-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ପର୍ଶୁରାମ ଙ୍କ ଫଟୋ ଅପସାରଣ କରି ବିଜୁବାବୁଙ୍କ ପ୍ରତିମୂର୍ତ୍ତି ସ୍ଥାପନକୁ ବିରୋଧ କରି ବିଭିନ୍ନ ସଙ୍ଗଠନ ପକ୍ଷରୁ ଧାରଣା

18-Jul-2023



ପାଟଣାଗଟ(ଦିଲୀପ ପଣ୍ଡା ):ସ୍ଥାନୀୟ ବ୍ରହ୍ମପୁରା ନିକଟସ୍ଥ ବ୍ଲକ ଛକଠାରେ ଗତକାଲି ବିଧାୟକ ଙ୍କ କିଛି ସମର୍ଥକଙ୍କ ସହ ସହରର ବିଭିନ୍ନ ସଙ୍ଗଠନର କର୍ମକର୍ତ୍ତା ମାନେ ଭଗବାନ ପର୍ଶୁରାମଙ୍କ ଫଟୋକୁ ଅପସାରଣ କରି ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରିଥିଲେ । ଏହାକୁ ବିରୋଧ କରି ଆଜି ହିନ୍ଦୁବାଦି ସଙ୍ଗଠନ, ବ୍ରାହ୍ମଣ ଏକତାମଞ୍ଚ, ବଜରଙ୍ଗ ଦଳ, ପକ୍ଷରୁ  ଧାରଣା ଦିଆଯାଇଛି । ଏପରିକି ସଙ୍ଗଠନ ତରଫରୁ ପାଟଣଗଡ ଥାନାରେ ଲିଖିତ ଅଭିଯୋଗ ମଧ୍ୟ କରାଯାଇ ଆସନ୍ତା କାଲି ପାଟଣଗଡ ବନ୍ଦ କରାଜିବ ବୋଲି ଚେତାବନୀ ଦିଆଯାଇଛି । ପ୍ରକାଶଯେ ୨୦୧୯ ମସିହା ପର୍ଶୁରାମ ଜୟନ୍ତୀ ଦିନ ଠାରୁ ବ୍ଲକ ଛକଠାରେ ହିନ୍ଦୁବାଦି ସଙ୍ଗଠନ, ବ୍ରାହ୍ମଣ ଏକତାମଞ୍ଚ, ବଜରଙ୍ଗଦଳ ତରଫରୁ ପଞ୍ଚମୁଖୀ ହନୁମାନ ମନ୍ଦିର ଠାରୁ ଏକ ଶୋଭାଯାତ୍ରାରେ ବାହାରି ବ୍ଲକ ଛକଠାରେ ଭଗବାନ ପର୍ଶୁରାମଙ୍କ ଏକ ଫଟୋ ସ୍ଥାପନ କରି ପୂଜାର୍ଚ୍ଚନା କରିବା ସହ ଉକ୍ତ ଛକକୁ ପର୍ଶୁରାମ ଛକ ନାମରେ ନାମିତ କରାଯାଇଥିଲା । ହେଲେ ଗତକାଲି ପାଟଣଗଡ ବିଧାୟକ ଙ୍କ କିଛି ସମରର୍ଥକ ଙ୍କ ସହ ସହରର ବିଭିନ୍ନ ସଙ୍ଗଠନର କର୍ମକର୍ତ୍ତା ମାନେ ଏକ ଶୋଭାଯାତ୍ରାରେ ଯାଇ ଉକ୍ତ ସ୍ଥାନରେ ଭଗବାନ ପର୍ଶୁରାମଙ୍କ ଫଟୋକୁ ଅପସାରଣ କରି ସେଠାରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରିଥିଲେ । ଏହାର ପ୍ରତିବାଦରେ ଆଜି  ଉପରୋକ୍ତ ସଙ୍ଗଠନର କର୍ମକର୍ତ୍ତା ମାନେ ନୂତନ ଭାବରେ ସ୍ଥାପିତ କରାଯାଇଥିବା ବିଜୁ ପଟ୍ଟନାୟକ ଙ୍କ ମୂର୍ତ୍ତି ତଲେ ସକାଳୁ ମୂର୍ତ୍ତି ଧାରଣରେ ବସିପଡ଼ି ଥିଲେ । ଖବର ଲେଖାହେବା ପର୍ଯ୍ୟନ୍ତ ପ୍ରଶାସନ ତରଫରୁ ସେମାନଙ୍କୁ ବୁଝାସୁଝା ସ୍ଵତ୍ବେ ମଧ୍ୟ ସେମାନେ ନିଜ ଜିତରେ ଅଟଳ ରହିଥିବା ଜଣାପଡିଛି । ଏସମ୍ପର୍କରେ ପାଟଣଗଡ ବିଧାୟକ ସରୋଜ କୁମାର ମେହେର ଙ୍କୁ ପଚାରିବାରୁ ପାଟଣଗଡ ଜନସାଧାରଣ ଙ୍କ ଲିଖିତ ଅନୁରୋଧ କ୍ରମେ ୨୦୨୨ ମସିହା ଏପ୍ରିଲ ୨୦ ତାରିଖରେ ସହରରେ ଥିବା ୭ ଗୋଟି ଛକର ସୈ।ନ୍ଦରଯ୍ୟ କରଣ ସହ ମହାପୁରୁଷ ଓ ଭଗବାନ ପର୍ଶୁରାମଙ୍କ ମୃର୍ତ୍ତୀ ସ୍ଥାପନ ପାଇଁ ଏନ୍ଏସି ବୈଠକ କରେ ଏକ ପ୍ରସ୍ତାବ ଗୃହୀତ କରାଜାଇଥିଲା । ତତ୍ ଅନୁସାରେ ପ୍ରଥମ ପର୍ଯ୍ୟାୟରେ ବର୍ଥଲ୍ଲା ଛକଠାରେ ଗୈ।ତମ ବୈ।ଦ୍ଧ ଙ୍କ ମୂର୍ତ୍ତି ସ୍ଥାପନ କରାଯାଇଛି । ଦ୍ଵିତୀୟ ପର୍ଯ୍ୟାୟର ବ୍ଲକ ଛକ ଠାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ମୂର୍ତ୍ତି ସ୍ଥାପନ କରାଗଲା । ତୃତୀୟ ପର୍ଯ୍ୟାୟରେ ଦୁଇରୁ ତିନିଦିନ ମଧ୍ୟରେ ବ୍ରହ୍ମପୁରା ତଥା ରଥଭଟା ଛକଠାରେ ଭଗବାନ ପର୍ଶୁରାମଙ୍କ ମୂର୍ତ୍ତି ସ୍ଥାପନ କରାଯିବ ବୋଲି ତାଙ୍କର ପ୍ରତିକ୍ରିୟା ରଖିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like