-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||     

HOME   ଜିଲ୍ଲା

ପହେଲି ବର୍ଷାରେ ବଲାଙ୍ଗୀର ସହର ଜଳମଗ୍ନ

18-Jul-2023



ବଲାଙ୍ଗୀର(ପ୍ରେରଣା ଖବର )/ ରାଜ୍ୟର ସର୍ବ ପୁରାତନ ସହର ମଧ୍ୟରେ ବଲାଙ୍ଗୀର ଅନ୍ୟତମ। ଚେସ୍ ବୋର୍ଡ ର ସହର ଭାବରେ ବେଶ୍ ପରିଚିତ। କିନ୍ତୁ ଅଛରାଏ ବଡ ବର୍ଷା ହେଲେ ସହରରେ ବହୁ ସ୍ଥାନରେ ଜଳମଗ୍ନ ହୋଇ ଯାଇଥାଏ। ଗତ କାଲି ଘଡିଘଡି ସହ ଲଗାଣ ବର୍ଷା ଦିନ ରାତି ହେବା ଦ୍ବାରା ଏକ କୃତ୍ରିମ ବନ୍ୟା ସଦୃଶ ସହରର ବିଭିନ୍ନ ସ୍ଥାନରେ ଦେଖା ଯାଇଥିଲା। ବହୁ ସ୍ଥାନରେ ଲୋକେ ଜଳ ବନ୍ଦି ହୋଇ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଲେ। ବହୁ ବର୍ଷ ପୁର୍ବରୁ ପୌର ଅଞ୍ଚଳରେ ଦୋକାନୀ ମାନେ ଓ କିଛି ଅସାଧୁ ବ୍ୟକ୍ତି ଜଳ ନିଷ୍କାସନ ହେବା ସ୍ଥାନ ମାନଙ୍କରେ ମାଡି ବସିଛନ୍ତି। ଯା ଦ୍ବାରା କିଛି ସମୟ ବର୍ଷା ହେଲେ ଲୋକେ ହଇରାଣ ହେଉଛନ୍ତି। ସମୟ ସୀମା ମଧ୍ୟରେ କେତେକ ବିକାଶ କାମ ସମାପ୍ତ ନ ହେବା ଦ୍ବାରା ଆଜି ପୌରପରିଷଦ ଏକ ପ୍ରକାର ଦଣ୍ଡ ଭୋଗୁଛି। ଯେମିତି ରୁଗୁଡି ପଡା ଓ ସାଗରପଡା କୁ ସଂଯୋଗ କରୁଥିବା ପୋଲ ର ଉଦାହରଣ ନିଆଯାଇ ପାରେ। ପୋଲ ନିର୍ମାଣ ହୋଇ କାର୍ଯ୍ୟକ୍ଷମ ହେବା ବିଳମ୍ବ ହେବା ଯୋଗୁଁ ସେଠାକାର ପ୍ରାୟ ୨୦ ପରିବାରଙ୍କ ଘର ଭିତରକୁ ପାଣି ଜମା ହୋଇଗଲା। ଯା ଦ୍ବାରା ବଲାଙ୍ଗୀର ପୌରପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ରାତ୍ରି ୨ ଟା ୨୦ ମିନିଟ୍ ରେ ସେହି ସ୍ଥାନ କୁ ଯାଇ ଜେସିଭି ଓ ଅଗ୍ନିଶମ ବାହିନୀ ସହାୟତାରେ ଜଳ ନିଷ୍କାସନ କରିବା ସହ ରାତ୍ରି ଯାକ ଉଜାଗର ରହି ସହରର ବିଭିନ୍ନ ସ୍ଥାନକୁ ଯାଇ ଯୁଦ୍ଧ କାଳିନ ଭିତରେ ଜଳ ବନ୍ଦି ଲୋକଙ୍କୁ ସହାୟତାର ହାତ ବଢାଇଥିଲେ। ଝରି ଶ୍ରାବଣ ପୁର୍ବରୁ ଯଦି ସହରରେ ରହିଥିବା ବିଭିନ୍ନ ନାଳ ନର୍ଦମା ସଫେଇ କାର୍ଯ୍ୟ ସମାପନ କରିଥାନ୍ତେ ତ ଏ ଦୁର୍ଦ୍ଦଶା ସହର ବାସି ଙ୍କୁ ଦେଖିବାକୁ ମିଳି ନ ଥାନ୍ତା। ଅଧ୍ୟକ୍ଷା ମହାସୟା ମଧ୍ୟ ରାତି ଉଜାଗର ରହି ନ ଥାନ୍ତେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026

You Might Also Like