-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

୨୧ଭୁବନେଶ୍ୱର ସମାବେଶରେ ଯୋଗଦେବା ପାଇଁ ପ୍ରସ୍ତୁତି ଆରମ୍ଭ

18-Jul-2023



ବିନିକା(ହିମାଂଶୁ ଶେଖର ପୁଟେଲ)ଅଲ ଓଡ଼ିଶା ପ୍ରାଇଭେଟ୍ ସ୍କୁଲସ ଏସୋସିଏସନ(ଅପୋସା) ତରଫରୁ ଚଳିତ ମାସ ୨୧ତାରିଖରେ ଭୁବନେଶ୍ଵର ଲୋୟର ପିଏମଜି ଛକ ଠାରେ ହେବାକୁ ଯାଉଥିବା ରାଜ୍ୟ ସ୍ତରୀୟ ସମାବେଶରେ ଯୋଗଦେବା ପାଇଁ ଆଜି ବିନିକା ସ୍ଥିତ ଶିଶୁ ବିକାଶ ବିଦ୍ୟା ମନ୍ଦିର ପରିଚାଳନା କମିଟି,ଶିକ୍ଷାଦାନ କରୁଥିବା ଗୁରୁମା ମାନଙ୍କ ତରଫରୁ ଗଣଧାରଣା ପ୍ଳାଏ କାର୍ଡ ଦେଖାଇ ପ୍ରସ୍ତୁତି ଆରମ୍ଭ ହୋଇଥିବା ଦେଖିବାକୁ ମିଳିଥିଲା।ସୂଚନା ଯୋଗ୍ୟ ଯେ ସାଂପ୍ରତିକ ସ୍ଥିତିରେ ଘରୋଇ ବିଦ୍ୟାଳୟ ଗୁଡ଼ିକର ସମସ୍ୟା ସମାଧାନକୁ ନେଇ ସମସ୍ତ ଷ୍ଟାଫ ଆନ୍ଦୋଳନକୁ ଓହ୍ଲାଇବାକୁ ବାଧ୍ୟ ହୋଇଛନ୍ତି ।ସେଥିପାଇଁ କିଛିଦିନ ତଳେ ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ପ୍ରସ୍ତୁତି ବୈଠକରେ ଜିଲ୍ଲାର ସମସ୍ତ ପ୍ରାଇଭେଟ୍ ବିଦ୍ୟାଳୟ ଷ୍ଟାଫ ଉପସ୍ଥିତ ରହି ନିଷ୍ପତି ନେଇଛନ୍ତି ।ଏହି ପରିପ୍ରେକ୍ଷିରେ ଜିଲ୍ଲା ସଂଘ ଉପସଭାପତି ତଥା ବିନିକା ଶିଶୁ ବିକାଶ ବିଦ୍ୟା ମନ୍ଦିର ପରିଚାଳନା କମିଟି ସମ୍ପାଦକ ସର୍ବେଶ୍ଵର ପୁରୋହିତ ସୂଚନା ଦେଇଛନ୍ତି ଯେ ଆସନ୍ତା ୨୧ତାରିଖ ଦିନ ସ୍କୁଲରେ ପାଠପଢା ବନ୍ଦ ହେବ ।ଶିକ୍ଷା ପ୍ରଦାନ କରୁଥିବା ଗୁରୁଜୀ,ଗୁରୂମା ମାନେ ସମାବେଶରେ ଯୋଗଦେବା ପାଇଁ ପ୍ଲା କାର୍ଡ ଦେଖାଇ ଅଭିଭାବକଙ୍କୁ ସଚେତନତାର ବାର୍ତା ପ୍ରଦାନ କରିଛନ୍ତି।ସେହିପରି ବିନିକା ସହର ଓ ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ଥିବା ପ୍ରାଇଭେଟ୍ ସ୍କୁଲ ଗୁଡ଼ିକ ମଧ୍ୟ ଏହି ଦିନ ବନ୍ଦ ରହିବ ।ତେବେ ଉକ୍ତ ଅଞ୍ଚଳରୁ ପ୍ରାୟ ୧୦୦ରୁ ଉର୍ଦ୍ଧ୍ବ ଶିକ୍ଷକ, ଶିକ୍ଷୟତ୍ରୀ,ପରିଚାଳନା କମିଟି ସଦସ୍ୟ ଭୁବନେଶ୍ୱର ସମାବେଶରେ ଯୋଗଦେବେ ବୋଲି ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like