜ ହିମାଂଶୁ ଶେଖର ପୁଟେଲ ପ୍ରମୁଖ ଉପସ୍ଥିତ ରହି ପୁସ୍ତକ ଦାନ କରିଥିବା ନୀତୁ ଓ ବିଟୁ ଯୋଡ଼ିକୁ ପ୍ରଶଂସା କରିବା ସହ ଏଠାକୁ ଆସୁଥିବା ଅବସରପ୍ରାପ୍ତ କର୍ମଚାରୀ,ସଚେତନ ନାଗରିକ,ଛାତ୍ରଛାତ୍ରୀ ମାନଙ୍କ ପାଇଁ ଉକ୍ତ ପୁସ୍ତକ ବ୍ୟବହାର ଉପଯୋଗୀ ହେବ ବୋଲି ଆଶାବ୍ୟକ୍ତ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026

You Might Also Like