-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ରାଜ୍ୟ ସଭାପତି ମନମୋହନ ସାମଲଙ୍କ ବିଜେପୁର ଗସ୍ତ ୨୦୨୪ରେ ଓଡ଼ିଶାରେ ବିଜେପି ସରକାର ଗଢ଼ିବା ସୁନିଶ୍ଚିତ-ମନମୋହନ ସାମଲ

18-Jul-2023



ବରଗଡ଼:-ବରଗଡ ଜିଲ୍ଲା ବିଜେପୁର ନିର୍ବାଚନ ମଣ୍ଡଳୀ ସଦର ମହକୁମା ସ୍ଥିତ କେଉଁଟିପାଲି ବଜାର ପ୍ରାଙ୍ଗଣରେ ଭାରତୀୟ ଜନତା ପାର୍ଟିର ସଞ୍ଜୁକ୍ତ ମୋର୍ଚ୍ଚା ବୈଠକ ଅନୁଷ୍ଠିତ ହୋଇ ଯାଇଛି।ବୈଠକରେ ରାଜ୍ୟ ସଭାପତି ମନମୋହନ ସାମଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମାବେଶ କୁ ଉଦଘାଟନ କରିଥିଲେ।ଶ୍ରୀଯୁକ୍ତ ସାମଲ ବିଜେପୁର ପହଞ୍ଚିବା ପୂର୍ବରୁ ପଡା ଛକଠାରେ ତାଙ୍କୁ ବିଜେପି ନେତା ଓ କର୍ମୀ ଗଣ ଭବ୍ୟ ସ୍ୱାଗତ କରିବା ସହ ଏକ ବାଇକ ଶୋଭା ଯାତ୍ରାରେ ବିଜେପୁର ସହର ପରିକ୍ରମା କରି ସଭାସ୍ଥଳକୁ ପାଛୋଟି ଆଣିଥିଲେ।ପରେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ୍ୱର ଶତପଥିଙ୍କ ଅଧ୍ୟକ୍ଷତାରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା।ବିଗତ ମୋଦୀ ସରକାରଙ୍କ ୯ବର୍ଷ ଶାସନ କାଳର ବିଭିନ୍ନ ଗରିବ କଲ୍ୟାଣ ଯୋଜନାର ସଫଳତା ଉପରେ ବଖାଣି ଥିଲେ।ବୁଥ ସ୍ତରର ଲୋକମାନଙ୍କ ଘରକୁ ଘର ଯାଇ ମୋଦୀଜୀ ଙ୍କ ନଅବର୍ଷର ସଫଳତା ଉପରେ ଅବଗତ କରିବାକୁ ଉପସ୍ଥିତ କର୍ମୀ ସମାବେଶରେ ସମ୍ମୋଧିତ କରିଥିଲେ।ପୁଣି ଆଗାମୀ ୨୦୨୪ରେ ଓଡ଼ିଶାରେ ବିଜେପିର ଡବଲ ଇଞ୍ଜିନ ସରକାର ଗଢ଼ିବା ସୁନିଶ୍ଚିତ ବୋଲି ଦ୍ରୃଢ଼ୋକ୍ତି ବ୍ୟକ୍ତ କରିଥିଲେ।ଏହି ପରିବର୍ତ୍ତନର ଧାରା ବିଜେପୁରରୁ ତାର ଆଭାସ ଦେଖାଦେଉଛି ବୋଲି କହିଥିଲେ।ଘରକୁ ଘରକୁ ଘର

ଯାଇ ବିଜେପି ସଙ୍ଗଠନ କିଭଳି ଭାବେ ଆହୁରି ସଶକ୍ତ ହେବ ଯେପରି ସାରା ନିର୍ବାଚନ ମଣ୍ଡଳୀ ମୋଦୀଜୀ ଙ୍କ ୯ ବର୍ଷ ଶାସନର ସଫଳତା ଘରେଘରେ ପହଞ୍ଚି ପାରିବ ସେନେଇ କଠିନ ରୁ କଠିନ ପରିଶ୍ରମ କରିବାକୁ ପଡିବ ବୋଲି ଉପସ୍ଥିତ ସମାବେଶ କୁ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ବିଧାୟକ ପ୍ରାର୍ଥୀ ଜମିଦାର ସନତ ଗଡତୀୟା ଉଦବୋଧନ ଦେଇଥିଲେ।ଏବଂ ଏଇ ୨୫ ବର୍ଷରେ ବୁଡି ରହିଥିବା ନବୀନ ସରକାରଙ୍କୁ ଗାଦିଚ୍ୟୁତ କରିବା ପାଇଁ ଆପଣମାନଙ୍କୁ ଆଶ୍ରିର୍ବାଦ ସହଯୋଗ ଏକାନ୍ତ କାମ୍ୟ ବୋଲି ଶ୍ରୀ ଗଡତୀୟା ମତବ୍ୟକ୍ତ କରିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ସାଂସଦ ସୁରେଶ ପୂଜାରୀ, ଜିଲ୍ଲା ପ୍ରଭାରୀ ବିଧାୟକ ନାଉରୀ ନାଏକ,ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଇରାଶିଷ ଆଚାର୍ଯ୍ୟ,କୃଷକ ମୋର୍ଚ୍ଚାର ରାଜ୍ୟ ସଭାପତି ପ୍ରଦୀପ ପୁରୋହିତ ପ୍ରମୁଖ ଭବ୍ୟ ସମାବେଶରେ ଉଦବୋଧନ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like