-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା ୨ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି ଘୋଷଣାକୁ ଓଜେୟୁ ର ସ୍ୱାଗତ, ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ I

18-Jul-2023



ସମ୍ବଲପୁର, (ସଂଜୀବ ପାଣିଗ୍ରାହି)
 କାର୍ଯ୍ୟରତ ସାମ୍ବାଦିକ ମାନଙ୍କ ପାଇଁ କାର୍ଯ୍ୟକାରୀ ହୋଇଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା  ଯୋଜନାରେ ବୀମା ରାଶିର ପରିମାଣ ୨ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି  ଘୋଷଣା କରିଛନ୍ତି ରାଜ୍ୟ ସରକାର I ଏହି ଘୋଷଣାକୁ ଓଡିଶା ସାମ୍ବାଦିକ ସଂଘ (ଓଜେୟୁ) ସମ୍ବଲପୁର ଜ଼ିଲ୍ଲା ଶାଖା ପକ୍ଷରୁ ସ୍ୱାଗତ କରାଯିବା ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସଂଘ ପକ୍ଷରୁ କୃତଜ୍ଞତା ଜ୍ଞାପନ କରାଯାଇଛି I ଏହା ଦ୍ୱାରା ରାଜ୍ୟର ୮୭୧୭ ତଥା ସମ୍ବଲପୁର ଜ଼ିଲ୍ଲାରେ ୧୮୩ ଜଣ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାର ଉପକାର ପାଇବେ I  ସୂଚନାଯୋଗ୍ୟ ଯେ, ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳୁଥିବା ବେଳେ ଗତ ୧୫ ତାରିଖ ଶନିବାର ରାଜ୍ୟ ସରକାରଙ୍କ ୫ଟି  ସଚିବ ଭି. କେ. ପାଣ୍ଡିଆନଙ୍କ ସମ୍ବଲପୁର ଗସ୍ତ ସମୟରେ ସଂଘ ପକ୍ଷରୁ ଗୋପବନ୍ଧୁ କାର୍ଯ୍ୟରତ ସାମ୍ବାଦିକ ବୀମା ରାଶି ପରିମାଣ ଅନ୍ୟୁନ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ସମ୍ବଳିତ ୧୦ ଦଫା ଦାବି ପତ୍ର ପ୍ରଦାନ କରାଯାଇଥିଲା I ବର୍ତ୍ତମାନ ଏହା ୫ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ଦ୍ୱାରା ସାମ୍ବାଦିକ ଓ ତାଙ୍କ ପରିବାର ଉନ୍ନତ ଚିକିତ୍ସା ସେବା ପାଇପାରିବେ I  ଓଡିଶା ସାମ୍ବାଦିକ ସଂଘ (ଓଜେୟୁ) ସମ୍ବଲପୁର ଜ଼ିଲ୍ଲା ଶାଖାର ସଭାପତି ହିମାଂଶୁ ଶେଖର ମିଶ୍ର, ସାଧାରଣ ସମ୍ପାଦକ ସରୋଜ ସାହୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ସମେତ ରାଜ୍ୟ ସରକାରଙ୍କ ୫ ଟି  ସଚିବ ଭି. କେ. ପାଣ୍ଡିଆନ ଙ୍କୁ ମଧ୍ୟ ଧନ୍ୟବାଦ ସହ କୃତଜ୍ଞତା ଜ୍ଞାପନ କରିଛନ୍ତି I


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like